-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||      ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||     

HOME   ଜିଲ୍ଲା

ଟିପିଡବ୍ଲୁଓଡିଏଲ୍ ତରଫରୁ ବଲାଙ୍ଗିର ଜିଲ୍ଲାରେ ନିଶୁଳ୍କ ବୃତ୍ତିଗତ ବିୟୁଟିସିଆନ୍ ଓ ନର୍ସିଂ ତାମିଲ କେନ୍ଦ୍ର ଉଦଘାଟିତ

08-Feb-2024



ବଲାଙ୍ଗିର(ଦେବାଶିଷ ବହିଦାର ): ଟାଟା ପାୱାର ଏବଂ ଓଡ଼ିଶା ସରକାରଙ୍କ ଯୌଥ ଉଦ୍ୟୋଗ ଟିପି ୱେଷ୍ଟର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ (ଟିପିଡବ୍ଲୁଓଡିଏଲ୍) ଏକ ଅଗ୍ରଣୀ ବିଦ୍ୟୁତ୍ ବିତରଣ କମ୍ପାନୀ ଭାବେ ପଶ୍ଚିମ ଓଡ଼ିଶାରେ ଗୁଣାତ୍ମକ ବିଦ୍ୟୁତ୍ ସେବା ଯୋଗାଇ ଦେବା ସହ ନିଜର ସାମାଜିକ ଦାୟିତ୍ୱବୋଧ ପ୍ରତି ସଚେତନ ରହିଆସିଛି । ଏକ ପ୍ରତିଷ୍ଠିତ

କର୍ପୋରେଟ୍ ସଂସ୍ଥା ଭାବେ ସମାଜର ମୂଲ୍ୟବୋଧ ଏବଂ ଅର୍ଥନୈତିକ ଉନ୍ନତି ପାଇଁ କମ୍ପାନୀ ଅନେକ ଲୋକାଭିମୁଖି ପଦକ୍ଷପ ଗ୍ରହଣ କରୁଅଛି । 

ଏହି ପରିପେକ୍ଷୀରେ ଆଜି ବଲାଙ୍ଗିର ସହରର ରାଜେନ୍ଦ୍ରପଡ଼ାଠାରେ କମ୍ପାନୀର ସାମାଜିକ ଦାୟିତ୍ୱବୋଧ ବିଭାଗ ଦ୍ୱାରା   ଏକ ନିଶୁଳ୍କ ବୃତ୍ତିଗତ ବିୟୁଟିସିଆନ୍ ଓ ନର୍ସିଂ ତାମିଲ କେନ୍ଦ୍ରକୁ ଟିପିଡବ୍ଲୁଓଏଲର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀଯୁକ୍ତ ଗଜାନନ୍ କାଲେ ଉଦଘାଟନ କରିଛନ୍ତି । ଏହି ତାଲିମ କେନ୍ଦ୍ରରେ ଆନୁସଙ୍ଗିକ ଭିତ୍ତିଭୂମି ପ୍ରସ୍ତୁତ କରାଯାଇ ବ୍ୟବହାରିକ ପ୍ରଶିକ୍ଷଣ ପ୍ରଦାନ କରାଯାଉଅଛି । ଏଥିନିମନ୍ତେ ଜାତୀୟ କ୍ଷାତି ସମ୍ପର୍ଣ୍ଣ ସଂସ୍ଥା ପ୍ରଥମ (NGO)କୁ ନିୟୋଜିତ କରାଯାଇଛି  । ଆଗାମୀ ଦିନରେ ଯେପରି ବଲାଙ୍ଗିର ସହର ଏବଂ ଏହାର ଆଖପାଖ ଅଞ୍ଚଳର ବହୁ ସଂଖ୍ୟକ ଯୁବକ ଓ ଯୁବତୀ ଏହି ପ୍ରଶିକ୍ଷଣ କେନ୍ଦ୍ରରେ ଶିକ୍ଷାଦାନ ହାସଲ କରି ଜୀବିକା ନିର୍ବାହ କରିପାରିବା ସହ ପରିବାର ତଥା ସମାଜର ଅର୍ଥନୈତିକ ଅଭିବୃଦ୍ଧିରେ ସହାୟକ ହୋଇପାରିବେ । ପ୍ରକାଶଥାଉ କି, ଆଜି ସୁଦ୍ଧା ଏହି କେନ୍ଦ୍ରରୁ 280 ରୁ ଅଧିକ ଯୁବକ ଯୁବତୀ ପ୍ରଶିକ୍ଷିତ ହୋଇ ବିଭିନ୍ନ ସଂସ୍ଥାରେ କର୍ମନିଯୁକ୍ତି ହାସଲ କରିପାରିଛନ୍ତି । 

ଏହି ଅବସରରେ କମ୍ପାନୀର ସିଇଓ ଶ୍ରୀ କାଲେ ପ୍ରକାଶ କରିଛନ୍ତି ଯେ, ଆଗାମୀ ଦିନରେ ଛାତ୍ରଛାତ୍ରୀଙ୍କ ପ୍ରଶିକ୍ଷଣ ଲାଗି ଆବଶ୍ୟକତାକୁ ଦୃଷ୍ଟିରେ ରଖି ଆମର ସାମାଜିକ ଦାୟିତ୍ୱବୋଧ ବିଭାଗ ତରଫରୁ ଜିଲ୍ଲାରେ ଅଧିକରୁ ଅଧିକ କାର୍ଯ୍ୟକ୍ରମ ହାତକୁ ନିଆଯିବ । ସେହିପରି ବଲାଙ୍ଗିର ସହର ଏବଂ ଏହାର ଆଖପାଖ ଅଞ୍ଚଳରେ ସାମାଜିକ ବିକାଶ ପାଇଁ କମ୍ପାନୀ ସଦାସର୍ବଦା ପ୍ରଚେଷ୍ଟା ଜାରି ରଖିବ । ଗୁଣାତ୍ମକ ବିଦ୍ୟୁତ୍ ସେବା ସହିତ ସାମାଜିକ ଦାୟିତ୍ୱବୋଧକୁ କମ୍ପାନୀ ନିଷ୍ଠାପର ଭାବେ ପାଳନ କରୁଅଛି ।  


News Comment




Photo in News

Advertisment
Lastest News
  ଜିଲ୍ଲା  
ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   15-Aug-2026
  ଜିଲ୍ଲା  
ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   14-Aug-2026
  ଜିଲ୍ଲା  
ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   14-Aug-2026
  ଜିଲ୍ଲା  
ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   14-Aug-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର   14-Aug-2026
  ଜିଲ୍ଲା  
ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   14-Aug-2026
  ଜିଲ୍ଲା  
ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   14-Aug-2026
  ଜିଲ୍ଲା  
ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା   14-Aug-2026
  ଜିଲ୍ଲା  
ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   14-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026

You Might Also Like