-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||     

HOME   ଜିଲ୍ଲା

ଡେଙ୍ଗ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ଅନୁଷ୍ଠିତ

09-Feb-2024



ବଲାଙ୍ଗୀର (ପ୍ରେରଣା ଖବର ) : ସଇଁତଳା ବ୍ଲକ ଅନ୍ତର୍ଗତ ଡେଙ୍ଗ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇ ଯାଇଛି l ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ଚାଣ୍ଡାଳ ମିଶ୍ରଙ୍କ ସଭାପତିତ୍ବ ଅନୁସାରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l ସଇଁତଳା ବନାଞ୍ଚଳ ଅଧିକାରୀ ସଂଘମିତ୍ରା ଭୋଇ ଓ ବକ୍ତା ଭାବରେ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ଏସଏସଡିର ପ୍ରଧାନଶିକ୍ଷୟିତ୍ରୀ ନମିତା ହୋତା ଯୋଗ ଦେଇଥିଲେ I

ସମ୍ମାନିତ ଅତିଥି ଭାବରେ ସଇଁତଳା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ଡ଼ା. ବିଶ୍ୱଜିତ ମିଶ୍ର, ସଇଁତଲା ବନ ପାଳ ଆଶୁତୋଷ ମହାକୁର, ସଇଁତଳା ପଂଚାୟତ ସମିତି ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଜ୍ୟୋତିର୍ମୟୀ ମହାପାତ୍ର ଯୋଗ ଦେଇଥିଲେ l ବିଦ୍ୟାଳୟ ପାଇଁ ଉଲ୍ଲେଖନୀୟ ଅବଦାନ ପାଇଁ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ରତନ କୁମାର ରଣା, ସମାଜ ସେବି ବିଘ୍ନ ରାଜ ରଣା, ସମାଜ ସେବୀ ବିପିନ କୁମାର ନାଗ, ବିଦ୍ୟାଳୟର ଖେଳ ଶିକ୍ଷକ ହିମାଂଶୁ ଶେଖର ବିଶ୍ୱାଳ ଫୁଲତୋଡ଼ା ଦେଇ ସମ୍ମାନୀତ କରାଗଲା l ବିଦ୍ୟାଳୟର ମୁଖ୍ୟମନ୍ତ୍ରୀ ପୁରସ୍କାର ପ୍ରାପ୍ତ ଦୁଇ ଜଣ ଶିକ୍ଷକ ରାମ ନାରାୟଣ ଦାଶ ଓ ସୁଦର୍ଶନ ଦାଶଙ୍କୁ ଏହି ଅବସରରେ ସମ୍ବୋର୍ଦ୍ଧିତ କରାଯାଇଥିଲା l 

ଚଳିତ ବର୍ଷ ଉତ୍ତମ ଛାତ୍ରୀ ଭାବରେ ମାମୁନି ପ୍ରଧାନକୁ ସର୍ବ ଶ୍ରେଷ୍ଠ ଛାତ୍ରୀ ପୁରସ୍କାର ଦିଆ ଗଲା l କାର୍ଯ୍ୟକ୍ରମରେ ଡ଼ା. ବିମ୍ବାଧରୀ ମିଶ୍ର, ଶିକ୍ଷୟିତ୍ରୀ ଜୟନ୍ତୀ ସାହୁ, ଅନୁସୟା ରଣା,ଶିକ୍ଷକ ସମୀର ସେଠି, ଶିକ୍ଷକ ଦୀପକ ସେନ ଧରୁଆ, ଶିକ୍ଷୟିତ୍ରୀ ଗାୟତ୍ରୀ ବାରିକ, ଖେଳ ଶିକ୍ଷୟିତ୍ରୀ ଶିବାନୀ ମଲ୍ଲିକ, ଶିକ୍ଷୟିତ୍ରୀ ରେଣୁକା ସାହୁ, ଶିକ୍ଷୟିତ୍ରୀ କାନ୍ତି ଭୋଇ, ଶିକ୍ଷୟିତ୍ରୀ ଦ୍ରୌପଦୀ ଭୋଇ ଉପସ୍ଥିତ ଥିଲେ l କାର୍ଯ୍ୟକ୍ରମକୁ ଶିକ୍ଷକ କୃପାସିନ୍ଧୁ ମିଶ୍ର ପରିଚାଳନା କରିଥିବା ବେଳେ ଶିକ୍ଷକ ଲିଙ୍ଗରାଜ ନନ୍ଦ ଧନ୍ୟବାଦ ଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   13-Aug-2026
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026
  ରାଜ୍ୟ  
ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା   13-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026

You Might Also Like