-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||     

HOME   ଜିଲ୍ଲା

ବରଗାଁ ପଞ୍ଚାୟତରେ ଆମଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଅନୁଷ୍ଠିତ

09-Feb-2024



କଣ୍ଟାମାଲ(ଜୟ କୁମାର ମହାରଣା ): ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଳକ ବରଗାଁ ପଞ୍ଚାୟତ ତରଫରୁ ହାଇସ୍କୁଲର ଖେଳ ପଡ଼ିଆରେ ଆମଓଡ଼ିଶା, ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏକ ରଙ୍ଗାରଙ୍ଗ ସାଂସ୍କୃତିକ ମଞ୍ଚରେ ବରଗାଁ ଗ୍ରା.ପ.ର କାର୍ଯ୍ୟନିର୍ବାହୀ ଅଧିକାରୀ ଭୂଲେଶ୍ଵର ନାଗଙ୍କ ସଭାପତିତ୍ଵରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥିଭାବେ  ସରପଞ୍ଚ ରଶ୍ମିତା ରଣା ଯୋଗଦେଇ ଓଡିଶା ସରକାରଙ୍କ ଏଭଳି ଆନୁଷ୍ଠାନିକ କାର୍ଯ୍ୟକ୍ରମକୁ ବହୁ ପ୍ରଶଂସା କରିଥିଲେ। ସେହିପରି ସମ୍ମାନୀତ ଅତିଥି ଭାବେ ସ୍ଥାନୀୟ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ସହକାରୀ ଶିକ୍ଷୟତ୍ରୀ ମଞ୍ଜୁଳା ଏକ୍କା, ଡବ୍ଲୁଇଓ ଜ୍ୟୋତି ରଂଜନ ବେହେରା ମଧ୍ୟ ଏପରି ଏକ ମଞ୍ଚରେ ସ୍ଥାନୀୟ ଛାତ୍ରଛାତ୍ରୀଙ୍କ କଳାର ବିକାଶ ପାଇଁଁ ଅଭିନବ ଉପାୟରେ ଓଡ଼ିଶା ସରକାର ଉତ୍ସାହିତ କରୁଥିବାରୁ ଓଡ଼ିଶା ସରକାରଙ୍କୁ ଧନ୍ୟବାଦ ଦେଇଥିଲେ।ପରେ ବଡ଼ଛପାପାଲିର ମହିଳା ସଂକିର୍ତ୍ତନ୍ୟମଣ୍ଡଳୀ ଓ କଣ୍ଟାମାଳର ପ୍ରଗତି ଅନୁଷ୍ଠାନର ଦୁଲଦୁଲିରେ ଓଡ଼ିଶା

ସରକାରଙ୍କ ଜନହିତକାରୀ ଯୋଜନା ଉପରେ କଳାକାରମାନେ ପରିବେଷଣ କରିଥିଲେ ଏବଂ ବିଦ୍ୟାଳୟମାନଙ୍କ ଛାତ୍ରଛାତ୍ରୀଙ୍କ ନୃତ୍ୟଗୀତରେ ମଞ୍ଚ ଦୁଲୁକିଥିଲା। ଶେଷରେ ଅତିଥିଙ୍କ ଦ୍ଵାରା ମଞ୍ଚସ୍ଥ କଳାକାରଙ୍କୁ ପ୍ରମାଣ ପତ୍ର ପ୍ରଦାନ କରାଯାଇଥିଲା। ସାମାଜିକ, ଭାଷା, ସଂସ୍କାର, ପରିବେଶ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁସାମ୍ବାଦିକ ପ୍ରଭାତ କୁମାର ସାହୁ, ବଂଶୀଧର ମାଝୀ,ବଳରାମ ବାଘ ଓ ବାସୁଦେବ ଷାଣ୍ଢଙ୍କୁ ସମ୍ମାନୀତ କରାଯାଇଥିଲା। ଜିଆରଏସ ପ୍ରେମାନନ୍ଦ ସାହୁ ଅତିଥି ପରିଚୟ, ମଞ୍ଚ ପରିଚାଳନା ସହିତ ଧନ୍ୟବାଦ ଦେଇଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା   13-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026

You Might Also Like