-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||     

HOME   ଜିଲ୍ଲା

ଶ୍ରୀରାମ ମନ୍ଦିରରେ ଶ୍ରୀଗଣେଶ ଓ ଶନିଶ୍ଚର ପ୍ରଭୁଙ୍କ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

08-Feb-2024



କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ):   କଣ୍ଟାମାଳ ବ୍ଲକ ଛକ ସ୍ଥିତ ଶ୍ରୀରାମ ମନ୍ଦିର ଠାରେ ବିଦ୍ୟାଦାତା ପ୍ରଭୁ ଶ୍ରୀଗଣେଶ ଓ ପ୍ରଭୁ ଶନିଶ୍ଚର ଦେବ ଙ୍କ ବିଗ୍ରହ ସ୍ଥାପନା ଓ ପ୍ରାଣ ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହୋଇଯାଇଛି  l ପ୍ରତ୍ୟୁଷରୁ କଳସ ସ୍ଥାପନ  ପରେ ଗାନ୍ଧାଦିବlସ, ଧlନ୍ୟସ୍ନାନ, ସର୍ବତୀର୍ଥ ଜଳ, ପଞ୍ଚତୀର୍ଥ, ପଞ୍ଚାମୃତ ଆଦିରେ ସ୍ନାନ ପରେ ସୁଗନ୍ଧି ଗଙ୍ଗାଜଳରେ ସ୍ନାନ କରାଯାଇ ଯଜ୍ଞ ମଣ୍ଡପରେ ବିଗ୍ରହ ସ୍ଥାପନ କରାଯାଇଥିଲା ।

l  ପରେ ପଣ୍ଡିତ ସନତ କୁମାର ମିଶ୍ର  ହୋମ ଯଜ୍ଞ ସହ ବିଗ୍ରହ ପ୍ରାଣ ପ୍ରତିଷ୍ଠା ପୂଜନ କରିଥିଲେ  l   ଏଥିରେ ଅପର୍ତ୍ତି ପ୍ରଧାନ ସପତ୍ନୀକ କର୍ତ୍ତା ଭାବେ ଦାୟିତ୍ୱ ତୁଲାଇଥିଲେ l  ମନ୍ଦିର ପୂଜକ ଆନନ୍ଦ ଚନ୍ଦ୍ର ପାଢ଼ୀ ପୂଜା କାର୍ଯ୍ୟରେ ଓ ଦାମୋଦର ସ୍ୱାଇଁ ବ୍ୟବସ୍ଥlପନା ରେ ସହଯୋଗ କରିଥିଲେ  l  ଆୟୋଜକ ଅପର୍ତ୍ତି ପ୍ରଧାନ ଙ୍କ ପୁତ୍ର ଜିତେନ୍ଦ୍ର ପ୍ରଧାନ ସପତ୍ନୀକ ଏବଂ ଟୁନା ପ୍ରଧାନ ହୋମଯଜ୍ଞ ରେ ଉପସ୍ଥିତ ଥିଲେ l  ଉକ୍ତ ଉତ୍ସବରେ ପରିବାର ପରିଜନ ଓ ଶ୍ରଦ୍ଧାଳୁ ମାନେ ଉପସ୍ଥିତ ରହି ପ୍ରଭୁଙ୍କ କୃପା ଲାଭ କରିଥିଲେ  l


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   14-Aug-2026
  ଜିଲ୍ଲା  
ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   14-Aug-2026
  ଜିଲ୍ଲା  
ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   14-Aug-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର   14-Aug-2026
  ଜିଲ୍ଲା  
ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   14-Aug-2026
  ଜିଲ୍ଲା  
ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   14-Aug-2026
  ଜିଲ୍ଲା  
ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା   14-Aug-2026
  ଜିଲ୍ଲା  
ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   14-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026

You Might Also Like