-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ରାଜ୍ୟ ସ୍ତରରେ ବରଗଡ଼ ଜିଲ୍ଲା ଜୁନିଅର୍ ରେଡକ୍ରସ୍ ସ୍ଵେଚ୍ଛାସେବୀଙ୍କ ସଫଳତା*

11-Feb-2024



ବରଗଡ଼ (ପ୍ରେରଣା ଖବର ) : ଭାରତୀୟ ରେଡକ୍ରସ ସୋସାଇଟି  ଓଡ଼ିଶା ରାଜ୍ୟ ଶାଖା ଆନୁକୁଲ୍ୟରେ ରାଜ୍ୟ ଜୁନିଅର୍ ରେଡକ୍ରସର ଭୁବନେଶ୍ୱର ଠାରେ ପଞ୍ଚ ଦିବସୀୟ ଶିକ୍ଷା ତଥା ପ୍ରଶିକ୍ଷଣ ଶିବିରରେ  ବରଗଡ଼ ଜିଲ୍ଲାର ଜୁନିଅର୍ ରେଡକ୍ରସ୍ ସ୍ଵେଚ୍ଛାସେବୀମାନେ  ସଫଳତା ସହ ଯୋଗଦାନ କରି ବରଗଡ଼ ଜିଲ୍ଲା ପାଇଁ ଗୌରବ ଆଣିଛନ୍ତି । ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ପୂର୍ବତନ ଓଡ଼ିଶା ରାଜ୍ୟ ଶାଖା ରେଡକ୍ରସ୍ ସୋସାଇଟିର ସମ୍ପାଦକ ଡ. ମେଜର କଳ୍ପନା ଦାସ, ରଜ୍ୟ ରେଡକ୍ରସ୍ ଅବୈତନିକ ସମ୍ପାଦକ ବିଭୂତି ଭୂଷଣ ପଟ୍ଟନାୟକ, ଓଲିଓଡ଼ ସିନେ ଅଭିନେତା ସବ୍ୟସାଚୀ ମିଶ୍ର, ଓଡ଼ିଶା ରାଜ୍ୟ ଶାଖାର ଜୁନିଅର୍ ରେଡକ୍ରସ୍ ଅଫିସର ଲକ୍ଷ୍ମଣ ସ୍ୱାଇଁ ପ୍ରମୁଖ ମଞ୍ଚାସିନ ରହି ବକ୍ତଵ୍ୟ ରଖିଥିଲେ ଓ କୃତି ଛାତ୍ରଛାତ୍ରୀ ଜୁନିଅର୍ ମlନଙ୍କୁ ପୁରସ୍କୃତ କରିଥିଲେ।

ଆୟୋଜିତ ହୋଇଥିବା ନଅ ଗୋଟି ପ୍ରତିଯୋଗୀତାରୁ ଦୁଇ ଗୋଟି ପ୍ରତିଯୋଗୀତାରେ ବରଗଡ଼ ଜିଲ୍ଲା ଅନ୍ତର୍ଗତ ବଡବ୍ରlହ୍ମଣି ହାଇସ୍କୁଲର ସ୍ଵେଚ୍ଛାସେବୀ ପ୍ରଭାତ ରଞ୍ଜନ ଖମାରୀ ବକ୍ତୃତା  ପ୍ରତିଯୋଗୀତାରେ ପ୍ରଥମ ସ୍ଥାନ ଅଧିକାର କରିଥିଲେ ଓ ଦଳଗତ ପ୍ରତିଯୋଗିତାରେ  ତେନ୍ତୁଳି ଟିକିରl ହାଇସ୍କୁଲର  ଶ୍ରୀଲକ୍ଷ୍ମୀ ଜାଲ, ହଂସିନି ଜାଲ, ଅଞ୍ଜୁ ଜାଲ ଏବଂ ଝଂlସି ପଧାନ ନୃତ୍ୟ ପ୍ରତିଯୋଗିତାରେ ଦ୍ଵିତୀୟ ସ୍ଥାନ ଅଧିକାର କରିଥିବାରୁ ଅତିଥିଙ୍କ ଠାରୁ ପ୍ରମାଣ ପତ୍ର ଓ  ବିଜୟ ସ୍ମାରକ ପାଇ ପୁରସ୍କୃତ ହୋଇଛନ୍ତି। ଏହି ଜୁନିଅର୍ ମାନଙ୍କୁ କ ବିଜେପୁର ବ୍ଲକ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ, ଗଣ୍ଠିଆପାଲି ର ଜୁନିଅର୍ ରେଡକ୍ରସ୍ ସଂଯୋଜକ ତଥା ଫାଷ୍ଟ ଏଡର ହେମନ୍ତ କୁମାର ସାମଲ ଓ ମାନପୂର୍ ହାଇସ୍କୁଲର ଗାଇଡ ଜୁନିଅର୍ କାଉନସିଲର ସବିତା ପାଣିଗ୍ରାହୀଙ୍କ ନେତୃତ୍ୱରେ ରାଜ୍ଯ ସ୍ତରୀୟ ଶିବିରରେ ଯୋଗ ଦେଇଥିଲେ। ନୈତିକ ପାଧlନ, ସୁପ୍ରୀତି ସାହୁ, ସମୀକ୍ଷା କୁଅଁର, ବୈଶାଳୀ ବେହେରା,ସୋନମ୍ ବେହେରା ଏବଂ  ସୀତୁ ସରlପ ବିଭିନ୍ନ ପ୍ରତିଯୋଗିତାରେ ଭାଗ ନେଇ ବରଗଡ ଜିଲ୍ଲାରୁ ପ୍ରତିନିଧିତ୍ଵ କରିଥିଲେ । ଜିଲ୍ଲା ଶିକ୍ଷା ଅଧିକାରୀ ତଥା ଜିଲ୍ଲା ଜୁନିଅର୍ ରେଡକ୍ରସ୍ ଅଧ୍ୟକ୍ଷ ଶ୍ରୀଯୁକ୍ତ ମିତ୍ରଭାନୁ କଚ୍ଛପ, ଅତିରିକ୍ତ ଜିଲ୍ଳା ଶିକ୍ଷା ଅଧିକାରୀ ତଥା ଜିଲ୍ଲା ଜୁନିଅର୍ ରେଡକ୍ରସର ସମ୍ପାଦକ ଶ୍ରୀଯୁକ୍ତ ରାଧାକାନ୍ତ ଛତ୍ରୀ, ଜିଲ୍ଲା ଜୁନିୟର ରେଡ଼କ୍ରସ୍ ଅଫିସର ଶ୍ରୀଯୁକ୍ତ ମହେନ୍ଦ୍ର ଆଚାର୍ଯ୍ୟ,ପୂର୍ବତନ ଖେଳ ନିରୀକ୍ଷକ ଶ୍ରୀଯୁକ୍ତ ଆଶୁତୋଷ ଦେ,ଜୁନିୟର ରେଡ଼କ୍ରସ୍ ପରାମର୍ଶ ଦାତା ଶ୍ରୀଯୁକ୍ତ ଧର୍ମରାଜ୍ ପ୍ରଧାନ,ମନୋଜ କୁମାର ସାହୁ ତଥା ଅନ୍ୟାନ୍ୟ ବୁଦ୍ଧିଜୀବୀଗଣ ସଫଳତା ନିମନ୍ତେ ଜୁନିଅର ମାନଙ୍କୁ ଶୁଭେଛା ଜଣାଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like