-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||     

HOME   ଜିଲ୍ଲା

ନୟାଗଡ଼, ଗଣିଆ ବନାଞ୍ଚଳ ଅଧିକାରୀଙ୍କ ଶିକାର ସାଜିଲେ ଚାରିଜଣ ବନ୍ୟଜନ୍ତୁ ଶିକାରୀ

20-Dec-2020



ନୟାଗଡ଼, (ପ୍ରଦୀପ କୁମାର ପଣ୍ଡା)- ଗଣିଆ ବନାଞ୍ଚଳ ଅଧିକାରୀ ସୋନାଲି ସିଓ ଗତକାଲି ବିଳମ୍ବିତ ରାତିରେ ଚାରିଜଣ ବାରହା ଶିକାରୀଙ୍କୁ କାବୁ କରି ଆଜି କୋର୍ଟ ଚାଲାଣ କରିଛନ୍ତି | ସୂଚନା ମୁତାବକ ଗତକାଲି ରାତି ୮ ଘଟିକା ସମୟରେ ମିସ ସିଓ ଖବର ପାଇଥିଲେ ମଧ୍ୟଖଣ୍ଡ ବନଖଣ୍ଡ ଅନ୍ତର୍ଗତ ସିଲିଗାଡି ଜଙ୍ଗଲରେ ବାରହା ଶିକାର ହୋଇଛି | ଗଣିଆ ଠାରୁ ପ୍ରାୟ 50କିଲୋମିଟର ଦୂର ଏହି ଘଟଣା ସ୍ଥଳରେ ରାତି ଦଶଟା ସମୟରେ ପହଂଚି ଚାରିଜଣ ଶିକାରୀ ଙ୍କୁ ବାରହା ମାଂସ ରାନ୍ଧିବା ସମୟରେ କାବୁକରି ନେଇଥିଲେ ବନବିଭାଗ ଟିମ | ଚାରି ଶିକାରୀଙ୍କୁ ଗଣିଆ ବନବିଭାଗ ଅଧିକାରୀଙ୍କ କାର୍ଯ୍ୟାଳୟକୁ ଆଣି ଜେରା କଲାପରେ ସେ ବାରହା ଶିକାର କରି ମାଂସ ବିକ୍ରି କରିବାପରେ ବାକି ମାଂସ ନିଜେ ଖାଇବା ପାଇଁ ରାନ୍ଧୁ ଥିଲେ ବୋଲି କହିଛନ୍ତି | ପ୍ରକାଶ ଥାଉକି ସୋନାଲି ସିଓ ୩ ଜଣ ଗାର୍ଡ ଏବଂ ଜଣେ ଫରେଷ୍ଟର ଙ୍କୁ ନେଇ ସିଲିଗାଡି  ପଂହଁଚିବା ପରେ ସେଠାରୁ ସେ 3କିଲୋ ବାରହା ମାଂସ ସହିତ କଡେଇ, ଚଟୁ, କଟୁରୀ, ତାର ଏବଂ ବାଉଁଶ କାଠି ଜବତ କରିବା ସହିତ  କାହ୍ନୁ ବେହେରା, ପ୍ରଦୀପ ଘଣ୍ଟ, ପ୍ରକାଶ ବେହେରା ଏବଂ ସୁଶାନ୍ତ ନାୟକଙ୍କୁ ଗଣିଆ ଆଣିଥିଲେ | ଆଜି ସେମାନଙ୍କ ଡାକ୍ତରୀ ପରୀକ୍ଷା ପରେ ଦଶପଲ୍ଲା କୋର୍ଟ କୁ ଚାଲାଣ କରିଛନ୍ତି | 


News Comment




Photo in News

Advertisment
Lastest News
  ରାଜ୍ୟ  
ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା   13-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026

You Might Also Like