-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||     

HOME   ଜିଲ୍ଲା

୧୦ରେ ଜାତୀୟ କୃମିନାଶକ ଦିବସ, ୧୭ରେ ମୋପ ଅପ୍

09-Feb-2024



(ମନୋରଞ୍ଜନ ତ୍ରିପାଠୀ)
କୃମିନାଶକ ଔଷଧ ଖାଇବେ ୧ରୁ ୨୪ ବର୍ଷର ୧୬୭୪୨୮ ହିତାଧିକାରୀ
କୃମି ଆକ୍ରାନ୍ତ ବ୍ୟକ୍ତି ଅପପୁଷ୍ଟି ଓ ରକ୍ତହୀନତା ସମେତ ବିଭିନ୍ନ ସ୍ୱାସ୍ଥ୍ୟଗତ ସମସ୍ୟାର ସମ୍ମୁଖୀନ ହୋଇଥାନ୍ତି । ବିଶେଷ କରି ଶିଶୁମାନଙ୍କ ଶାରିରୀକ ଓ ମାନସିକ ଅବିବୃଦ୍ଧି ସଠିକ ଭାବେ ହୁଏ ନାହିଁ । ତେଣୁ କୃମିନାଶକ ଔଷଧ ସେବନ ପୂର୍ବକ ଏହି ସଂକ୍ରମଣକୁ ପ୍ରତିହତ କରିବା ନିହାତି ଆବଶ୍ୟକ ବୋଲି ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ବିଶ୍ବରଂଜନ ପତି ଉଲ୍ଲେଖ କରିଛନ୍ତି । ଆସନ୍ତା ୧୦ ଫେବୃୟାରୀ ୨୦୨୪  ତାରିଖ ଦିନ ଜାତୀୟ ସ୍ତରରେ କୃମିନାଶକ ଦିବସ ପାଳନ କରାଯିବ | ଏହି କାର୍ଯ୍ୟକ୍ରମରେ ସୁବର୍ଣ୍ଣପୁର ଜିଲ୍ଲାର ୧୬୭୪୨୮  ହିତାଧିକାରୀ ଆଲବେଣ୍ଡାଜୋଲ ଔଷଧ ଖାଇବେ | ଏହାମଧ୍ୟରୁ ୧୫୪୧୪୬  ଶିଶୁ ଓ କିଶୋର (୧ - ୧୯ ବର୍ଷ ) ଏବଂ ୧୩୨୮୨ ଜଣ ପ୍ରଜନନକ୍ଷମ ବୟସର ମହିଳା (୨୦ - ୨୪ ବର୍ଷ ) ଅଛନ୍ତି | ପ୍ରଜନନକ୍ଷମ ବୟସର ମହିଳାଙ୍କ ମଧ୍ୟରେ ଥିବା ଗର୍ଭବତୀ ଓ ପ୍ରସୂତି ମାନେ ଏହି ଔଷଧ ଖାଇବେ ନାହିଁ | ଜିଲ୍ଲାର ୨୦୧୯ ଟି ସରକାରୀ ଓ ବେସରକାରୀ ସ୍କୁଲ, ୧୫୦୨ ଟି ଅଙ୍ଗନବାଡ଼ି କେନ୍ଦ୍ରରେ ଏହି ଔଷଧ ମାଗଣାରେ ଦେବାପାଇଁ ବ୍ୟବସ୍ଥା କରାଯାଇଅଛି | ଏଥିପାଇଁ ୯୧ ଜଣ ମହିଳା ସ୍ୱାସ୍ଥ୍ୟ କର୍ମୀ, ୫୩୩ ଜଣ ଆଶାକର୍ମୀ ତଥା ୧୫୧୦ ଜଣ ଅଙ୍ଗନବାଡ଼ି କର୍ମୀ  ନିୟୋଜିତ ରହିବେ | ଏହି ଔଷଧ ସମ୍ପୂର୍ଣ ନିରାପଦ ଅଟେ ତେଣୁ ନିର୍ଦ୍ଧିଷ୍ଟ ବୟସ ବର୍ଗର ସମସ୍ତ ହିତାଧିକାରୀ ଏହି ଔଷଧ ସେବନ କରିବାକୁ ଜିଲ୍ଲା ସ୍ବାସ୍ଥ୍ୟ ସମିତି ତରଫରୁ ଅନୁରୋଧ କରାଯାଇଛି।  ଆଜି ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ  ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ( ପରିବାର କଲ୍ୟାଣ) ଡ଼ାକ୍ତର ଦୈତ୍ୟ ନାରାୟଣ ପାଢ଼ୀ, ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ଡ଼ାକ୍ତର ମନୋଜ କୁମାର ଅଦାବର, ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ (ରୋଗ ନିୟନ୍ତ୍ରଣ) ଡାକ୍ତର ରମେଶ ଚନ୍ଦ୍ର ସ୍ୱାଇଁ , ସହକାରୀ ଜିଲ୍ଲା ଜନସ୍ଵାସ୍ଥ୍ୟ ଯୋଗାଯୋଗ ଅଧିକାରୀ ବୃନ୍ଦାବନ ସାହୁ, ଡିପିଏମ୍ ଏନଏଚଏମ ବିଶ୍ଵମ୍ବର ବେହେରା, ଜନସ୍ଵାସ୍ଥ୍ୟ ସଂପ୍ରସାରଣ ଅଧିକାରୀ ପ୍ରଦ୍ୟୁମ୍ନ କୁମାର ସାହୁ ପ୍ରମୁଖ ମଂଚ଼ାସୀନ ଥିଲେ। ଡିଏମ୍ଆରସିଏଚ ସୁଧାଂଶୁ ନାୟକ ସାମ୍ବାଦିକ ସମ୍ମିଳନୀ ଆୟୋଜନରେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026

You Might Also Like