-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||     

HOME   ଜିଲ୍ଲା

ବେହେରାପଡା ଠାରେ ବୌଦ୍ଧ ପୋଲିସର ଜନମୈତ୍ରୀ କାର୍ଯ୍ୟକ୍ରମ

09-Feb-2024



କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ):  କଣ୍ଟାମାଳ ବ୍ଲକ କଣ୍ଟାମାଳ ଥାନା ଅନ୍ତର୍ଗତ ଲମ୍ବସରୀ ପଞ୍ଚାୟତର ବେହେରାପଡା ଠାରେ ବୌଦ୍ଧ ଜିଲା ପୋଲିସ ପକ୍ଷରୁ ଶୁକ୍ରବାର ଦିନ ୧୧ଟା ସମୟରେ ଏକ ଜନମୈତ୍ରୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ସାଧାରଣ ଲୋକଙ୍କ ମଧ୍ୟରେ ମାଓବାଦୀଙ୍କ ଅସାମାଜିକ, ଅସାମ୍ବିଧାନିକ କାର୍ଯ୍ୟ ନେଇ ସଚେତନ କରାଯିବା ଉଦ୍ଦେଶ୍ୟରେ ଜନମୈତ୍ରୀ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା l

କାର୍ଯ୍ୟକ୍ରମରେ ବୌଦ୍ଧ ଉପଖଣ୍ଡ ଆରକ୍ଷୀ ଅଧିକାରୀ କୈଳାସ ଚନ୍ଦ୍ର ସେଠି, ସ୍ଥାନୀୟ ସରପଞ୍ଚ ଶ୍ରୀମତୀ ଭଗବତୀ ସେଠି ,କଣ୍ଟାମାଳ ଥାନା ଅଧିକାରୀ ଗୋପୀନାଥ ପ୍ରଧାନ, ବୌଦ୍ଧ ରିଜର୍ଭ ଇନ୍ସପେକ୍ଟର କୁଳମଣି ଗିରି ପ୍ରମୁଖ ଯୋଗଦେଇ ମାଓବାଦୀଙ୍କ କାର୍ଯ୍ୟକଳାପ ନେଇ ଭୟଭୀତ ନହେବାକୁ ଲୋକଙ୍କୁ ପରାମର୍ଶ ଦେଇଥିଲେ l ଏହାସହ ମାଓବାଦୀଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ କରିବା ପାଇଁ ରହିଥିବା ସରକାରୀ ପୁନର୍ବାସ ଓ ଥଇଥାନ ଯୋଜନା ସମ୍ପର୍କରେ ଲୋକଙ୍କୁ ବୁଝାଇବା ସହିତ ମାଓବାଦୀ ବିଚାରଧାରାର ଯୁବକ ଯୁବତୀ ଆତ୍ମସମର୍ପଣ କଲେ ୪ଡ଼ିସିମିଲ ଘରଡ଼ିହ, ଆବାସ ଗୃହ ସହିତ ପାଠପଢା ଖର୍ଚ୍ଚ, ବିବାହ ଆଦି ବିଭିନ୍ନ ସରକାରୀ ସହାୟତାର ବନ୍ଦୋବସ୍ତ କରାଯିବ ବୋଲି କହିବା ସହ ହିଂସା ଆଚରଣ ଛାଡି ସମାଜର ମୁଖ୍ୟ ଧାରାରେ ସାମିଲ ହେବାକୁ ଶ୍ରୀ ସେଠି ଆହ୍ୱାନ ଜଣାଇଥିଲେ  l ସେହିପରି ସ୍ଥାନୀୟ ଅଂଚଳ ର

ସ୍କୁଲ ଛାତ୍ରଛାତ୍ରୀ ମାନଙ୍କୁ ସ୍କୁଲ ବ୍ୟାଗ ଓ ପାଠ୍ୟ ଉପକରଣ ଏବଂ ଅସହାୟଙ୍କୁ ଔଷଧ ଓ ବିଭିନ୍ନ ସହାୟତା ଉପକରଣ ବଣ୍ଟନ କରାଯାଇଥିଲା  l   ସ୍ଥାନୀୟ ଯୁବାବର୍ଗଙ୍କ ମଧ୍ୟରେ ବିଭିନ୍ନ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା  l  ଶିବିର ଆୟୋଜନ ରେ କଣ୍ଟାମାଳ ଥାନାଧିକାରୀ ଶ୍ରୀ ଗୋପୀନାଥ ପ୍ରଧାନ ଙ୍କ ସମେତ ସମସ୍ତ ଥାନା କର୍ମଚାରୀମାନେ ସହଯୋଗ କରିଥିଲେ  l


News Comment




Photo in News

Advertisment
Lastest News
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026
  ରାଜ୍ୟ  
ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା   13-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026

You Might Also Like