-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ଜେ ଏସ ଏମ ମହାବିଦ୍ୟାଳୟରେ ଭାଷା ହିଁ ମଣିଷର ପରିଚୟ ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ

10-Feb-2024



ବଲାଙ୍ଗୀର(ପ୍ରେରଣା ଖବର ): ଜେ ଏସ ଏମ  ବାଣିଜ୍ଯ ଓ କଳା  ମହାବିଦ୍ୟାଳୟର ଭାଷା ସାହିତ୍ୟରେ ସୃଜନଶୀଳତା କାର୍ଯ୍ୟକ୍ରମରେ ଭାଷା ହିଁ ମଣିଷର ପରିଚୟ ଶୀର୍ଷକ ଆଲୋଚନାଚକ୍ର  ଅନୁଷ୍ଠିତ ହୋଇଯାଇଛି। ଆଲୋଚନାଚକ୍ରରେ  ମହାବିଦ୍ୟାଳୟର ଚେଆରମେନ ସି ଏ ଶ୍ରୀକାନ୍ତ ଶର୍ମା,  ନିର୍ଦେଶିକା ଶ୍ରୀମତୀ ସୁମନ ଶର୍ମା , ମଞ୍ଚାସୀନହୋଇଥିବା ବେଳେ ମୁଖ୍ଯ ଅତିଥି ଭାବରେ ଯୋଗ ଦେଇ ଥିଲେ  କବି ଅଧ୍ୟାପକ ସନ୍ଦୀପ କୁମାର କୁଅଁର।  ଶିକ୍ଷାବିତ ମନୋରଂଜନ ସାହୁ ସମ୍ମାନିତ ଅତିଥି ଭାବରେ ଯୋଗ ଦେଇଥିବା ବେଳେ  ଛାତ୍ରଛାତ୍ରୀଙ୍କ ସ୍ବାଗତ ସଂଗୀତ ଗାନ ପରେ ଅତିଥିବୃନ୍ଦ  ଭାଷା ସାହିତ୍ୟ ଓ ସୃଜନଶୀଳତା ଆଜିର ଜୀବନ

ପାଇଁ କିପରି ଆବଶ୍ୟକ, ସେ ସଂପର୍କରେ  ବକ୍ତବ୍ଯ ପ୍ରଦାନ କରିଥିଲେ। ଛାତ୍ର ସଂଜୟ ସାହୁ  ଭାଷା ହିଁ   ମଣିଷର ଭବିଷ୍ୟତ କିପରି ଗଠନ କରେ ସେ ସଂପର୍କରେ ବକ୍ତବ୍ଯ  ଦେଇଥିଲେ। ବିଭିନ୍ନ ଉଦାହରଣ ମାଧ୍ୟମରେ ଭାଷାକୁ ବ୍ୟବହାର କଲେ ତାହା ବଢେ ଓ ଅବ୍ୟବହୃତ ଭାଷା ତାର ଅସ୍ତିତ୍ବ ହରାଇବସେ। ଯେ କୌଣସି ଭାଷା ହେଉ, ସାମାଜିକତା ହିଁ ତାକୁ ବଂଚାଇ ରଖିବ। ଯିଏ ଯେତେ ଭାଷା ଶିଖୁଛି , ଭଲ। ହେଲେ ମାତୃଭାଷା ହିଁ ଭାବ ପ୍ରକାଶ ର ପ୍ରକୃତ ମାଧ୍ୟମ। ଋଢିବାଦୀ ମାନସିକତା ଓ ବୈଶ୍ବିକରଣ ଭାବ  ଭାଷିକ ସଂକଟର  ମୂଳ କାରଣ ।  ଓଡିଆ ହେଉ କି ଯେ କୌଣସି ପ୍ରାନ୍ତିୟ  ଭାଷା, ତାର ବ୍ୟବହାର ଉପରେ ନିର୍ଭର କରେ ତାର

ଅସ୍ତିତ୍ବ ରହିବ କି ନାହିଁ ବୋଲି ମତ ଦେଇଥିଲେ କବି ଅଧ୍ୟାପକ ସନ୍ଦୀପ କୁମାର କୁଅଁର।  ଜେ ଏସ ଏମ ର ଓଡିଆ ଅଧ୍ୟାପିକା ଶ୍ରୀମତୀ ଅନସୂୟା ନନ୍ଦ କାର୍ଯ୍ୟକ୍ରମକୁ  ସଂଯୋଜନା କରିଥିବା ବେଳେ ଇଂରାଜୀ ଅଧ୍ୟାପିକା  ଶ୍ରୀମତୀ ହୀମାନୀ ତ୍ରିପାଠୀ ଧନ୍ୟବାଦ ଅର୍ପଣ କରିଥିଲେ । ମହାବିଦ୍ୟାଳୟର ଅନ୍ଯ ଅଧ୍ୟାପକ ଅଧ୍ୟାପିକା  କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗକରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like