-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||     

HOME   ଜିଲ୍ଲା

 ଛଅ ମାସ ର ଶିଶୁ ପୁତ୍ର କୁ ଗଳl କାଟିଦେଲା ଜନ୍ମ କଲା ମା

10-Feb-2024



ବଲାଙ୍ଗୀର ଜିଲ୍ଲା ପୁଇଁତଳା ଥାନା ଖାଲିଆପାଲି ଗାଁରେ ଘଟିଛି ଅଭାବନୀୟ ଘଟଣା I ୬ମାସ ଶିଶୁ ପୁତ୍ରର  ଗଳା କାଟିଦେଲା ନିଜ ମାଁ I ବଲାଙ୍ଗୀର ଡାକ୍ତର ଖାନାରେ ମୃତ୍ୟୁ I ଅଭିଯୁକ୍ତ ମାଁ ହେଲେ ମୀନା ନାଗ  I ଅଭିଯୁକ୍ତ ମାଆର ମାନସିକ ସ୍ଥିତି ଠିକ୍ ନଥିବା ପରିବାର ଲୋକେ କହିଛନ୍ତି I ଘଟଣା ସ୍ଥଳରେ ପୁଇଁତଳା ଥାନା ପୋଲିସର ତଦନ୍ତ ଜାରି I ପଦ୍ମପୁର ମଲଦା ଠାରେ ବାହା ହୋଇଥିଲେ    ୨୦୧୯ ମସିହାରେ ରବୀନ୍ଦ୍ର ନାଗ ଙ୍କୁ ମିନା । ତାଙ୍କ ୩ ବର୍ଷ ଓ ୨ ବର୍ଷ ଝିଅ ଥିବା ବେଳେ ୬ ମାସ ହେଲା ଶିଶୁପୁତ୍ର ଜନ୍ମ ହୋଇଥିଲା। ତେବେ ଆଜି ସକାଳୁ ୭ ଟା ସମରେ ଶିଶୁର ଆଇ ନାତିକୁ ତେଲ ଲଗାଇବାକୁ ଗଲା ସମୟରେ ଦେଖିଥଲେ ନାତିର ରକ୍ତ ଜୁଡୁବୁଡୁ ଦେହ। ଏନେଇ ଶିଶୁଙ୍କ ବାପା ପ୍ରଥମେ ତରଭା ଡାକ୍ତର ଖାନା ଓ ପରେ ବଲାଙ୍ଗୀର ଡାକ୍ତର ଖାନା ଆଣିଥିଲେ ସେଠାରେ ଡାକ୍ତର ମୃତ ଘୋଷଣା କରିଥିବା ବେଳେ ଶବ ଵ୍ୟବଛେଦ ପାଇଁ ପଠେଇ ଦିଆଯାଇ ଥିବା ସୂଚନା ମିଳିଛି l

ଏ ସଂକ୍ରାନ୍ତ ରେ ପୁଇନ୍ତଲା ପୋଲିସ କେସ ନମ୍ବର ୪୮ ଦଫା ୩୦୨ ରେ ଅଭିଯୁକ୍ତ ମୀନା ନାଗ କୁ ଗିରଫ କରି କୋର୍ଟ ଚାଲାଣ କରିଛି।ବର୍ତ୍ତମାନ ମୀନା ଜିଲ୍ଲା କାରାଗାରରେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026

You Might Also Like