-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ଖଟଖଟିଆ ପଞ୍ଚାୟତରେ ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମରେ ପଞ୍ଚାୟତ ସ୍ତରୀୟ ସଚେତନତା ଶିବିର ଅନୁଷ୍ଠିତ 

10-Feb-2024



କଣ୍ଟାମାଲ(ଜୟ କୁମାର ମହାରଣାଙ୍କ ରିପୋର୍ଟ ): କଣ୍ଟାମାଳ ବ୍ଳକ  ଖଟଖଟିଆ ପଞ୍ଚାୟତ   କାର୍ଯ୍ୟାଳୟ  ପରିସରରେ ଆମ ଓଡ଼ିଶା, ନବୀନ ଓଡ଼ିଶା କାର୍ଯ୍ୟକ୍ରମରେ ଗ୍ରାମାଞ୍ଚଳ ଭିତ୍ତିଭୂମୀର ବିକାଶ ପାଇଁଁ ରାଜ୍ୟ ସରକାରଙ୍କ ପ୍ରୟାସକୁ ଲୋକଲୋଚନରେ ପହଞ୍ଚାଇବା ପାଇଁ ପଞ୍ଚାୟତସ୍ତରୀୟ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି। ଏକ ରଙ୍ଗାରଙ୍ଗ ସାଂସ୍କୃତିକ ମଞ୍ଚରେ  ଖଟ ଖଟିଆ ଗ୍ରା.ପ.ର ସରପଞ୍ଚ  ଅରବିନ୍ଦ ପାଣ୍ଡେଙ୍କ  ସଭାପତିତ୍ଵରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥିଭାବେ  ବୌଦ୍ଧ  ଜିଲ୍ଲା ପରିଷଦ ଉପା ଧକ୍ଷ ଶଙ୍କର୍ଷଣ ପ୍ରଧାନଯୋଗଦେଇ ଓଡିଶା ସରକାରଙ୍କ ବିଭିନ୍ନ ଜନହିତକର ଯୋଜନାକୁ କିପରି ସମସ୍ତଙ୍କ ପାଖରେ ପହଞ୍ଚି ଜନ ସାଧାରଣ ଲାଭ ପାଇପାରିବେ ତା ଉପରେ ସମସ୍ତଙ୍କୁ ସଚେତନ କରିଥିଲେ।ସେହିପରି ସମ୍ମାନୀତ ଅତିଥି ଭାବେ  ସମାଜସେବୀ ବିଜିତ କୁମାର ପ୍ରଧାନ,  ପଞ୍ଚାୟତ  କାର୍ଯ  ନିର୍ବାହୀ ଅଧିକାରୀ ଅନନ୍ତ ବେହେରା  ପ୍ରମୁମ ଉପସ୍ଥିତ ରହି ଜନସାଧାରଣଙ୍କୁ ଓଡ଼ିଶା ସରକାରଙ୍କ ଜନହିତକର କାର୍ଯ୍ୟ ଉପରେ ବକ୍ତବ୍ୟ ରଖିଥିଲେ। କଣ୍ଟାମାଳ  ବଡ଼ କୁଶୁଙ୍ଗ ର  ପାଲା କଳାକାର ମାନେ ଓଡ଼ିଶା ସରକାରଙ୍କ ଜନହିତକାରୀ ଯୋଜନା ଉପରେ  ଗୀତ ଓ ନୃତ୍ୟ ପରିବେଷଣ କରିଥିଲେ ଏବଂ ସ୍ଥାନୀୟ ବିଦ୍ୟାଳୟମାନଙ୍କ ଛାତ୍ରଛାତ୍ରୀଙ୍କ ନୃତ୍ୟଗୀତରେ ରଙ୍ଗାରଙ୍ଗ ମଞ୍ଚକୁ ଦ୍ଵିଗୁଣିତ କରିଥିଲା। ଶେଷରେ ଅତିଥିଙ୍କ ଦ୍ଵାରା ମଞ୍ଚସ୍ଥ କଳାକାରଙ୍କୁ ପ୍ରମାଣ ପତ୍ର ପ୍ରଦାନ କରାଯାଇଥିଲା। ସାମାଜିକ, ଭାଷା, ସଂସ୍କାର, ପରିବେଶ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଅନେକ ପ୍ରତିଭାଧାରୀଙ୍କୁ ସମ୍ମାନୀତ କରାଯାଇଥିଲା।   କୃଷି କାର୍ଯ୍ୟରେ ଉଲ୍ଲେଖନୀୟ ଅବଦାନ ପାଇଁ ସଙ୍କୀର୍ତ୍ତନ ଦେହୁରୀ , ସମସ୍ତ ଆଶା, ଅଙ୍ଗନୱାଡି, ସି ଆର୍ ପି, ଏ ଏ ନ୍ ଏ ମ୍ ଙ୍କୁ ସମ୍ବର୍ଦ୍ଧିତ କରଯାଇଥିଲା ପରିଚାଳନା ଭାବେ ଜିଆରଏସ  ଉଜ୍ଜଳ  ଅଗ୍ରୱାଲା,ଅତିଥି ପରିଚୟ, ଶିକ୍ଷକ  ସମୀର ପ୍ରଧାନ ,ମଞ୍ଚ ପରିଚାଳନା  ଶିକ୍ଷକ ରଞ୍ଜୁ ଅମାତ ଓ ପଞ୍ଚାୟତ ନିର୍ବାହୀ ଅଧିକାରୀ  ଧନ୍ୟବାଦ ଦେଇଥିଲେ। ପଞ୍ଚାୟତର  ଜନସାଧାରଣ ଉପସ୍ଥିତ ଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like