-+91-9937148622 |

prerana_bgr@rediffmail.com |

  Wednesday 6th May 2026 |

| | | |

R.N.I. Regd No. ODIODI/2010/46693

Breaking News

ବରିଷ୍ଠ ସମାଜ ସେବୀ ଦେବାର୍ଚ୍ଚନ ପଧାନ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ   (06-May-2026)       ||      *ସୋନପୁର ପୌର ପରିଷଦ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା କଲେ ଯୋଜନା ବୋର୍ଡ ଅଧ୍ୟକ୍ଷ*-   (05-May-2026)       ||      ନବରଙ୍ଗପୁର ଜିଲ୍ଲାରେ ରେ ତେଲ ଅଭାବ, ପେଟ୍ରୋଲ ପମ୍ପ ଆଗରେ ଲୋକଙ୍କ ଭିଡ଼   (05-May-2026)       ||      ବିଜେପି ନେତା ଚିତ୍ତରଞ୍ଜନ ଦାସଙ୍କୁ ହତ୍ୟା ଧମକ   (05-May-2026)       ||      ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିଜେପି ବଡ଼ ଦାୟିତ୍ୱ ♦️ ତାଙ୍କୁ ବିଜେପି ପକ୍ଷରୁ ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି   (05-May-2026)       ||      ବାତ୍ୟା ଆଶଙ୍କା । ୮ରୁ ୯ ତାରିଖ ମଧ୍ୟରେ କେରଳ ଉପକୂଳରେ ସୃଷ୍ଟି    (05-May-2026)       ||      ଗୋଡଭଗାରେ ଡକ୍ଟର ଚିତ୍ତରଂଜନ ଜେନାକୁଂ ସମ୍ବର୍ଦ୍ଦନା ପ୍ରଦାନ କଲେ ଆଞ୍ଚଳିକ ସାହିତ୍ୟ ପରିଷଦ   (05-May-2026)       ||      ସଡ଼କ ସୁରକ୍ଷାକୁ ପ୍ରାଧାନ୍ୟ ଦେଇ କାର୍ଯ୍ୟ କରିବାକୁ ସମସ୍ତ ଆରଟିଓଙ୍କୁ ନିର୍ଦ୍ଦେଶ   (05-May-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୦ଟି ଦରଖାସ୍ତ ଗ୍ରହଣ, ୬ଟିର ତୁରନ୍ତ ସମାଧାନ   (05-May-2026)       ||      ବରପାଲି ଶିଶୁ ବିଦ୍ୟା ମନ୍ଦିର ଠାରେ ତ୍ରି ଦିବସୀୟ ସାମୁହିକ ଆଚାର୍ଯ୍ୟ କର୍ମଶାଳା ଉଦଯାପିତ   (05-May-2026)       ||      ଚନ୍ଦନଭାଟି କଲ୍ୟାଣମଣ୍ଡପ ଉପରମହଲା ଉଦ୍‌ଘାଟନ କଲେ ନରସିଂହ   (05-May-2026)       ||      ବୁଢୀପଦର ଠାରେ ଷୋହଳପ୍ରହରୀ ନାମଯଂଜ୍ଞ ଅନୁଷ୍ଠିତ   (05-May-2026)       ||      ବାଘ୍ ନାଇଁ ଦେଖଲେ ବିଲେଇ ଦେଖ   (05-May-2026)       ||      କୁମ୍ଭାରି ଧାନ ମଣ୍ଡିରେ ଚାଷୀ ସଚେତନତା ସମାବେଶ   (05-May-2026)       ||      ଲାଦେରପାଲିରେ ସମାପନ ହେଲା ଚୋବିଶ ପ୍ରହରୀ ନାମଯଜ୍ଞ ର ରୈ।ପ୍ୟ ଜୟନ୍ତୀ ମହୋତ୍ସବ   (05-May-2026)       ||      ବରପାଲି ଶୀତଳଷଷ୍ଠୀ ତାଡ଼କାସୁର ଭୂମିକା ପାଇଁ ବରିଷ୍ଠ କଳାକାର ଜଗଦାନନ୍ଦ ମିଶ୍ରଙ୍କୁ ବରଣ   (05-May-2026)       ||      କାଲିମେଳା ବ୍ଲକ ଲୁଗେଲ ପଞ୍ଚାୟତରେ ଜିଲ୍ଲାପଳାଙ୍କ ଅଭିଯୋଗ ଶୁଣାଣି : ୬୧ଟି ଆବେଦନ ଗ୍ରହଣ ସହ ସେବା ପ୍ରଦାନ ପାଇଁ ସ୍ବତନ୍ତ୍ର କ୍ୟାମ୍ପ    (05-May-2026)       ||      ଦୀର୍ଘ ଦିନ ଧରି ପାଇପ୍ ମରାମତି ଅଭାବରୁ ପାଇପ୍ ପାଣି ଲିକ୍ ବସୁଧା ପାଣି ପାଇଁ ପାରୁନାହାନ୍ତି ରାଜେନିପ୍ଡିଆ ସାହି ଲୋକ ଅନ୍ତସନ୍ତ ହୋଇ ରହୁଛନ୍ତି ଗ୍ରାମ ବାସୀ   (05-May-2026)       ||      ଚାଷୀ ସଚେତନତା ସମାବେଶ    (05-May-2026)       ||      ରଘୁନାଥ ଜୀଉ ମହାବିଦ୍ୟାଳୟର ବରିଷ୍ଠ ଅଧ୍ୟାପକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା   (05-May-2026)       ||     

HOME   ଜିଲ୍ଲା

କରାଟେ ସ୍କୁଲର ବେଲ୍ଟ ଗ୍ରେଡିଂ ଉତ୍ସବ

20-Dec-2020



ବଲାଙ୍ଗିର,(ସନ୍ତୋଷ କୁମାର ଠାକୁର)-  ଆଜି ସ୍ଥାନୀୟ ରେଲୱେ ଷ୍ଟେସନ ଛକରେ ଥିବା କରାଟେ ସ୍କୁଲରେ ବେଲ୍ଟ ଗ୍ରେଡିଂ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ବଲାଙ୍ଗିର ଜିଲ୍ଲା କରାଟେ ଅର୍ଗାନାଇଜେସନ ତଥା କରାଟେ ସ୍କୁଲର ମୁଖ୍ୟ ଅସୀମ କୁମାର ଭୋଇଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି ବେଲ୍ଟ ଟେଷ୍ଟ ପରୀକ୍ଷାରେ ମୋଟ ୫୯ଜଣ ଛାତ୍ର ଛାତ୍ରୀ ଭାଗ ନେଇଥିଲେ । ସେମାନଙ୍କ ମଧ୍ୟରୁ ସାଇଶ୍ରୀୟା ମହାକୁର ଗ୍ରୀନ ବେଲ୍ଟ, ପ୍ରାଚୀ ବେହେରା ବ୍ରାଉନ୍ ବେଲ୍ଟ, ସ୍ନିଗ୍ଧାସ୍ୱରୁପା ପଣ୍ଡା, ଅର୍ଚିଶା ବହିଦାର, ସ୍ନେହା ଫରିକର ଓ ମିଥିଲେଶ ବେହେରା ଗ୍ରୀନ ବେଲ୍ଟ, ସୁହାନି ପଣ୍ଡା ଗ୍ରୀନ ବେଲ୍ଟ, ଆୟୁଷ ମାଝି, ଅୟୁଷ୍ମାନ ଓମ୍‌କାର ସାହୁ ଓ ସାନଭି ଅଗ୍ରୱାଲ ୟଲୋ ବେଲ୍ଟ ପାଇବାରେ ସକ୍ଷମ ହୋଇଥିଲେ । ଏହି ଅବସରରେ ଆନ୍ତର୍ଜତିକ ସ୍ୱର୍ଣ୍ଣ ପଦକ ବିଜେତା ତଥା କରାଟେ କୋଚ ଅସୀମ ଭୋଇ କହିଛନ୍ତି ଯେ କରାଟେ ସ୍କୁଲର ନିଜସ୍ୱ ପ୍ରଶିକ୍ଷଣ କେନ୍ଦ୍ର ନ ଥିବାରୁ କ୍ଷୋଭ ପ୍ରକାଶ କରିଛନ୍ତି ଓ ଏଥି ପ୍ରତି ପ୍ରଶାସନର ଦୃଷ୍ଟି ଆକର୍ଷଣ କରାଯିବ ବୋଲି ଜିଲ୍ଲା କରାଟେ ସଂଘ ତରଫରୁ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରିଷ୍ଠ ସମାଜ ସେବୀ ଦେବାର୍ଚ୍ଚନ ପଧାନ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ   06-May-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା କଲେ ଯୋଜନା ବୋର୍ଡ ଅଧ୍ୟକ୍ଷ*-   05-May-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲାରେ ରେ ତେଲ ଅଭାବ, ପେଟ୍ରୋଲ ପମ୍ପ ଆଗରେ ଲୋକଙ୍କ ଭିଡ଼   05-May-2026
  ଜିଲ୍ଲା  
ବିଜେପି ନେତା ଚିତ୍ତରଞ୍ଜନ ଦାସଙ୍କୁ ହତ୍ୟା ଧମକ   05-May-2026
  ରାଜ୍ୟ  
ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିଜେପି ବଡ଼ ଦାୟିତ୍ୱ ♦️ ତାଙ୍କୁ ବିଜେପି ପକ୍ଷରୁ ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି   05-May-2026
  ଜିଲ୍ଲା  
ବାତ୍ୟା ଆଶଙ୍କା । ୮ରୁ ୯ ତାରିଖ ମଧ୍ୟରେ କେରଳ ଉପକୂଳରେ ସୃଷ୍ଟି   05-May-2026
  ଜିଲ୍ଲା  
ଗୋଡଭଗାରେ ଡକ୍ଟର ଚିତ୍ତରଂଜନ ଜେନାକୁଂ ସମ୍ବର୍ଦ୍ଦନା ପ୍ରଦାନ କଲେ ଆଞ୍ଚଳିକ ସାହିତ୍ୟ ପରିଷଦ   05-May-2026
  ଜିଲ୍ଲା  
ସଡ଼କ ସୁରକ୍ଷାକୁ ପ୍ରାଧାନ୍ୟ ଦେଇ କାର୍ଯ୍ୟ କରିବାକୁ ସମସ୍ତ ଆରଟିଓଙ୍କୁ ନିର୍ଦ୍ଦେଶ   05-May-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୦ଟି ଦରଖାସ୍ତ ଗ୍ରହଣ, ୬ଟିର ତୁରନ୍ତ ସମାଧାନ   05-May-2026
  ଜିଲ୍ଲା  
ବରପାଲି ଶିଶୁ ବିଦ୍ୟା ମନ୍ଦିର ଠାରେ ତ୍ରି ଦିବସୀୟ ସାମୁହିକ ଆଚାର୍ଯ୍ୟ କର୍ମଶାଳା ଉଦଯାପିତ   05-May-2026
  ଜିଲ୍ଲା  
ଚନ୍ଦନଭାଟି କଲ୍ୟାଣମଣ୍ଡପ ଉପରମହଲା ଉଦ୍‌ଘାଟନ କଲେ ନରସିଂହ   05-May-2026
  ଜିଲ୍ଲା  
ବୁଢୀପଦର ଠାରେ ଷୋହଳପ୍ରହରୀ ନାମଯଂଜ୍ଞ ଅନୁଷ୍ଠିତ   05-May-2026

You Might Also Like