-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ପୋଷ୍ଟର ମାରି ସ୍ଥିତି ଜାହିର କଲେ ମାଓବାଦୀ, ଗୋଚ୍ଛାପଡ଼ା ଅଞ୍ଚଳରେ ଲାଗିଛି ମାଓ ପୋଷ୍ଟର, ପୋଷ୍ଟର ମାଧ୍ୟମରେ ମାଓନେତା ଦାସରୁଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ମାଓବାଦୀ

10-Feb-2024



କନ୍ଧମାଳ: କିଛିଦିନର ନୀରବତା ପରେ ପୁଣି ପୋଷ୍ଟର ମାରି ସ୍ଥିତି ଜାହିର କରିଛନ୍ତି ମାଓବାଦୀ I ଶନିବାର ସକାଳୁ କନ୍ଧମାଳ ଜିଲ୍ଲା ଗୋଚ୍ଛାପଡ଼ା ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ମାଓ ପୋଷ୍ଟର ଦେଖ‌ିବାକୁ ମିଳିଛି । ଗତ ତିନି ତାରିଖରେ ପୁଲିସ ଗୁଳିରେ ନିହତ ହୋଇଥିବା ମାଓନେତା ଦସରୁ ଙ୍କୁ ପୋଷ୍ଟର ମାଧ୍ୟମରେ ଶ୍ରଦ୍ଧାଞ୍ଜଳି ଜଣାଇଛି ମାଓ ସଙ୍ଗଠନ । କେକେବିଏନ ଡିଭିଜନାଲ କମିଟି ପକ୍ଷରୁ ଜାରି ଏହି ପ୍ରେସ୍ ବିଜ୍ଞପ୍ତିରେ ଦସରୁଙ୍କୁ ଶହୀଦ ଆଖ୍ୟା ଦିଆଯାଇ ତାଙ୍କ ବଳିଦାନ ବ୍ୟର୍ଥ ଯିବନାହିଁ ବୋଲି କୁହାଯାଇଛି । ୨୦୧୪ମସିହା ରୁ ପାର୍ଟିରେ ସାମିଲ ହୋଇ ସେ ଦଳିତ ଆଦିବାସୀଙ୍କ ପାଇଁ କାମ କରୁଥିଲେ ବୋଲି ପୋଷ୍ଟରରେ ଉଲ୍ଲେଖ ଅଛି । ଲଢେଇରେ ସହଯୋଗ ପାଇଁ ଲୋକଙ୍କୁ ଆହ୍ୱାନ ଦେଇଛି ଲାଲବାହିନୀ ।
ଗୋଚ୍ଛାପଡ଼ା ଥାନା ଅନ୍ତର୍ଗତ ସୁପଲା, ଡାଙ୍ଗେଣାମା, ପକାରୀ, ବାଲନ୍ଦାପଡ଼ା, କୁମେଲସିଂ, ସୁଟେଣୀଘାଟି, କ୍ରାଣ୍ଡିବାଲି ସମେତ ସାଡ଼ିଙ୍ଗିଆଠାରେ ମଧ୍ୟ ଏକ ବହୁ ସଂଖ୍ୟକ ପୋଷ୍ଟର ମରାଯାଇଥିବା ଦେଖୁବାକୁ ମିଳିଛି । ସୂଚନାଯୋଗ୍ୟ, ଗତ ତିନି ତାରିଖରେ ବାଲିଗୁଡ଼ା ଥାନା ସୁଡ୍ରା ଅଞ୍ଚଳରେ ପୁଲିସ ସହ ଗୁଳି ବିନିମୟ ବେଳେ ମାଓ ବାହୀନୀର ଡିଭିଜନାଲ କମିଟି ମେମ୍ବର ତଥା କେକେବିଏନ ସଙ୍ଗଠନର ଟପ୍ ନେତା ଗୁଡୁ ମଣ୍ଡାରୀ ଓରଫ ଦସରୁ ନିହତ ହୋଇଥିଲେ । ତେବେ ଏହି ଗୋଛାପଡା ଥାନା ଅଂଚଳରେ ମାଓପୋଷ୍ଟର ଲାଗିଵା ପରେ ଲୋକଙ୍କ ମଧ୍ୟ୍ୟରେ ଆକପ୍ରକାର ଭୟରେ ବାତାବରଣ ଦେଖିବା କୁ ମିକିଥିବା ବେଳେ ପୋଲିସ ର ମଧ୍ୟ୍ୟ ତତ୍ପରତା ପ୍ରକାଶ ପାଇଛି I ଅନ୍ୟପଟେ ଅଂଚଳର ଜନସାଧାରଣ ଙ୍କୁ ଭୟଭିତ ନହେବା ପାଇଁ ପୋଲିସ  ବିଭାଗ ପକ୍ଷରୁ ଅନୁରୋଧ କରାଯାଇଛି I

(କନ୍ଧମାଳ ଜିଲ୍ଲାରୁ ସୁଲୋଚନା ଦିଗାଲ ଙ୍କ ରିପୋର୍ଟ )


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like