-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||     

HOME   ଜିଲ୍ଲା

ବୌଦ୍ଧ ଆଇଆରବି କୁ ହରାଇ କଣ୍ଟାବାଞ୍ଜି କୋଷ୍ଟାଲ ୧୧ ସେମି ଫାଇନାଳରେ

10-Feb-2024



ବଲାଙ୍ଗିର(ପ୍ରେରଣା ଖବର ): ସ୍ଥାନୀୟ ପୃଥ୍ୱୀରାଜ ହାଇସ୍କୁଲ ଖେଳ ପଡିଆରେ ବଲାଙ୍ଗିର ଫ୍ରେଣ୍ଡ କ୍ଲବ ପକ୍ଷରୁ ରାଜ୍ୟସ୍ତରୀୟ ଫୁଟବଲ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଗୁରୁବାର ଆୟୋଜିତ ପ୍ରତିଯୋଗିତାର ଚତୁର୍ଥ ଦିବସରେ କ୍ଲବର ସଭାପତି ଲୋଟସ ଷଡ଼ଙ୍ଗୀଙ୍କ ସଭାପତିତ୍ୱରେ  ମୁଖ୍ୟ ଅତିଥି  ଭାବରେ  ଜିଲ୍ଲାପରିଷଦ ଅଧକ୍ଷା ଦେବକୀ ସାହୁ,ସମ୍ମାନିତ ଅତିଥି ଭାବରେ ସଦର ବ୍ଲକ ଅଧକ୍ଷା ସରିତା ବାଗ, ଜିଲ୍ଲା କ୍ରୀଡା ଅଧିକାରୀ ପାରେସର ବାଗ, ସମାଜସେବୀକା ଆଇନଜୀବୀ ମିନାକ୍ଷୀ ପୁରୋହିତ  ଓ କ୍ଲବ ର ସଧାରଣ ସମ୍ପାଦକ ଜଗନ୍ନାଥ ମିଶ୍ର  ଏବଂ କୋଷାଧକ୍ଷ ରଂଜିତ ବେହେରା ମଂଚାସିନ ଥିଲେ । ଦେବାଶିଷ ବାଗ, ସଂଜୀବ ମହାରଣା, ସୁଦର୍ଶନ ସେଠ ଓ ସୁଶାନ୍ତ ନାଗ ଖେଳକୁ ପରିଚାଳନା କରିଥବା ବେଳେ ମ୍ୟାଚ କମିସନର ଭାବରେ ଶୁନିଲ ଚନ୍ଦ୍ର ବିଶ୍ୱାଲ ରହିଥିଲେ । ଆଜିର ଏହି ଚତୁର୍ଥ ଦିନର ଖେଳରେ ବୌଦ୍ଧ ଆଇଆରବି ଏବଂ କୋଷ୍ଟାଲ ୧୧ କଣ୍ଟାବାଞ୍ଜି ମଧ୍ୟରେ ହୋଇଥିଲା ।  ସଂଘର୍ଷପୁଣ୍ଣ ଏହି ଖେଳରେ କଣ୍ଟାବାଞ୍ଜି ଦଳ ୧-୦  ଗୋଲ ରେ ବୌଦ୍ଧକୁ ହରାଇ ବିଜୟ ହାସଲ କରିଥିଲା। ଚତୁର୍ଥ ଦିନରେ ବଲାଙ୍ଗିର ବିଶିଷ୍ଠ କ୍ରିଡାବିତ କପିଳେଶ୍ୱର ପାଣିଗ୍ରାହୀ, ଗରୁଡ଼ଧ୍ୱଜ ସାଏ ଓ ପ୍ରଦୀପ ମହାରଣାଙ୍କୁ ଅତିଥିମାନଙ୍କ ଦ୍ୱାରା ସମ୍ମର୍ଦ୍ଧନା କରାଯାଇଥିଲା l ଏନଏସ ନାଇଡ଼ୁ, ବୈକୁଣ୍ଠ ଜେନା, ବୁଦ୍ଧିରାଜ ବିଶ୍ୱାଳ, ଖୀତେସ୍ୱର ବିଶ୍ୱାଳ, ରାଜେନ୍ଦ୍ର ଧାରୁଆ, ରାଜକୁମାର ପାଣିଗ୍ରାହୀ,ସନ୍ତୋଷ କୁମାର ପାଢ଼ୀ,ଜିତୁ ଦଳାଇ ,ଜୟ ନାରାୟଣ ବହିଦାର, ପବିତ୍ର ଖୁଣ୍ଟିଆ, ମଧୁ ବନଛୋର, ଲକ୍ଷ୍ମୀ ସ୍ୱାଇଁ, କିଶୋର ଦଣ୍ଡସେନା, ସୋମନାଥ ମିଶ୍ର, ଗୋବିନ୍ଦ

ଶତପଥୀ, ସାଞ୍ଜୀବ ସାହୁ, ମନୋଜ କୁମାର ମିଶ୍ର, ଧର୍ମେନ୍ଦ୍ର କୁମ୍ଭାର,ପୃଥୀରାଜ ବରାଡ, ରାମ ନାଏକ, ସୋନୁ ପଟ୍ଟନାୟକ, ପୂର୍ଣ୍ଣ ତ୍ରୀପାଠୀ, ଦେବେନ ପାତ୍ର, ବିଭିତି ସ୍ୱାଇଁ, ସନତ ତ୍ରିପାଠୀ ଶକ୍ତି ଅମାତ, ଟିକୁ ପରିଚ୍ଚା, ନତ୍ୟା ପଧାନ, ବିକାଶ ସା, ବିନୋଦ କଲସଏ,ସରୋଜ ସାହୁ, ଇନ୍ଦ୍ରମଣି ନନ୍ଦ, ପ୍ରଶାନ୍ତ ସେଠ, ମୁନା ପାଳ,ପ୍ରମୁଖ ଉପସ୍ଥିତ ରହି ଖେଳାଳୀ ମାନଙ୍କୁ ଉତ୍ସାହିତ କରିଥିଲେ । ଆସନ୍ତା କାଲି  ବୌଦ୍ଧ ପଞ୍ଚମ ଆଇଆରବି ଏବଂ କଣ୍ଟାବାଞ୍ଜି କୋଷ୍ଟାଲ ୧୧ ମଧ୍ୟରେ ଖେଳ ଅନୁଷ୍ଠିତ ହେବ ବୋଲି କମିଟୀ ପକ୍ଷରୁ ସୁଚନା ଦେଇଛନ୍ତି । ସଭାକୁ ଶରତ ନନ୍ଦ ପରିଚାଳନା କରିଥିବା ବେଳେ କ୍ଲବର ସଧାରଣ ସମ୍ପାଦକ ଶ୍ରୀ ମିଶ୍ର ଧନ୍ୟବାଦ ଦେଇଥିଲେ 


News Comment




Photo in News

Advertisment
Lastest News
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026

You Might Also Like