-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||     

HOME   ଜିଲ୍ଲା

ପଣ୍ଡ୍ରିଜୋର ଗ୍ରାମ ପଞ୍ଚାୟତ ଠାରେ ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ

09-Feb-2024



ପାଟଣାଗଡ଼(ପୂର୍ଣ ଶଶୀ ଶେଖର ରାଓ ): ସାରା ରାଜ୍ୟରେ ମୋ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଚାଲିଥିବା ବେଳେ ୭ ତାରିଖ ରୁ ବଲାଙ୍ଗିର ଜିଲ୍ଲା ବେଲପଡା ବ୍ଲକ ରେ ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆଜି ସଲଣ୍ଡି ରେ ଚାଲିଥିବା ବେଳେ ପଣ୍ଡ୍ରିଜୋର ପଞ୍ଚାୟତ ପଣ୍ଡ୍ରିଜୋର ରୁ କର୍ଲାବାହାଲି ରାସ୍ତା ମଧ୍ୟ ସ୍ଥଳୀ ଖେଳପଡିଆ ଠାରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏଥିରେ ମୁଖ୍ୟ ଅତିଥି ଭାବେ ବେଲପଡା ବ୍ଳକ ଅଧ୍ୟକ୍ଷା କୁମାରୀ ଟିନା କୁମ୍ଭାର, ସମ୍ମାନୀତ

ଅତିଥି ଭାବେ ଉପାଧ୍ୟକ୍ଷ ଦୁର୍ଯ୍ୟୋଧନ କୁମ୍ଭାର, ନୋଡାଲ ଅଫିସର୍ ପାଣ୍ଡବ ମଲ୍ଳିକ, ସରପଞ୍ଚ ଶୁଶିଲା ମେହେର, ସମିତି ସଭ୍ୟ ଶକ୍ତି ବନଛୋର,ପିଇଓ ସୁଧୀର ମେହେର ମଞ୍ଚାସୀନ ଥିଲେ। ପ୍ରଥମେ ଦୀପ ପ୍ରଜ୍ବଳନ କରି କାର୍ଯ୍ୟ ର ଶୁଭାରମ୍ଭ କରାଯାଇଥିବା ବେଳେ ପାଲା ମାଧ୍ୟମରେ ନବୀନ ପଟ୍ଟନାୟକଙ୍କ ବିକାଶ ଉପରେ ବୁଝାଯାଇଥିଲା। ଅଞ୍ଚଳର କୁନି କୁନି ଝିଅ ମାନଙ୍କ ଦ୍ବାରା ନୃତ୍ୟ ପରିବେଷଣ କରାଯାଇଥିଲା।ପରେ ଅତିଥି ମାନେ ରାଜ୍ୟ ସରକାରଙ୍କ ଲୋକାଭିମୁଖୀ ଯୋଜନା ବିଷୟରେ ଲୋକମାନଙ୍କୁ ସଚେତନ କରାଇଥିଲେ। ସରକାରୀ ଯୋଜନା ରେ ପଣ୍ଡ୍ରିଜୋର ପଞ୍ଚାୟତ କିଏ କିଏ ଉପକୃତ ହୋଇସାରିଛନ୍ତି ସେମାନଙ୍କ ଉଦାହରଣ ଦିଆଯାଇଛି। ତନ୍ମୟ ମଧ୍ୟରେ ଦୁର୍ଯ୍ୟୋଧନ ବଗର୍ତ୍ତି ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ରେ ଲାଭ ଉଠାଇଥିବା ବେଳେ ପଣ୍ଡ୍ରିଜୋର ପଞ୍ଚାୟତ ମୁଣ୍ଡାପଲା ଗ୍ରାମ ର ଗୋଲାପୀ ଦୀପ କାଳିଆ ଯୋଜନାର ଲାଭ ଉଠାଇଛନ୍ତି। ପଣ୍ଡ୍ରିଜୋର ପଞ୍ଚାୟତ ରେ ଅନେକ ଦିନରୁ ଉଚ୍ଚ ବିଦ୍ୟାଳୟ ପାଇଁ ଦାବି ହେଉଥିବାବେଳେ  ସରପଞ୍ଚ ଶୁଶିଲା ମେହେର ଓ ସମିତି ସଭ୍ୟ ଶକ୍ତି ବନଛୋରଙ୍କ ପ୍ରଚେଷ୍ଟାରେ ପଣ୍ଡ୍ରିଜୋର ଠାରେ ଏକ ହାଇସ୍କୁଲ ନିର୍ମାଣ କରାଯାଇଛି।କେନ୍ଦ୍ର ଅର୍ଥ ମିଶନ ପାଣ୍ଠିରୁ ଏକ ଗୋଷ୍ଠୀ ଶୌଚାଳୟ ନିର୍ମାଣ କରାଯାଇଛି। ଉଦ୍ୟାନ କୃଷି ବିଭାଗ ପାଣ୍ଠିରୁ ପଣ୍ଡ୍ରିଜୋର ରେ ପିଜୁଳି ଚାଷ, ମନରେଗା ଯୋଜନାରେ ପୋଖରୀ ଖନନ,୫ ଲକ୍ଷ ଟଙ୍କା ବିନିମୟ ରେ ବିଛୁବାହାଲି ପଣ୍ଡ୍ରିଜୋର ପୋଲ ନିର୍ମାଣ। ବିଛୁବାହାଲି ବିଦ୍ୟାଳୟ ରେ ନୂତନ ଶ୍ରେଣୀ ଗୃହ

ନିର୍ମାଣ,୫ ଲକ୍ଷ ଟଙ୍କା ବିନିଯୋଗରେ ପଣ୍ଡ୍ରିଜୋର ଅଙ୍ଗନୱାଡ଼ି କେନ୍ଦ୍ର ନିର୍ମାଣ, ପଞ୍ଚାୟତ ମିଶନ ଶକ୍ତି ଗୃହ ନିର୍ମାଣ, ବିଛୁବାହାଲି କଂକ୍ରିଟ ରାସ୍ତା ନିର୍ମାଣ, ଗ୍ରାମପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଗେଟ୍ ନିର୍ମାଣ କରାଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ନୋଡାଲ ଅଫିସର୍ ପାଣ୍ଡବ ମଲ୍ଳିକ ମଞ୍ଚ ପରିଚାଳନା କରିଥିବା ବେଳେ ଅଞ୍ଚଳର ସମସ୍ତ ମିଶନ ଶକ୍ତି ମହିଳା ମାନେ, ଅନେକ ଗୁଡ଼ିଏ ପ୍ରଶାସନିକ ଅଧିକାରୀ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026

You Might Also Like