-+91-9937148622 |

prerana_bgr@rediffmail.com |

  Sunday 28th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ସ୍ଥିତ ସାଲେପାଲି ଠାରେ "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ   (28-Jun-2026)       ||      ମାଓବାଦୀଙ୍କ ଦ୍ବାରା ମାଟି ତଳେ ପୋତା ଯାଇଥିବା ବହୁ ମାରାଶାସ୍ତ୍ର ଜବତ    (28-Jun-2026)       ||      ଜିଲ୍ଲାରେ ପୋଲିଓ ଟୀକାକରଣ ଅଭିଯାନ ଆରମ୍ଭ    (28-Jun-2026)       ||      ବିନିକା:ସ୍ମାର୍ଟ ଲାଇବ୍ରେରୀକୁ ପୂରିଲା ୪ବର୍ଷ ୧୫ଦିନ,ପ୍ରଶାସନର ଅଣଦେଖା   (28-Jun-2026)       ||      ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ଜୟନ୍ତୀ ମହୋତ୍ସବ ଅନୁଷ୍ଠିତ    (28-Jun-2026)       ||      *ଦେଶ ରେ ୪୦ କୋଟି ଲୋକ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ କ୍ଷେତ୍ରରେ ନିଯୁକ୍ତି ପାଉଛନ୍ତି*- *କୌଳିକ ବୃତ୍ତି ର ବିକାଶ ଓ ଲୋକ ଙ୍କ ଆୟ ବୃଦ୍ଧି ହେବ - *ବିଧାୟକ*   (28-Jun-2026)       ||      ଶାହୁଜୀ ମହାରାଜାଙ୍କ ଜୟନ୍ତୀ ଏବଂ ନବସେତୁ ଓ୍ଵେବ ପୋର୍ଟାଲ ଉଦଘାଟିତ   (28-Jun-2026)       ||      ଶାନ୍ତି ପଡ଼ା (ଟାଇଗର୍ କ୍ଲବ) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   (28-Jun-2026)       ||      ଜାମଗୁଡା ରେ କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା ସମ୍ମିଳନୀ   (28-Jun-2026)       ||      ହାଇସ୍କୁଲ ସାର୍ଟିଫିକେଟ୍ ଏବଂ ସିବିଏସଇ ବୋର୍ଡ ପରୀକ୍ଷାରେ ୨୧୧ ଜଣ A1 ଗ୍ରେଡ଼ ପାଇଥିବା ମେଧାବୀ ଛାତ୍ରଛାତ୍ରୀ ଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (27-Jun-2026)       ||      ସୁଜାତା ଙ୍କୁ ସାକ୍ଷାତ କରି ସ୍ୱାଗତ ଜଣାଇଲେ ଗିରିରାଜ   (27-Jun-2026)       ||      ବଙ୍ଗୋମୁଣ୍ଡା ମଣ୍ଡି ରେ ପଡ଼ିଛି ଧାନ ବିଜେଡ଼ି ର ବିକ୍ଷୋଭ ପ୍ରଦର୍ଶନ   (27-Jun-2026)       ||      ଶିକ୍ଷା ରୋଜଗାର ଭିତ୍ତି ନ ହେଲେ ଦେଶର ଭବିଷ୍ୟତ ଅନ୍ଧକାର ହେବ♦️ ସମଗ୍ର ସ୍କୁଲ କଲେଜ ସରକାର ଚଳାନ୍ତୁ ନଚେତ ଆନ୍ଦୋଲନ ହେବ- ନରସିଂହ   (27-Jun-2026)       ||      ଜ଼ିଲ୍ଲା ବରିଷ୍ଠ ନାଗରିକ ସଂଘ ଦ୍ୱାରା ମହିଳା ସଭ୍ୟ ସ୍ୱାଗତ ସମାରୋହ    (27-Jun-2026)       ||      ମୋଟୁରେ ଅବ୍ୟବହୃତ ହୋଇ ପଡ଼ିଛି ସରକାରୀ ଆମ୍ବୁଲାନ୍ସ ♦️ସୀମାନ୍ତ ଅଞ୍ଚଳ ମୋଟୁରେ ସରକାରୀ ଆମ୍ବୁଲାନ୍ସ ଥିଲେ ମଧ୍ୟ ଏହାର ବ୍ୟବହାର ବହୁତ କମ୍   (27-Jun-2026)       ||      ସ୍କୁଲ ପାଠ୍ୟପୁସ୍ତକରେ ବିଭ୍ରାଟ ସଂପର୍କରେ ଆଲୋଚନା ଚକ୍ର   (27-Jun-2026)       ||      ବରପାଲି ମହାବିଦ୍ୟାଳୟ ଯୁବ ରେଡକ୍ରସ ଶାଖା ପକ୍ଷରୁ ଏଡ଼ସ୍ ସଚେତନତା ଶିବିର   (27-Jun-2026)       ||      ବିଧାୟକଙ୍କ ତାଗିଦକୁ କର୍ମାଚାରୀଙ୍କ ବେଖାତିର   (27-Jun-2026)       ||      ବରଗଡ଼ ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ନୂତନ ଜିଲ୍ଲା କମିଟି ଘୋଷିତ । ଦଳୀୟ କର୍ମୀଙ୍କ ମହଲ ରେ ଖୁସିର ଲହରୀ।   (27-Jun-2026)       ||      ସୂଚନା ଅଧିକାର ତଥ୍ୟ କହୁଛି...... ଡୁଙ୍ଗୁରିପାଲି ବ୍ଲକ ସରକାରୀ କାର୍ଯ୍ୟାଳୟ ଓ କର୍ମଚାରୀ ବାସଗୃହରେ ଚାରି ବର୍ଷରେ ରକ୍ଷଣାବେକ୍ଷଣ ଓ ମରାମତିରେ ୯୦ଲକ୍ଷ ସ୍ବାହା   (27-Jun-2026)       ||     

HOME   ଦେଶ ବିଦେଶ

କରୋନା ଟିକା ନେବେ ଆମେରିକାର ପ୍ରଥମ ମହିଳା

20-Dec-2020



ୱାଶିଂଟନ,(ପ୍ରେରଣା ଖବର ବ୍ୟୁରୋ) : ଆମେରିକାର ପ୍ରଥମ ମହିଳା ତଥା ଜୋ ବିଡେନଙ୍କ ପତ୍ନୀ ଜିଲ ବିଡେନ ନେବେ କରୋନା ଟିକା । ସୋମବାର ଦିନ ଜିଲଙ୍କୁ ଟିକା ପ୍ରଦାନ କରାଯିବ । ଡେଲୱେୟାରରେ ଫାଇଜର ଟିକା ନେବେ ଜିଲ ବିଡେନ । ଏ ନେଇ ନବ ନିର୍ବାଚିତ ରାଷ୍ଟ୍ରପତି ଜୋ ବିଡେନଙ୍କ ଟ୍ରାଞ୍ଜିସନ ଟିମ ପକ୍ଷରୁ ସୂଚନା ମିଳିଛି । ଟିକାକରଣର ସ୍ଥାନ ଏବଂ ସମୟ ସମ୍ପର୍କରେ କୌଣସି ସ୍ପଷ୍ଟ ସୂଚନା ମିଳିନଥିବା ବେଳେ ସୋମବାର ଜିଲ ଟିକା ନେବା ଆପାତତଃ ସ୍ପଷ୍ଟ ହୋଇଯାଇଛି ।

ଜିଲଙ୍କ ବ୍ୟତିତ ରାଷ୍ଟ୍ରପତି ଜୋ ବିଡେନ ମଧ୍ୟ ଟିକା ନେଇପାରନ୍ତି । ଏହା ସହିତ ସିଏନଏନ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଭାରତୀୟ ବଂଶୋଦ୍ଭବ ଉପରାଷ୍ଟ୍ରପତି କମଲା ହ୍ୟାରିସ ଏବଂ ତାଙ୍କ ପତି ଡଗ ଏମହଫ୍ ଆସନ୍ତା ସପ୍ତାହରେ ଏହି ଟିକାକରଣରେ ସାମିଲ ହୋଇପାରନ୍ତି । ଜନତାଙ୍କ ମନରେ ଟିକା ପ୍ରତି ବିଶ୍ୱାସ ଜନ୍ମେଇବା ନିମନ୍ତେ ଉଭୟ ରାଷ୍ଟ୍ରପତି ଏବଂ ଉପ ରାଷ୍ଟ୍ରପତି ଟିକାକରଣ କାର୍ଯ୍ୟକ୍ରମରେ ସାମିଲ ହେବେ ବୋଲି ଖବର ପ୍ରକାଶ ପାଇଛି ।      ଉଲ୍ଲେଖଯୋଗ୍ୟ ଯେ, ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏଯାଏଁ କରୋନା ଟିକା ନେଇ ନାହାନ୍ତି । ଏଯାଏଁ ରାଷ୍ଟ୍ରପତି ସୁବିଧା ସୁଯୋଗର ଲାଭ ଉଠାଉଥିବା ଟ୍ରମ୍ପଙ୍କୁ ଟିକା ପ୍ରଦାନ କରାଯିବ କି ନାହିଁ ତାହା ହ୍ୱାଇଟ ହାଉସର ଡାକ୍ତରୀ ଟିମ ସ୍ଥିର କରିବ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ସ୍ଥିତ ସାଲେପାଲି ଠାରେ "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ   28-Jun-2026
  ଜିଲ୍ଲା  
ମାଓବାଦୀଙ୍କ ଦ୍ବାରା ମାଟି ତଳେ ପୋତା ଯାଇଥିବା ବହୁ ମାରାଶାସ୍ତ୍ର ଜବତ   28-Jun-2026
  ଜିଲ୍ଲା  
ଜିଲ୍ଲାରେ ପୋଲିଓ ଟୀକାକରଣ ଅଭିଯାନ ଆରମ୍ଭ   28-Jun-2026
  ଜିଲ୍ଲା  
ବିନିକା:ସ୍ମାର୍ଟ ଲାଇବ୍ରେରୀକୁ ପୂରିଲା ୪ବର୍ଷ ୧୫ଦିନ,ପ୍ରଶାସନର ଅଣଦେଖା   28-Jun-2026
ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ଜୟନ୍ତୀ ମହୋତ୍ସବ ଅନୁଷ୍ଠିତ   28-Jun-2026
  ଜିଲ୍ଲା  
*ଦେଶ ରେ ୪୦ କୋଟି ଲୋକ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ କ୍ଷେତ୍ରରେ ନିଯୁକ୍ତି ପାଉଛନ୍ତି*- *କୌଳିକ ବୃତ୍ତି ର ବିକାଶ ଓ ଲୋକ ଙ୍କ ଆୟ ବୃଦ୍ଧି ହେବ - *ବିଧାୟକ*   28-Jun-2026
  ଜିଲ୍ଲା  
ଶାହୁଜୀ ମହାରାଜାଙ୍କ ଜୟନ୍ତୀ ଏବଂ ନବସେତୁ ଓ୍ଵେବ ପୋର୍ଟାଲ ଉଦଘାଟିତ   28-Jun-2026
  ଜିଲ୍ଲା  
ଶାନ୍ତି ପଡ଼ା (ଟାଇଗର୍ କ୍ଲବ) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Jun-2026
  ଜିଲ୍ଲା  
ଜାମଗୁଡା ରେ କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା ସମ୍ମିଳନୀ   28-Jun-2026
  ଜିଲ୍ଲା  
ହାଇସ୍କୁଲ ସାର୍ଟିଫିକେଟ୍ ଏବଂ ସିବିଏସଇ ବୋର୍ଡ ପରୀକ୍ଷାରେ ୨୧୧ ଜଣ A1 ଗ୍ରେଡ଼ ପାଇଥିବା ମେଧାବୀ ଛାତ୍ରଛାତ୍ରୀ ଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   27-Jun-2026
  ଜିଲ୍ଲା  
ସୁଜାତା ଙ୍କୁ ସାକ୍ଷାତ କରି ସ୍ୱାଗତ ଜଣାଇଲେ ଗିରିରାଜ   27-Jun-2026
  ଜିଲ୍ଲା  
ବଙ୍ଗୋମୁଣ୍ଡା ମଣ୍ଡି ରେ ପଡ଼ିଛି ଧାନ ବିଜେଡ଼ି ର ବିକ୍ଷୋଭ ପ୍ରଦର୍ଶନ   27-Jun-2026

You Might Also Like