-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ଜରସିଂହା ବି. ଏନ.ଏନ କୁ ହରାଇ  ସମ୍ବଲପୁର ଭାରତ କ୍ଲବ ଦ୍ଵିତୀୟ ସେମି ଫାଇନାଳରେ...

10-Feb-2024



ବଲାଙ୍ଗିର// ସ୍ଥାନୀୟ ପୃଥ୍ୱୀରାଜ ହାଇସ୍କୁଲ ଖେଳ ପଡିଆ ରେ ବଲାଙ୍ଗିର ଫ୍ରେଣ୍ଡସ କ୍ଲବ ପକ୍ଷରୁ ରାଜ୍ୟ ସ୍ତରୀୟ ଫୁଟବଲ ପ୍ରତିଯୋଗୀତା ଅନୁଷ୍ଠିତ ହୋଇଯାଇଛି । ଶନିବାର ଆୟୋଜିତ ପ୍ରତିଯୋଗିତାର ପଞ୍ଚମ ଦିବସରେ  କ୍ଲବର ସଭାପତି ଲୋଟସ ଷଡ଼ଙ୍ଗୀଙ୍କ ସଭାପତିତ୍ୱରେ ପୂର୍ବତନ ଜିଲ୍ଲା ପରିଷଦ ସଦସ୍ୟ ସତ୍ୟନାରାୟଣ ଭୋଇ, ବଲାଙ୍ଗିର ଜିଲ୍ଲା ଏକ୍ସସନ କମିଟି ଆବାହକ ତଥା ବିଶିଷ୍ଟ ସମାଜସେବୀ ଗୋପଳଜୀ ପାଣିଗ୍ରାହୀ,ଶ୍ୟାମ ମେଟାଲିକ ସମ୍ବଲପୁର ରିଜିନାଲ

ମେନେଜର ଜ୍ଞାନେନ୍ଦ୍ର ପଳାଇ, ସେଲ ଟାଇଗର ପଶ୍ଚିମଓଡ଼ିଶା ସି. ଏଣ୍ଡ. ଏଫ ବିକାଶ ତ୍ରିପାଠୀ, କ୍ଲବ ସମ୍ପାଦକ ଜଗନ୍ନାଥ ମିଶ୍ର  ଏବଂ କୋଷାଧକ୍ଷ ରଂଜିତ ବେହେରା ମଂଚାସିନ ଥିଲେ । ରାଜେନ୍ଦ୍ର ଧାରୁଆ, ଏନ. ଏସ. ନାଇଡ଼ୁ, ଦେବାଶିଷ ବାଗ ଓ ନିଶାର କାନ୍ତ ନାଗ ଖେଳକୁ ପରିଚାଳନା କରିଥବା ବେଳେ ମ୍ୟାଚ କମିସନର ଭାବରେ ଶୁନିଲ ଚନ୍ଦ୍ର ବିଶ୍ୱାଲ ରହିଥିଲେ । ଆଜିର ଏହି ପଞ୍ଚମ ଦିନର ଖେଳରେ ଭାରତ କ୍ଲବ ସମ୍ବଲପୁରଏବଂ ଡି. ଏନ. ଏନ ଜରସିଂହା ମଧ୍ୟରେ ହୋଇଥିଲା ।  ସଂଘର୍ଷପୁଣ୍ଣ ଏହି ଖେଳରେ ଭାରତ କ୍ଲବ ସମ୍ବଲପୁର ଦଳ  ୨-୦  ଗୋଲରେ ଜରସିଂହା ବି.ଏନ.ଏନ ଦଳକୁ ହରାଇ ବିଜୟ ହାସଲ କରିଥିଲେ । ପଞ୍ଚମ ଦିନରେ ବଲାଙ୍ଗିର ବିଶିଷ୍ଠ କ୍ରିଡାବିତ ପ୍ରଶାନ୍ତ କୁମାର ମିଶ୍ର, ଜ୍ୟୋତି ରଞ୍ଜନ ମିଶ୍ର, ପ୍ରଦ୍ୟୁମ୍ନ କୁମାର ନନ୍ଦ, ଜୟରାମ ମିଶ୍ର ଓ ପ୍ରଫୁଲ୍ଲ ପ୍ରଧାନଙ୍କୁ ଅତିଥିମାନଙ୍କ ଦ୍ୱାରା ସମ୍ମର୍ଦ୍ଧନା କରାଯାଇଥିଲା l ବୈକୁଣ୍ଠ ଜେନା, ବୁଦ୍ଧିରାଜ ବିଶ୍ୱାଳ ଖୀତେସ୍ୱର ବିଶ୍ୱାଳ, ଯତୀନ୍ଦ୍ର ମିଶ୍ର, କୃଷ୍ଣ ଚନ୍ଦ୍ର ମିଶ୍ର, ରାଜକୁମାର ପାଣିଗ୍ରାହୀ, ଜିତୁ ଦଳାଇ ,ଜୟ ନାରାୟଣ ବହିଦାର, ପବିତ୍ର ଖୁଣ୍ଟିଆ, ମଧୁ ବନଛୋର, ଲକ୍ଷ୍ମୀ ସ୍ୱାଇଁ,ପିଣ୍ଟୁ ପୁରୋହିତ,କିଶୋର ଦଣ୍ଡସେନା, ସୋମନାଥ ମିଶ୍ର, ଗୋବିନ୍ଦ ଶତପଥୀ, ସାଞ୍ଜୀବ ସାହୁ, ମନୋଜ କୁମାର ମିଶ୍ର, ଧର୍ମେନ୍ଦ୍ର କୁମ୍ଭାର,ପୃଥୀରାଜ ବରାଡ, ରାମ ନାଏକ, ସୋନୁ ପଟ୍ଟନାୟକ, ପୂର୍ଣ୍ଣ ତ୍ରୀପାଠୀ, ଦେବେନ ପାତ୍ର, ବିଭୁତି ସ୍ୱାଇଁ, ସନତ ତ୍ରିପାଠୀ ଶକ୍ତି ଅମାତ, ଟିକୁ ପରିଚ୍ଛା , ନତ୍ୟା ପଧାନ, ବିକାଶ ସା, ବିନୋଦ କାଲସାଏ, ସନ୍ତୋଷ ପାଢ଼ୀ, ସରୋଜ ସାହୁ,ରାଧା ମାଧବ ମିଶ୍ର,ଇନ୍ଦ୍ରମଣି ନନ୍ଦ, ଅଙ୍କୁଶ ପାଣ୍ଡିଆ, ଶୋଭନ ଅଗ୍ରୱାଲ,ପ୍ରଶାନ୍ତ ସେଠ, କମ୍ବୁ ତ୍ରିପାଠୀ, ମୁନା ପାଳ,

କାଳିଆ ଜେନା ପ୍ରମୁଖ ଉପସ୍ଥିତ ରହି ଖେଳାଳୀ ମାନଙ୍କୁ ଉତ୍ସାହିତ କରିଥିଲେ । ଆସନ୍ତା କାଲି ଦ୍ଵିତୀୟ ସେମିଫାଇନାଲରେ ଭାରତ କ୍ଲବ ସମ୍ବଲପୁର ଏବଂ କଣ୍ଟାବାଞ୍ଜି କୋଷ୍ଟାଲ ୧୧ ମଧ୍ୟରେ ଖେଳ ଅନୁଷ୍ଠିତ ହେବ ବୋଲି କମିଟୀ ପକ୍ଷରୁ ସୁଚନା ଦେଇଛନ୍ତି । ସଭାକୁ ଶରତ ନନ୍ଦ ପରିଚାଳନା କରିଥିବା ବେଳେ କ୍ଲବର ସଧାରଣସମ୍ପାଦକ ଶ୍ରୀ ମିଶ୍ର ଧନ୍ୟବାଦ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like