-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||     

HOME   ଜିଲ୍ଲା

୧୫ ତମ ସର୍ବ ଭାରତୀୟ ରାମଧୂନ୍ କପ୍ ଫୁଟବଲ ଟୁର୍ଣ୍ଣlମେଣ୍ଟ ପାଇଁ ସାମ୍ୱାଦିକ ସମ୍ମିଳନୀ ଅନୁଷ୍ଟିତ

08-Feb-2024



ସୋନପୁର (ମନୋରଞ୍ଜନ ତ୍ରିପାଠୀ )
 ଅଲ୍ ଇଣ୍ଡିଆ ଫୁଟବଲ୍ ଟୁର୍ଣlମେଣ୍ଟ ଆୟୋଜନ ପାଇଁ ଆଜି ସ୍ଥାନୀୟ ଗାନ୍ଧୀ ଷ୍ଟାଡିୟମ ପ୍ରଥମ ଗ୍ୟାଲେରୀ ଠାରେ ଏକ ସାମ୍ୱାଦିକ ସମ୍ମିଳନୀ ଅନୁଷ୍ଟିତ ହୋଇଥିଲା l  କ୍ଳବ୍ ର ସଭାପତି ରାଜୀବ ସାହୁ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସଭାରେ କ୍ଲବ ଉପଦେଷ୍ଟl ତଥା ବିଶିଷ୍ଟ କ୍ରୀଡାବିତ ପୁରୋଷୋତ୍ତମ୍ ପାଣିଗ୍ରାହୀ, ନନ୍ଦ କିଶୋର ତ୍ରୀପାଠୀ, ସୋମନାଥ ସାହୁ, ଦିଗାମ୍ବର ଶତପଥୀ, ରlମଧୁନ ଫୁଟବଲ୍ କ୍ଲବ୍ ର କୋଚ୍ ଭୂକୁଲୁ ବକ୍ସି, ଉପ ସଭାପତି ସୁବାଷ ବିଶ୍ବାଳ, କମଳା କାନ୍ତ ସାହୁ,  କ୍ରୀଡାବିତ ବଳରାମ ପଟ୍ଟ ନାୟକ ସଭାରେ ମଞ୍ଚାସିନ ରହି ଟର୍ଣ୍ଣlମେଣ୍ଟ  ଉପରେ ତଥ୍ଯ ପ୍ରଦାନ୍ କରିଥିଲେ l କ୍ଳବ୍ ର ମିଡିଆ କୋଡ଼ିନେଟର ମନୋରଂଜନ ତ୍ରୀପାଠୀ ସଭା ସଂଯୋଜନl କରିଥିବା ବେଳେ କୋଷାଧ୍ୟକ୍ଷ ବିକାଶ ପଣ୍ଡା ମିଡ଼ିଆ ଓ ଅତିଥି ଙ୍କୁ ସ୍ଵାଗତ କରିଥିଲେ l ଚଳିତ ମାସ ୧୨ ତାରିଖ ସୋମବାର ରୁ ୧୮ ତାରିଖ ଯାଏ ପ୍ରଥମ ଥର ଅନୁଷ୍ଟିତ ହେବାକୁ ଥିବା ୨୫ ତମ ସର୍ବ ଭାରତୀୟ ରlମଧୁନ୍ କପ୍ ଫୁଟବଲ  ଟୁର୍ଣ୍ଣlମେଣ୍ଟ ରେ ଓଡ଼ିଶା ତଥା ବିଭିନ୍ନ ରାଜ୍ୟ ର ଆଠ ଗୋଟି ଦଳ ଅଂଶ ଗ୍ରହଣ କରୁଥିବା ଓ ଫାଇନାଲ ମ୍ୟାଚ୍  ରେ ବ୍ରାଜିଲ ଓ ଆର୍ଜେଣ୍ଟିନା ର  ଆନ୍ତର୍ଜlତୀୟ ଖେଳାଳି ସେଲିବ୍ରେଟି ( ମୂଖ୍ୟ ଆକର୍ଷଣ)  ଭାବେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଥିବା ବିଷୟ ସମ୍ପାଦକ ପୀୟୁଷ ପଣ୍ଡା ମିଡିଆ ଙ୍କୁ ସୁଚନା ଦେଇଛନ୍ତି l ଏବଂ ଖେଳ ରେ ଦର୍ଶକ ଙ୍କ ଭିଡ କୁ ଦୃଷ୍ଟି ରେ ରଖି ଶାନ୍ତି ଶୃଂଖଳା ପlଇଁ ପୋଲିସ୍ ପ୍ରଶାସନ ଓ ଜିଲ୍ଲାବାସୀ ଙ୍କ ସହଯୋଗ କାମନା କରିଛନ୍ତି l ଶେଷରେ ବିକାଶ ପଣ୍ଡା ଧନ୍ୟବାଦ୍ ଅର୍ପଣ କରିଥିଲେ l ପଦ୍ମ ନାଭ ପାଢ଼ୀ, ବୁବୁନ ନାଏକ, ରଞ୍ଜୁ ସାହୁ, ପୁରେନ୍ଦ୍ର ନଏକ୍, କଲିମ୍ ମହମ୍ମଦ, ଦିଲ୍ଲିପ ସାହୁ, ସୋମନାଥ ମିଶ୍ର, ସୁମନ ସାହୁ, ଗୁରୁ ଦଳେଇ, ସୁରଜ୍ ସାହୁ ପ୍ରମୁଖ କ୍ଳବ୍ ର ସମସ୍ତ ସଦସ୍ୟ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   14-Aug-2026
  ଜିଲ୍ଲା  
ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   14-Aug-2026
  ଜିଲ୍ଲା  
ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   14-Aug-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର   14-Aug-2026
  ଜିଲ୍ଲା  
ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   14-Aug-2026
  ଜିଲ୍ଲା  
ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   14-Aug-2026
  ଜିଲ୍ଲା  
ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା   14-Aug-2026
  ଜିଲ୍ଲା  
ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   14-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026

You Might Also Like