-+91-9937148622 |

prerana_bgr@rediffmail.com |

  Tuesday 23rd June 2026 |

| | | |

R.N.I. Regd No. ODIODI/2010/46693

Breaking News

ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   (23-Jun-2026)       ||      ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   (23-Jun-2026)       ||      ଜିଲ୍ଲା ସ୍ତରୀୟ STEM ଶିକ୍ଷା କାର୍ଯ୍ୟକ୍ରମରେ ଶିଶୁମାନଙ୍କ ସୃଜନ କ୍ଷମତାର ପ୍ରଦର୍ଶନ ଅନୁଷ୍ଠିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ    (22-Jun-2026)       ||      ଗାଁ ସ୍କୁଲରେ ପହଞ୍ଚି କାର୍ଯ୍ୟରତ ଶିକ୍ଷକଙ୍କ ସହ ଆଲୋଚନା କଲେ ଡି.ଇ.ଓ ♦️ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମର ସଫଳ ରୂପାୟନ ଉପରେ ଜୋର୍   (22-Jun-2026)       ||      ରେଶମ ପ୍ରଶାଖା କେନାଲରେ ମିଳିଥିବା ମୃତ ମହିଳାଙ୍କ ପରିଚୟ ମିଳିଲା   (22-Jun-2026)       ||      *ଖଡିଆଳରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର : ୧୦୬ଟି ଅଭିଯୋଗର ଶୁଣାଣୀ, ରେଡକ୍ରସ୍ ପାଣ୍ଠିରୁ ସହାୟତା ପ୍ରଦାନ*   (22-Jun-2026)       ||      ବିଞ୍ଝାରପୁର ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (22-Jun-2026)       ||      ରେଳ ପ୍ରକଳ୍ପ ଜମି ଅଧିଗ୍ରହଣରେ ଅନିୟମିତତା : ଜୀବିତ ମହିଳା ଙ୍କୁ ମୃତ ଦର୍ଶାଇ କ୍ଷତିପୂରଣରୁ ବଞ୍ଚିତ   (22-Jun-2026)       ||      ସିନାପାଲି ସହର ବର୍ଷାରେ ଜଳମଗ୍ନ: ପ୍ରଶାସନ ଓ PWD ବିଭାଗର ଅବହେଳା ନେଇ ଜନଅସନ୍ତୋଷ   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଡୁଡୁକା କଲ୍ୟାଣମଣ୍ଡପ ପରିସରରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   (22-Jun-2026)       ||      ପିଏମଶ୍ରୀ ଜର୍ଜ ଉଚ୍ଚ ବିଦ୍ୟାଳୟ ରେ ଯୋଗ ଶିବିର    (22-Jun-2026)       ||      ସାମ୍ବାଦିକ ଅଶୋକ ନାରାୟଣ ଭୋଇ ଙ୍କ ଦେହାନ୍ତ ♦️ଦୀର୍ଘ ୧୭ ବର୍ଷ ଧରି ବିଭିନ୍ନ ଛାପା ଓ ବୈଦ୍ୟୁତିକ ଗଣମାଧ୍ୟମ ରେ କାର୍ଯ୍ୟ କରୁଥିଲେ   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଲୁହୂରମୁଣ୍ଡା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ    (22-Jun-2026)       ||      ବରପାଲି ମହାବିଦ୍ୟାଳୟରେ ସାହିତ୍ୟିକ ଦୟାନିଧି ମିଶ୍ରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ ଅନୁଷ୍ଠିତ   (22-Jun-2026)       ||      *ଡାବୁଗାଁ ବ୍ଲକ ରେ ଛଡା ଦରରେ ସାର ବିକ୍ରି ଘଟଣାକୁ କେନ୍ଦ୍ର କରି ତଦନ୍ତ ଆରମ୍ବ କଲା କୃଷି ବିଭାଗ*   (22-Jun-2026)       ||     

HOME   ଜିଲ୍ଲା

ସମ୍ବଲପୁରରେ ଶ୍ରୀଲେଥର୍ସ ର ଷ୍ଟୋର ୧୦ ତାରିଖ ହେବ ଉଦ୍ଘାଟନ I I

08-Feb-2024




ସମ୍ବଲପୁର- (  ସଂଜୀବପାଣିଗ୍ରାହୀ) : କଲିକତା ର ନାମୀଦାମୀ ଜୋତା ଓ ଆସେସରିଜ୍ କମ୍ପାନୀ ଶ୍ରୀଲେଥର୍ସ ଆସନ୍ତା ୧୦ ତାରିଖ ଶନିବାର ଦିନ ତାର ୪୮ ତମ ଷ୍ଟୋର ସମ୍ବଲପୁରରେ ଉଦ୍ଘାଟନ କରିବ I ସ୍ଥାନୀୟ ଅଇଁଠାପାଲି ଛକ ରେ ଥିବା ଷ୍ଟୋର ପରିସରରେ ଏ ନେଇ ଆଜି କମ୍ପାନୀ ପକ୍ଷରୁ ଏକ ସାମ୍ବାଦିକ ସମ୍ବିଳନୀ ରେ ସୂଚନା ଦିଆଯାଇଥିଲା I ଏହି ସାମ୍ବାଦିକ ସମ୍ବିଳନୀରେ ରୋୖନକରାଜ ଉଦ୍ୟୋଗ ପ୍ରାଇଭେଟ ଲିମିଟେଡ଼ ର ପରିଚାଳନା ନିର୍ଦେଶକ ଗୌତମ ଚେଳ, ଶ୍ରୀଲେଥର୍ସ କମ୍ପାନୀର ଡିଲରସିପ୍ ପରିଚାଳକ ସୁମନ ସିଂ ଏବଂ ସୋହନ ଦାସ ଗୁପ୍ତା ଉପସ୍ଥିତ ଥିଲେ I ଉଦ୍ଘାଟନ ଦିନ ୧୧୯୯ ଟଙ୍କା ର କ୍ରୟ ଉପରେ ପ୍ରଥମ ୨ ହଜାର ଗ୍ରାହକ ଙ୍କ ପାଇଁ କମ୍ପାନୀ ପକ୍ଷରୁ ୪ ଶହ ଟଙ୍କା ମୂଲ୍ୟର ନିଶ୍ଚିତ ଉପହାର ପ୍ରଦାନ କରାଯିବ ବୋଲି କମ୍ପାନୀ ପରିଚାଳନା ନିର୍ଦେଶକ ଶ୍ରୀ ଚେଲ ପ୍ରକାଶ କରିଛନ୍ତି I


News Comment




Photo in News

Advertisment
Lastest News
  ଜିଲ୍ଲା  
ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   23-Jun-2026
  ଜିଲ୍ଲା  
ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   23-Jun-2026
  ଜିଲ୍ଲା  
ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   23-Jun-2026
  ଜିଲ୍ଲା  
ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   23-Jun-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ STEM ଶିକ୍ଷା କାର୍ଯ୍ୟକ୍ରମରେ ଶିଶୁମାନଙ୍କ ସୃଜନ କ୍ଷମତାର ପ୍ରଦର୍ଶନ ଅନୁଷ୍ଠିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   22-Jun-2026
  ଜିଲ୍ଲା  
ଗାଁ ସ୍କୁଲରେ ପହଞ୍ଚି କାର୍ଯ୍ୟରତ ଶିକ୍ଷକଙ୍କ ସହ ଆଲୋଚନା କଲେ ଡି.ଇ.ଓ ♦️ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମର ସଫଳ ରୂପାୟନ ଉପରେ ଜୋର୍   22-Jun-2026
  ଜିଲ୍ଲା  
ରେଶମ ପ୍ରଶାଖା କେନାଲରେ ମିଳିଥିବା ମୃତ ମହିଳାଙ୍କ ପରିଚୟ ମିଳିଲା   22-Jun-2026
  ଜିଲ୍ଲା  
*ଖଡିଆଳରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର : ୧୦୬ଟି ଅଭିଯୋଗର ଶୁଣାଣୀ, ରେଡକ୍ରସ୍ ପାଣ୍ଠିରୁ ସହାୟତା ପ୍ରଦାନ*   22-Jun-2026
  ଜିଲ୍ଲା  
ବିଞ୍ଝାରପୁର ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   22-Jun-2026

You Might Also Like