-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

୧୯ତମ ପାତାଳୀ ମହୋତ୍ସବ ଉଦଘାଟିତ-

11-Feb-2024



ଉଲୁଣ୍ଡା (ମନୋରଞ୍ଜନ ତ୍ରିପାଠୀ)
ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଳକ ପ୍ରସିଦ୍ଧ ପୀଠ ଶ୍ରୀ ପାତାଳୀ କ୍ଷେତ୍ର କୋଟସମଲାଇ ଠାରେ ଆଜି ୧୯ତମ ପାତାଳୀ ମହୋତ୍ସବ ଉଦଘାଟିତ ହୋଇଯାଇଛି। ଏଥିରେ ମୁଖ୍ୟଅତିଥି ଭାବେ ସୁବର୍ଣ୍ଣପୁର ଜିଲ୍ଲାପାଳ ଅନ୍ୟା ଦାଶ ଯୋଗ ଦେଇ ଉଦଘାଟନ କରିଥିଲେ। ସମ୍ମାନୀତ ଅତିଥି ଭାବରେ ବୀରମହାରାଜପୁର ଉପଜିଲ୍ଲାପାଳ ଲଳାଟେନ୍ଦୁ ସିଂ, ଡେପୁଟି କଲେକ୍ଟର ଉପେନ୍ଦ୍ର କୁମାର ଦାଶ ଓ ଉଲୁଣ୍ଡା ବିଡ଼ିଓ କରିସ୍ମା ବେସ୍ରା ଯୋଗ ଦେଇଥିଲେ।ଆଜି ପ୍ରଥମ ସନ୍ଧ୍ୟାର ସାଂସ୍କୃତିକ କାର୍ଯ୍ୟକ୍ରମ ବିଦ୍ୟାଳୟ ଓ ଆଞ୍ଚଳିକ କଳାକାର ଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି ମହୋତ୍ସବ 10 ତାରିଖ ଠାରୁ 17 ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ l 
ମହୋତ୍ସବ ଅବସରରେ ଭାଗବତ ସପ୍ତାହ ପାରାୟଣ,୫୬ପ୍ରହରୀ ନାମଯଜ୍ଞ, ଘୃତଯଜ୍ଞ ଆରମ୍ଭ ହୋଇଥିବା ବେଳେ ଶ୍ରୀ ଜଗନ୍ନାଥ ଙ୍କ ପଦ୍ମମୁଖ ବେଶ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ପାତାଳୀ ଶ୍ରୀକ୍ଷେତ୍ର ର ଏକ ଲୋଗୋ ଜିଲ୍ଲାପାଳ ଅନ୍ୟା ଦାଶ ଙ୍କ ଦ୍ଵାରା ଉନ୍ମୋଚନକରାଯାଇଥିଲା।  ଶ୍ରୀ ଅରବିନ୍ଦ ଇଣ୍ଟିଗ୍ରାଣ୍ଟ ଖୁଣ୍ଟୁଲାପାଲି, ବାଘପାଲି ୟୁପି ସ୍କୁଲ, ହରିଣାପାଲି ୟୁପି ସ୍କୁଲ୍, ଖୁଣ୍ଟୁଲାପାଲି ୟୁପି ସ୍କୁଲ୍, କୋଟସମଲାଇ ୟୁପି ସ୍କୁଲ୍,ଶ୍ରୀ ଜଗନ୍ନାଥ ଏକାଡେମୀ କୋଟସମଲାଇ ହାଇସ୍କୁଲ ଆଦି ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଉଦଘାଟନୀ ସଭାରେ ପୂର୍ଣ୍ଣଚନ୍ଦ୍ର ପାଢୀ ସଭା ପରିଚାଳନା କରିଥିବା ବେଳେ କମିଟି ର  ସମ୍ପାଦକ ଉତ୍ତର ପାତ୍ର ତଥା ଅନ୍ୟାନ୍ୟସମସ୍ତ କର୍ମକର୍ତ୍ତା ଉପସ୍ଥିତ ଥିଲେ । ଉଦଘାଟନୀ ଦିବସରେ ହଜାର ହଜାର ଭକ୍ତ ଙ୍କ ସମାଗମ ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like