-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||     

HOME   ଜିଲ୍ଲା

ଆସନ୍ତା ୧୨ ତାରିଖରେ ସୁବର୍ଣ୍ଣପୁରରେ ହେବ ବିଶାଳ ଚାଷୀ ସମାବେଶ

09-Feb-2024



ସୋନପୁର(ମନୋରଞ୍ଜନ ତ୍ରିପାଠୀ): କଥାରେ ଅଛି ଯେଉଁଠି ଚାଷ ସମୃଦ୍ଧ ହୁଏ ସେଇ ରାଜ୍ଯ ଓ ଦେଶ ବି ସମୃଦ୍ଧ ହୋଇଥାଏ l ଚାଷୀ ହସିଲେ ଗାଁ ହସେ ଦେଶ ହସେ l କିନ୍ତୁ ଏ ସବୁ ର ପୁରା ବ୍ୟତିକ୍ରମ ଦେଖିବକୁ ମିଳିଛି ଆମ ଓଡ଼ିଶା ରାଜ୍ୟରେ l ଆମ ଦେଶ ୭୫ତମ ସ୍ଵାଧୀନତା ପରେ ଓ ମହା ସମାରୋହରେ  ଅମୃତ ମହୋତ୍ସବ  ପାଳନ କଲା ପରେ ବି ଓଡ଼ିଶା ରାଜ୍ୟରେ ସବୁ ସରକାରଙ୍କ ଅତ୍ୟାଚାରରେ ଏ ରାଜ୍ୟର  ଚାଷୀ ଅତିଷ୍ଠ ହୋଇ ପଡିଛନ୍ତି l ଆଉ ଯେଉଁ ପଶ୍ଚିମ ଓଡ଼ିଶାକୁ ରାଜ୍ୟର ଭାତ ହାଣ୍ଡି ବୋଲି ଆମ ଅଞ୍ଚଳର ଲୋକ ପ୍ରତିନିଧି ମାନେ ଭାଷଣ ରେ ଡିଣ୍ଡିମି ପିଟୁଛନ୍ତି l ଏଠିକାର ଚାଷୀଙ୍କ ଦୁଃଖ ଦୁର୍ଦ୍ଦଶା ଦେଖିଲେ ସାରା ଦେଶ ହସିବ l ଦୀର୍ଘ ୪୦ /୫୦ ବର୍ଷ ଯାଏ ଚାଷୀ ମାନେ ରାଜ୍ୟରେ ନିଜର ହକ୍ ପାଇଁ ଲଢେଇ କରି ନୟାନ୍ତ ହୋଇ ପଡିଲେଣି l ତେଣୁ ଚାଷୀ ଆଜି ସଂକଳ୍ପ ନେଇଛି ଚାଷୀ ମାରଣ ନୀତି ଆପଣେଇ ଥିବା ସରକାର୍ ବିରୁଦ୍ଧରେ ଶାଣିତ ସ୍ୱର ଉତ୍ତୋଳନ କରିବ ଏଵଂ ନିଜର ନ୍ୟାର୍ଯ୍ୟ ଦାବୀ ହାସଲ ହେବା ପର୍ଯ୍ୟନ୍ତ ସହିଦ୍ ହେବ ପଛେ କିନ୍ତୁ ଆନ୍ଦୋଳନରୁ ନ ହଟିବାକୁ ଦୃଢ଼ ପ୍ରତିଜ୍ଞା କରିଛନ୍ତି l ଜିଲ୍ଲାର ଅଗଣିତ ଚାଷୀ ଆସନ୍ତା ୧୨ ତାରିଖରେ ସୋନପୁର ରୟାଲ ପଡ଼ିଆ ଠାରେ ଏକତ୍ରିତ ହୋଇ ଏକ  ବିଶାଳ ଚାଷୀ ସମାବେଶ କରିବେ l ଏକ ଶୋଭାଯାତ୍ରାରେ ଜିଲ୍ଲାପାଳଙ୍କ ଜରିଆରେ ମହାମହିମ ରାଜ୍ୟପାଳଙ୍କୁ ୧୧ ଦଫା ଦାବୀ ନେଇ ଏକ ସ୍ମାରକ ପତ୍ର ପ୍ରଦାନ କରିବେ ବୋଲି ଆଜି ସାନ୍ଧ୍ୟlରେ ଏକ ସାମ୍ୱାଦିକ ସମ୍ମିଳନୀରେ ଚାଷୀନେତା ପଦ୍ମ ଲୋଚନ ମିଶ୍ର, ପ୍ରଦୀପ ପୁରୋହିତ ଓ ମିତ୍ରବ୍ରତ ମିଶ୍ର ପ୍ରକାଶ କରିଛନ୍ତି l ଅନ୍ୟ ରାଜ୍ୟ ପରି ଚାଷୀଙ୍କୁ  ୯୧୭ ଟଙ୍କା ବୋନସ, ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ୩୫୦୦ ଟଙ୍କାକୁ ବୃଦ୍ଧି, ଚାଷୀଙ୍କ ଋଣ ଓ ବିଦ୍ୟୁତ୍ ଶୁଳ୍କ ଛାଡ଼ ସହିତ ଧାନର ଟୋକନ ବ୍ୟବସ୍ଥା ଉଚ୍ଛେଦ, ସବୁଠି ଚାଷୀଙ୍କୁ ଉଚିତ୍ ସମ୍ମାନ ପ୍ରଦାନ  ପ୍ରମୁଖ ୧୧ ଗୋଟି ଦାବୀ ଏଥିରେ ଉଲ୍ଲେଖ ଅଛି l ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଲା କୃଷକ ସଂଘ ସଭlପତି ବୈକୁଣ୍ଠ ଶତପଥୀ, ସମ୍ପାଦକ ଚିତ୍ତ ରଂଜନ ଗର୍ତିଆ, ଚାଷୀ ନେତା ନରୋତ୍ତମ ପଧାନ, ନରେନ୍ଦ୍ର ଆଚାର୍ଯ୍ୟ, ବିଶେଶ୍ୱର ପାଣିଗ୍ରାହୀ, ମାଗୁଣି ସାହୁ, ତିରୁପତି ପଣ୍ଡା, ଭୋଳl ବର୍ମା ପ୍ରମୁଖ ଆଜିର ସମ୍ମିଳନୀରେ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026

You Might Also Like