-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||     

HOME   ଜିଲ୍ଲା

ରଚନା ପକ୍ଷରୁ ‘କାକର କଲ୍ଲୋଳ’ କାର୍ଯ୍ୟକ୍ରମ ଅନୁଷ୍ଠିତ 

20-Dec-2020



ବଲାଙ୍ଗୀର,(ପ୍ରେରଣା ଖବର) - ସ୍ଥାନୀୟ ପଥରଚେପା ସ୍ଥିତ ପଞ୍ଚବଟି ଠାରେ ବଲାଙ୍ଗିର ଜିଲ୍ଲାର ଅଗ୍ରଣୀ ସାହିତ୍ୟ, ସାମାଜିକ ତଥା ସାଂସ୍କୃତିକ ଅନୁଷ୍ଠାନ ରଚନା ପକ୍ଷରୁ ‘କାକର କଲ୍ଲୋଳ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରଚନାର ସଭାପତି ସନାତନ ଠାକୁରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମର ପ୍ରଥମ ପର୍ଯ୍ୟାୟରେ ଅନୁଷ୍ଠିତ ସାହିତ୍ୟ ସଭାରେ ଓଡିଶା ସାହିତ୍ୟ ଏକାଡେମୀ ସଭ୍ୟା ଡାକ୍ତର ଜ୍ୟୋତିର୍ମୟୀ ସାହୁ ମୁଖ୍ୟ ଅତିଥି ଓ ଓଡିଶାର ସୁନାମଧନ୍ୟ ଗାଳ୍ପିକ କ୍ଷେତ୍ରବାସୀ ନାଏକ ସମ୍ମାନୀତ ଅତିଥି ଭାବେ ଯୋଗଦାନ କରିଥିଲେ । ସମ୍ପାଦକ ଭାଗରଥି ମିଶ୍ର କାର୍ଯ୍ୟକ୍ରମର ସଂଯୋଜନା କରିଥିଲେ । ଅତିଥିମାନେ ଆଧୁନିକ ସାହିତ୍ୟର ସ୍ଥିତି ସମ୍ପର୍କରେ ବିଶେଷ ଆଲୋଚନା କରିଥିଲେ । ଦ୍ୱିତୀୟ ପର୍ଯ୍ୟାୟରେ ଅନୁଷ୍ଠିତ  ‘କାକର କଲ୍ଲୋଳ’ କବିତା ଆସର କବି କୌତୁକ ପନ୍ଦର ଓ କବିୟିତ୍ରୀ ଲିଲି ପଟେଲଙ୍କ ସଂଯୋଜନାରେ ଅନୁଷ୍ଠିତ ହୋଇଥିଲା । ଆସରରେ କବି ଅନନ୍ତ ବିଶ୍ୱାଲ, ସିପୁନ ନାଏକ, ଶେଖର ରଥ, ଓମ୍ ପ୍ରଣବ ନାୟକ, ମୃଗେଶ ବୈଷ୍ଣବ ପାଣିଗ୍ରାହୀ, ବ୍ରହ୍ମାନନ୍ଦ ବନଛୋର, ମଧୁସୂଦନ ନେଗୀ, ଗଣେଷ ବାରିକ, ଜ୍ୟୋତି ରଞ୍ଜନ ମିଶ୍ର, ଆନନ୍ଦ ଚନ୍ଦ୍ର ସାହୁ, ଅରୁଣ ମିଶ୍ର, ଜୟଦେବ କର, ପ୍ରହଲ୍ଲାଦ ଶତପଥୀ, ଭାଗିରଥି ମିଶ୍ର, ଦୁଃଖୀଶ୍ୟାମ ତ୍ରିପାଠୀ, ସନାତନ ଠାକୁର, କବୟିତ୍ରୀ ସସ୍ମିତା ନେପାକ, ସସ୍ମିତା ମହାପାତ୍ର, ସଙ୍ଗିତା ନେପାକ, ସବିତା ମହରା, ଡ. ଜ୍ୟୋତିର୍ମୟୀ ସାହୁ । କାର୍ଯ୍ୟକ୍ରମ ଶେଷରେ ଧନ୍ୟବାଦ ଦେଇଥିଲେ ଯୁଗ୍ମ ସମ୍ପାଦକ ଡ. ଲକ୍ଷ୍ମଣ ମେହେର ସ୍ୱରଚିତ କବିତା ପାଠ କରିଥିଲେ ।
        


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026

You Might Also Like