-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||     

HOME   ଜିଲ୍ଲା

ଧୋବେଇ ସରକାରୀ ଉନ୍ନିତ ହାଇସ୍କୁଲରେ ବାର୍ଷିକ ଉତ୍ସବ ପାଳିତ ।

11-Feb-2024



(ଡୋଲେସ୍ଵର ଵାଗ )
ନୂଆପଡା ଜିଲ୍ଲା ବୋଡ଼େନ ବ୍ଲକ ଅନୁସୂଚୀତ ଜାତି ଓ ଜନଜାତି ଉନ୍ନୟନ ବିଭାଗ ଦ୍ଵାରା ପରିଚାଳିତ ଧୋବେଇ ଉନ୍ନତି ହାଇସ୍କୁଲରେ ବାର୍ଷିକ ଉତ୍ସବ ବିଦ୍ୟାଳୟର ପ୍ରଧାନ ସେବକ ସୁଶୀଲ କୁମାର ପତୀଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଟିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଜିଲ୍ଲା ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ଦୀପ୍ତିମନ୍ତ ଭୋଇ, ମଞ୍ଚାସିନ ଥିବାବେଳେ ସମ୍ମାନିତ ଅତିଥି ଭାବରେ ଜିଲ୍ଲା ଶିକ୍ଷା ନିରୀକ୍ଷକ ଉଦୟ ସିଂ ମାଝୀ,ଗୋଷ୍ଠୀ ଶିକ୍ଷା ଅଧିକାରୀ ରୃଦ୍ରେଶ୍ବର ମେହେର,ଅତିରିକ୍ତ ଜିଲ୍ଲା ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ସଂଜୟ ସିଂ ଭୋଇ  ବୋଡ଼େନ ବ୍ଲକ୍ ମଙ୍ଗଳ ସଂପ୍ରସାରଣ ଅଧିକାରିଣୀ କ୍ଷଣପ୍ରଭା ପାଣିଗ୍ରାହୀ ତଥା  ମୁଖ୍ୟ ବକ୍ତା ଭାବରେ ବିଜୁ ପଟ୍ଟନାୟକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଇତିହାସ ଅଧ୍ୟାପକ ଗୟାଧର ମହାନ୍ତି ଯୋଗଦେଇଥିଲେ  । ସର୍ବ ପ୍ରଥମେ ବିଦ୍ୟାଳୟର ଛାତ୍ରୀମାନଙ୍କ ଦ୍ୱାରା ପ୍ରାରମ୍ଭିକ ସଂଗୀତ ଗାନ କରାଯାଇଥିଲା ।ସଭାପତିଙ୍କ ଅଭିଭାଷଣ ପରେ ସେବିକା ଚାରୁଲତା ସିଂ ବିଦ୍ୟାଳୟର ବାର୍ଷିକ ବିବରଣୀ ପଠନ କରିଥିଲେ । ବିଦ୍ୟାଳୟର ବିକାଶ ତଥା ଛାତ୍ରଛାତ୍ରୀମାନଙ୍କ ଅଗ୍ରଗତି ନିମନ୍ତେ ବିଭିନ୍ନ ଯୋଜନା ତଥା ସଫଳତାର ମନ୍ତ୍ର ବିଭିନ୍ନ ଉଦାହରଣ ମାଧ୍ୟମରେ ସମସ୍ତ ଅତିଥି ନିଜସ୍ଵ ଅଭିଭାଷଣରେ ରଖିଥିଲେ ।  ବିଦ୍ୟାଳୟର ବିଭିନ୍ନ ଆସୁବିଧା ଉପରେ ବିଭାଗୀୟ ଅଧିକାରୀ ଙ୍କ ନିକଟରେ ଦୃଷ୍ଟିଆକର୍ଷଣ କରାଯାଇଥିଲା । ଏହା ର ଯଥା ଶୀଘ୍ର ସମାଧାନ କରିବା ପାଇଁ ଜିଲ୍ଲା  ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ଶ୍ରୀ ଭୋଇ ବାର୍ଷିକ ଉତ୍ସବରେ ପ୍ରତିଶ୍ରୁତି ଦେଇଥିଲେ । ବାର୍ଷିକ କ୍ରୀଡ଼ା ତଥା ବିଭିନ୍ନ ପ୍ରତିଯୋଗିତାରେ ସଫଳତା ପାଇଥିବା ଛାତ୍ରଛାତ୍ରୀ ମାନଙ୍କୁ ମାନପତ୍ର ସହ ଟ୍ରଫି ପ୍ରଦାନ  କରାଯାଇଥିବା ବେଲେ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କୁ ନେଇ ଆଦିବାସୀ ନୃତ୍ୟ,ଘୁଡୁକା ନୃତ୍ୟ, ସମ୍ବଲପୁରୀ ନୃତ୍ୟ ପରିବେଷଣ କରି ଦର୍ଶକ ମାନଙ୍କର ମନକୁ ଆକୃଷ୍ଟ କରିପାରିଥିଲେ ।ଏହି କାର୍ଯ୍ୟକ୍ରମକୁ ବିଦ୍ୟାଳୟର ଅନ୍ୟାନ୍ୟ ଶିକ୍ଷକ ଲୋକରଞ୍ଜନ ସୁନାନୀ, ମୋହିତ ମୋହନ ମେହେର, ଭୈରବ ମେହେର,ଲିଲେନ୍ଦ୍ର ହଂସ,ପୃଥିରାଜ ସୁନାନୀ,ମନୋଜ ବରିହା,ହୋହେନ୍ଧ୍ର ଚିନ୍ଦା, ପ୍ରଶାନ୍ତ ବେହେରା, ସହଯୋଗ ପ୍ରଦାନ କରିଥିଲେ। ମଞ୍ଚାପରିଚାଲାନା ସେବକ ପ୍ରଶାନ୍ତ ବେହେରା କରିଥିବାବେଳେ  ସେବକ ଲୋକରଞ୍ଜନ୍ ସୁନାନି ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026

You Might Also Like