-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||     

HOME   ଜିଲ୍ଲା

୧୦ ହଜାର ବର୍ଷର କ୍ୟାଲେଣ୍ଡର ଉନ୍ମଚିତ ହେଲା "ନୂଆ- ଓ" ସମନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମ ର ଉଦଯାପନି ଉତ୍ସବରେ

09-Feb-2024



ନବରଙ୍ଗପୁର(ମିହିର ଶଙ୍କର ପାତ୍ର,) ଡାବୁଗାଁ ବ୍ଳକ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ନୂଆ ଓ- ଯୁବ ବିକାଶ  କାର୍ଯ୍ୟକ୍ରମ ର ଉଦଯାପନି ଉତ୍ସବ ଶୁକ୍ରବାର ପାଳନ ହୋଇଯାଇଛି। ଏହି ଅବସରରେ ଅଧ୍ୟାପକ ରମେଶ ଚନ୍ଦ୍ର ନାହକଙ୍କ ଦ୍ୱାରା ପ୍ରସ୍ତୁତି ହୋଇଥିବା ୧୦ହଜାର ବର୍ଷର କ୍ୟାଲେଣ୍ଡ ଉନ୍ମଚିତ ହେଲା। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି  ଭାବେ ଡାବୁଗାଁ ବ୍ଲକ ଅଧ୍ୟକ୍ଷା ବୀଣା ମାଝୀ, ମୁଖ୍ୟ ବକ୍ତା ନବରଙ୍ଗପୁର ମହାବିଦ୍ୟାଳୟ ଅଧ୍ୟାପକ ବିଜୟ କୁମାର ମିଶ୍ର , ସମ୍ମାନିତ ଅତିଥି ଜୋନ -୧ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଗୁପ୍ତ ବିଶୋଇ, ବିଧାୟକ ପ୍ରତିନିଧି ଏମ ବୁଲୁ ରାଓ, ଏମପି ପ୍ରତିନିଧି ଏମ ଅପ୍ପା ରାଓ, ବ୍ଲକ ବିଜେଡି ସଭାପତି ସୁରେନ୍ଦ୍ର କୁମାର ମିଶ୍ର, ବିଡ଼ିଓ ଶରତ ମାଝୀ, ଏବିଡ଼ିଓ ପଦ୍ମନାଭ ତ୍ରିପାଠୀ ଯୋଗ ଦେଇ ଛାତ୍ର ଛାତ୍ରୀ ମାନଙ୍କୁ ଆଗକୁ ବଢିବା ପାଇଁ ଉଦବୋଧନ ଦେଇଥିଲେ | ଏହି କାର୍ଯ୍ୟକ୍ରମ କୁ ଅଧ୍ୟାପକ ରମେଶ ଚନ୍ଦ୍ର ନାହକ ଅତିଥି ପରିଚୟ ପ୍ରଦାନ କରିବା ସହ ମଞ୍ଚ ପରିଚାଳନା କରିଥିଲେ |ପରେ ଛାତ୍ରୀ ଛାତ୍ର ମାନଙ୍କ ମଧ୍ୟରେ ଅନୁଷ୍ଠିତ   କ୍ରିକେଟ ଖେଳ, ଦୌଡ, ଭଲିବଲ , ଫୁଟବଲ , କବାଡି, ମ୍ୟିଯିକ ଚ୍ୟାର, ଖୋଖୋ, ସଟଫୁଟ, ଡିସ୍କ ଥ୍ରୋ , ଲମ୍ବଡିଆଁ, ଉଚ୍ଚ ଡିଆଁ ପ୍ରମୁଖ ଖେଳ କୁ ଅଧ୍ୟାପକ ଶିବପ୍ରସାଦ ସାହୁ ପରିଚାଲାଣ କରିଥିଲେ।  ସାଂସ୍କୃତିକ କାର୍ଯ୍ୟକ୍ରମ ମଧ୍ୟ ଅନୁଷ୍ଠିତ ହୋଇଥିଲା।  ପ୍ରତିଯୋଗୀତାରେ କୃତକାର୍ଯ୍ୟ ହୋଇଥିବା ୧ମ, ୨ୟ ଓ ୩ୟ ସ୍ଥାନ ଅଧିକାର କରିଥିବା  କୃତୀ ଛାତ୍ରୀ ଛାତ୍ର ମାନଙ୍କୁ ପୁରସ୍କାର ବିତରଣ କରାଯାଇଥିଲା l  ଉର୍ମିଳା ବ୍ରହ୍ମା, ଇତିହାସ ବିଭାଗ ମୁଖ୍ୟ ଅଧ୍ୟାପିକା ପୁଷ୍ପାଞ୍ଜଳି ସାହୁ ଓ ଓଡିଆ ବିଭାଗ ମୁଖ୍ୟ ଅଧ୍ୟାପିକା ଚନ୍ଦନା ପଣ୍ଡା ପ୍ରମୁଖ ଦାୟିତ୍ଵ ତୁଲାଇଥିଲେ  |  ଏଥିରେ ସାହିତ୍ୟ କାର୍ଯ୍ୟକ୍ରମ ମୁଖ୍ୟ ଅଧ୍ୟାପକ ସରୋଜ କୁମାର ବୋଡ଼କିଆ, ଅଧ୍ୟାପିକା ପ୍ରତୀକ୍ଷା ପ୍ରିୟଦର୍ଶନୀ ସ୍ଵାଇଁ ଓ ବିଦ୍ୟାଳୟର ସମସ୍ତ ଛାତ୍ରୀଛାତ୍ର ମାନେ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026
  ରାଜ୍ୟ  
ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା   13-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026

You Might Also Like