-+91-9937148622 |

prerana_bgr@rediffmail.com |

  Friday 14th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||     

HOME   ଜିଲ୍ଲା

ନକଲି ଏସ୍ ସି ହଟାଇବା ଦାବିରେ ଆର୍ ଡି ସି ଅଫିସ୍ ସମ୍ମୁଖରେ ଗଣଧାରଣା

09-Feb-2024



ଓଡିଶା ଅନୁସୂଚିତ ଜାତି ତାଲିକାରୁ ନକଲି ଏସ. ସି (କେଉଟ, ଧୀବର , କୈବର୍ତ୍ତ )ଙ୍କୁ ହଟେଇବା ଦାବିରେ ସମ୍ବଲପୁର ଉତ୍ତରାଞ୍ଚଳ ରାଜସ୍ବ ଆଯୁକ୍ତଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଅନିର୍ଦ୍ଧିଷ୍ଟ କାଳ ପାଇଁ ଗଣଧାରଣା ଦିଆଯାଇଛି l ଜାନୁଆରୀ ୧୯ ତାରିଖରେ କେ ଡି କେ ହଟାଓ ଦାବିରେ ସମ୍ବଲପୁର ଉତ୍ତରାଞ୍ଚଳ ରାଜସ୍ବ ଆଯୁକ୍ତଙ୍କ କାର୍ଯ୍ୟାଳୟ ଘେରାଓ କରାଯାଇଥିଲା ଏବଂ ପ୍ରଶାସନ ତରଫରୁ ୭ ଦିନ ଭିତରେ ସମସ୍ୟାର ସମାଧାନ ପାଇଁ ପ୍ରତିଶ୍ରୁତି ଦିଆଯାଇଥିଲେ ମଧ୍ୟ ପ୍ରଶାସନ ତରଫରୁ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇନାହିଁ l  ତେଣୁ ସଂଗଠନ ଅସନ୍ତୋଷ ବ୍ୟକ୍ତ କରିବା ସହ ଦାବିପୂରଣ ହେବା ପର୍ଯ୍ୟନ୍ତ ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ସମ୍ୱଲପୁର ଆର.ଡ଼ି.ସି କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ଦେବାକୁ ନିଷ୍ପତ୍ତି ନେଇଛି l ବୌଦ୍ଧ ଜିଲ୍ଲା ପାଣ - ଗଣ୍ଡା ସମାଜ ବିକାଶ ପରିଷଦର ସାଧାରଣ ସମ୍ପାଦକ ସୁଧାଂଶୁ ଡାଙ୍ଗଙ୍କ ନେତୃତ୍ତ୍ଵରେ ଜିଲ୍ଲାର ୫ ଜଣ ଅନୁସୂଚିତ ଜାତିର ବ୍ୟକ୍ତିବିଶେଷ ଉକ୍ତ ଗଣଧାରଣରେ ଯୋଗ ଦେଇଛନ୍ତି l କେଉଟ, ଧୀବର, କୈବର୍ତ୍ତ ମାନେ ଅସ୍ପୃଶ୍ୟ ନ ହୋଇ ମଧ୍ୟ ଚଞ୍ଚକତା କରି ଅଗଣତାନ୍ତ୍ରିକ ଭାବେ ପ୍ରକୃତ ଅସ୍ପୃଶ୍ୟମାନଙ୍କର ସାମ୍ବିଧାନିକ ଅଧିକାର ଛଡେଇ ସରକାରୀ ନିଯୁକ୍ତି ପାଇବା ସହିତ ରାଜନୈତିକ ପଦପଦବୀ ହାସଲ କରିବା ପାଇଁ ସକ୍ଷମ ହେଉଛନ୍ତି l ତେଣୁ ରାଜ୍ୟ ସରକାର ଉକ୍ତ ଘଟଣା ପ୍ରତି ସ୍ୱତନ୍ତ୍ର ଦୃଷ୍ଟି ଦେବା ସହ ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ସଂଗଠନ ପକ୍ଷ ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଗଣଧାରଣା ଦେବା ପାଇଁ ନିଷ୍ପତ୍ତି ନିଆଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   14-Aug-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର   14-Aug-2026
  ଜିଲ୍ଲା  
ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   14-Aug-2026
  ଜିଲ୍ଲା  
ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   14-Aug-2026
  ଜିଲ୍ଲା  
ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା   14-Aug-2026
  ଜିଲ୍ଲା  
ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   14-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026
  ଜିଲ୍ଲା  
ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   13-Aug-2026
  ଜିଲ୍ଲା  
ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   13-Aug-2026

You Might Also Like