-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||     

HOME   ଜିଲ୍ଲା

ସୋନପୁର ଜିଲ୍ଲାରୁ ୭୫ଜଣ ସେବକଙ୍କ ଅଯୋଧ୍ୟା ଗସ୍ତ

10-Feb-2024



ସୋନପୁର  (ମନୋରଞ୍ଜନ ତ୍ରିପାଠୀ)
ଆଜି ଦିନ ୧୦ଟା ସମୟରେ ସୁବର୍ଣ୍ଣପୁର ଜିଲ୍ଲାର ୭୫ ଜଣ ସେବକ ହୃଷିକେଶ ଭୋଇଙ୍କ ନେତୃତ୍ୱରେ ସମ୍ବଲପୁର ରେଇୱେ ଷ୍ଟେସନରୁ ଅଯୋଧ୍ୟା ପ୍ରଭୁ ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଦର୍ଶନ ଅଭିମୁଖେ ଯାତ୍ରା ଆରମ୍ଭ କରିଛନ୍ତି। ଏହି ଯାତ୍ରାରେ ମହିଳା ଓ ପୁରୁଷ ଉଭୟେ  ସାମିଲ ହୋଇଛନ୍ତି। ଗତ ୨୨.୦୧.୨୦୨୪ ଦିନ ପ୍ରଧାନମନ୍ତ୍ରୀଙ୍କ ଦ୍ଵାରା ପ୍ରଭୁ ଶ୍ରୀ ରାମଙ୍କ ମୂର୍ତ୍ତିର ପ୍ରାଣ ପ୍ରତିଷ୍ଠା ହୋଇଥିଲା। ୫୦୦ବର୍ଷ ପରେ ପ୍ରଭୁ ଶ୍ରୀରାମଙ୍କ ମନ୍ଦିର ନିର୍ମାଣ ହୋଇ ପ୍ରଭୁ ନିଜ ଜନ୍ମସ୍ଥାନକୁ ଫେରିବା ଅବସରରେ ସାରା ବିଶ୍ୱରେ ଏକ ଅଭୂତ ପୂର୍ବ ଉତ୍ସବ ପାଳନ ହୋଇ ବିଶ୍ବ ରାମମୟ ହୋଇ ଯାଇଥିଲା। ସେହିଭଳି ମନ୍ଦିର ମାଳିନୀ ତଥା ପାତାଳୀକ୍ଷେତ୍ର ସୁବର୍ଣ୍ଣପୁରର ପ୍ରତ୍ୟେକଟି ପରିବାର ଓ ମନ୍ଦିରରେ ଉତ୍ସବ ପାଳନ ହୋଇଥିଲା। ସୋନପୁରର ଅନେକ ରାମ ଭକ୍ତ ଉତ୍କଣ୍ଠାର ସହ ପ୍ରଭୁ ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ରରେ ପ୍ରଭୁଙ୍କୁ ଦର୍ଶନ ପାଇଁ ଅପେକ୍ଷା କରିଥିଲେ। ଭିଡ କୁ ଦୃଷ୍ଟି ରେ ରଖି ପ୍ରଧାନମନ୍ତ୍ରୀଙ୍କ ଅନୁରୋଧ କ୍ରମେ ପ୍ରାଣ ପ୍ରତିଷ୍ଠା ଦିନ ଭକ୍ତ ମାନେ ଅଯୋଧ୍ୟା ଯାଇ ପାରିନଥିଲେ। ଆଜି ସୁଗମ ଦର୍ଶନ ପାଇଁ ପ୍ରାରମ୍ଭରୁ ପର୍ଯ୍ୟାୟ କ୍ରମେ ପ୍ରଥମ ଥର ୭୪ଜଣ ଭକ୍ତ ଦର୍ଶନ ପାଇଁ ସ୍ପେଶିଆଲ ଟ୍ରେନରେ ସମ୍ବଲପୁର ଠାରୁ ବାହାରିଛନ୍ତି। ପରବର୍ତ୍ତୀ ମୁହୂର୍ତ୍ତରେ ଯାତ୍ରା ଚାଲୁ ରହିବ। ଏହି ଯାତ୍ରା ପାଇଁ ସୋନପୁର ଜିଲ୍ଲା ବାସୀ ଅନେକ ଅନେକ ଶୁଭକାମାନା ଜଣାଇବା ସହ ଶୁଭ ଯାତ୍ରା ପାଇଁ  ପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026

You Might Also Like