-+91-9937148622 |

prerana_bgr@rediffmail.com |

  Friday 14th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||     

HOME   ଜିଲ୍ଲା

ସାହଜଲଥା ଚେକ୍ଡ଼୍ୟାମ କାମରେ ଆସୁନି - ନିମ୍ନମାନର କାମ କରି ଲକ୍ଷାଧିକ ଟଙ୍କା ଲୁଟ

09-Feb-2024



ବୀରମହାରାଜପୁର, (ବିନୋଦ ପାଣ୍ଡେ ) : ଜଳାଭାବ ପରିସ୍ଥିତିରେ ଚାଷ ଜମିକୁ ଜଳଯୋଗାଣ ଉଦ୍ଦେଶ୍ୟରେ ଚେକ୍ ଡ଼୍ୟାମ ନିର୍ମାଣ ପାଇଁ ସରକାରଙ୍କ ପକ୍ଷରୁ ଅନୁଦାନ ଯୋଗାଇ ଦିଆଯାଉଛି। ନିର୍ମାଣ ହେଉଛି ସତ କିନ୍ତୁ ଅନେକ ସ୍ଥାନରେ ନିମ୍ନମାନର କାମ ଅର୍ଦ୍ଧ ନିର୍ମିତ କରି ଟଙ୍କା ହଡପ କରାଯାଉଛି।  ଚାଷ ଜମି ନଥିବା  ସ୍ଥାନ ମାନଙ୍କରେ ନିର୍ମାଣ ହୋଇଥିବା ଦେଖିବାକୁ ମିଳିଛି । ଅନେକ ପ୍ରକଳ୍ପ ରକ୍ଷଣାବେକ୍ଷଣ କିମ୍ବା ତଦାରଖ କରାଯାଉ ନଥିବାରୁ ଚାଷୀଙ୍କ କାମରେ ଉକ୍ତ ପ୍ରକଳ୍ପ ଲାଗିବାରୁ ନାହିଁ। ବୈଷୟିକ କ୍ଷେତ୍ରରେ ମଧ୍ୟ ଅବହେଳା ଯୋଗୁଁ ପ୍ରକଳ୍ପ ଅକାମୀ ହୋଇ ପଡି ରହିଛି। ଏବଂ  ବିଭିନ୍ନ ଆଲରେ ସରକାର ଙ୍କ ଅନୁଦାନ କେତେକ କ୍ଷେତ୍ରରେ ବାଟମାରଣା ହେଉଥିବା ସହ ଚାଷୀ ଉପକୃତ ହୋଇପାରୁନାହିଁ। ଏହାର ଏକ ସଦ୍ୟ ଦୁଷ୍ଟାନ୍ତ ଦେଖିବାକୁ ମିଳିଛି ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଖଣ୍ଡହତା ପଞ୍ଚାୟତ ଅନ୍ତର୍ଗତ ସାହଜଲଥା ଗ୍ରାମରେ ।
ଗ୍ରାମର ଚାଷୀଙ୍କ ସୁବିଧା ଦୃଷ୍ଟିରୁ ଉକ୍ତ ଗ୍ରାମ ନିକଟସ୍ଥ ଜଙ୍ଗଲ ନିକଟରେ ଥିବା ନାଳରେ ଉପରେ ଏକ ଚେକ୍  ଡ଼୍ୟାମ ନିର୍ମାଣ ହୋଇଛି। ଉକ୍ତ ସ୍ଥାନରୁ ଚାଷ ଜମିକୁ ପାଣି ମାଡିବା ପାଇଁ କେନାଲ ନିର୍ମାଣ ଲାଗି ଜିଲ୍ଲା କ୍ଷୁଦ୍ର ଜଳ ସେଚନ ବିଭାଗ ପକ୍ଷରୁ ୨୦୨୨-୨୩ ରେ ୧୮ଲକ୍ଷ ୮୩ ହଜାର ୫୬୫ ଟଙ୍କା ବ୍ୟୟବରାଦ ହୋଇଥିଲା। ଯନ୍ତ୍ରୀ ଓ  ଠିକାଦାର ମଧୁଚନ୍ଦ୍ରିକା ରେ  ଲୋକ ଦେଖାନିଆ ଭାବେ ଗାଁ ମୁଣ୍ଡରେ ନିମ୍ନ ମାନର  କେନାଲ କାମ କରି ଟଙ୍କା ଆତ୍ମସାତ କରିଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ତୁରନ୍ତ ଜିଲ୍ଲା ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେବା ସହ ଉଚ୍ଚ ସ୍ତରୀୟ ତଦନ୍ତ ପାଇଁ ଦାବି ହେଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   14-Aug-2026
  ଜିଲ୍ଲା  
ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   14-Aug-2026
  ଜିଲ୍ଲା  
ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   14-Aug-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର   14-Aug-2026
  ଜିଲ୍ଲା  
ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   14-Aug-2026
  ଜିଲ୍ଲା  
ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   14-Aug-2026
  ଜିଲ୍ଲା  
ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା   14-Aug-2026
  ଜିଲ୍ଲା  
ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   14-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026

You Might Also Like