-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||     

HOME   ଜିଲ୍ଲା

ଡୁଙ୍ଗୁରିପାଲି ବ୍ଲକ ସ୍ତରୀୟ ପ୍ରଧାନଶିକ୍ଷକ ମାସିକ ସମ୍ମିଳନୀ

10-Feb-2024



ଡୁଙ୍ଗୁରିପାଲି ( ପ୍ରେରଣା ଖବର ): ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ କନ୍ଦାଗାଡ ଉଚ୍ଚ ବିଦ୍ୟାଳୟରେ ବ୍ଲକ ର ସମସ୍ତ ହାଇସ୍କୁଲ ର ପ୍ରଧାନଶିକ୍ଷକ ମାନଙ୍କ ମାସିକ ସମ୍ମିଳନୀ ଆୟୋଜିତ ହୋଇଯାଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀ ଗଣେଶ କିସାନ ଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ଅତିରିକ୍ତ ଶିକ୍ଷା ଅଧିକାରୀ ଡ. ରାଧାକାନ୍ତ ଗଡତିଆ ଜିଲ୍ଲା ନିରୀକ୍ଷକ ଭାବରେ ଯୋଗଦେଇ ଓସେପା ଙ୍କ ଗାଇଡଲାଇନ ଅନୁସାରେ ସ୍କୁଲ ବିକାଶ ର ବିଭିନ୍ନ ଦିଗ ଉପରେ ମାର୍ଗଦର୍ଶନ କରିଥିଲେ।

ସ୍କୁଲ ସ୍ତରରେ କାର୍ଯକାରୀ ହେଉଥିବା ହାଉସ ଏବଂ କ୍ଲବ ସିଷ୍ଟମ, ଆଗାମୀ ପେବୃୟାରୀ ୨୦ ତାରିଖରୁ ହେବାକୁଥିବା ମ୍ୟାଟ୍ରିକ ପରୀକ୍ଷାର  ସୁପରିଚାଳନା ଏବଂ ୫ ଟି ଅନ୍ତର୍ଗତ ସ୍କୁଲ ସମୂହର କ୍ରମ ବିକାଶ ବିଷୟରେ ପୁଙ୍ଖାନୁପୁଙ୍ଖ ଭାବରେ ଆଲୋଚନା ହୋଇଥିଲା । ଶୁଖା ମାଧ୍ୟମିକ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଜୟକୃଷ୍ଣ ପ୍ରଧାନ, ରାମପୁର ବାଳକ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ପ୍ରାଣବନ୍ଧୁ ହୋତା, ମାୟାବର୍ହା ହାଇସ୍କୁଲର ପ୍ରଧାନଶିକ୍ଷକ ରବିଚନ୍ଦ୍ର ପଶାୟତ ଏବଂ ଆୟୋଜକ କନ୍ଦାଗାଡ ହାଇସ୍କୁଲ ର ପ୍ରଧାନଶିକ୍ଷକ ବିଶ୍ୱାମିତ୍ର ବାରିକ ମଞ୍ଚାସୀନ ରହି ୨୮ ଗୋଟି ହାଇସ୍କୁଲ ରୁ ଯୋଗଦେଇଥିବା ପ୍ରଧାନଶିକ୍ଷକ ମାନଙ୍କ  ସକ୍ରିୟ ଆଲୋଚନାଚକ୍ର ରେ ମତବ୍ୟକ୍ତ କରିଥିଲେ ।

ଆୟୋଜକ ସ୍କୁଲର ସ୍ମାର୍ଟ କ୍ଲାସ, ସାଇନ୍ସ ଲାବୋରୋଟାରି, କମ୍ପ୍ୟୁଟର ଗୃହ ପରିଦର୍ଶନ କରି ଛାତ୍ରଛାତ୍ରୀ ଙ୍କ ଠାରୁ ନିଜ ନିଜର ଉପଲବ୍ଧି ବିଷୟ ରେ ସମସ୍ତେ ଅବଗତ ହୋଇଥିଲେ। ପରିଶେଷରେ ଆୟୋଜକ ସ୍କୁଲ ର ବରିଷ୍ଠ ଶିକ୍ଷକ ସମ୍ପଦ ଖମାରୀ ଧନ୍ୟବାଦ୍ ଅର୍ପଣ କରିଥିଲେ। ପ୍ରକାଶଥାଉକି ଆଗାମୀ ମାସର ବ୍ଲକ ସ୍ତରୀୟ ପ୍ରଧାନଶିକ୍ଷକ ସମ୍ମିଳନୀ ସ୍ଥାନୀୟ ଚନ୍ଦଲୀ ହାଇସ୍କୁଲ ରେ ଆୟୋଜିତ ହେବ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026

You Might Also Like