-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||     

HOME   ଜିଲ୍ଲା

ମେଣ୍ଡା ହାଇସ୍କୁଲର ବାର୍ଷିକ ଉତ୍ସବ

11-Feb-2024



ତରଭା ( ପ୍ରେରଣା ଖବର )- ତରଭା ବ୍ଲକ ଅନ୍ତର୍ଗତ  ମେଣ୍ଡା ହାଇସ୍କୁଲରେ ପ୍ରଧାନଶିକ୍ଷକ ଝସକେତନ ମେହେରଙ୍କ ସଭାପତିତ୍ୱରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟଅତିଥି ଭାବରେ ତରଭା ପଂଚାୟତ ସମିତିର ଅଧ୍ୟକ୍ଷ ସରୋଜ କମ୍ପ,  ମୁଖ୍ୟବକ୍ତା ଭାବରେ ଓଡିଶା ଆଦର୍ଶବିଦ୍ୟାଳୟ, ପଚରଚେପାର ଅଧ୍ୟକ୍ଷ କ୍ଷମାନିଧି ଝାଙ୍କର , ସମ୍ମାନୀତ ଅତିଥି ଭାବରେ ମୋ ସ୍କୁଲ ଅଭିଯାନର ସଭାପତି ନାରାୟଣ ଝାଙ୍କର, ବିଦ୍ୟାଳୟ ପରିଚାଳନା ପରିଷଦ ସଭାପତି ତଥା ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ଅଶୋକ  ବିଶି, ଶିକ୍ଷକ ଶ୍ରୀନିଳକାନ୍ତ ବେହେରା ଯୋଗଦେଇ ଛାତ୍ରଛାତ୍ରୀ ମାନଙ୍କୁ ଜୀବନ ଯାତ୍ରାରେ କୃତିତ୍ୱ ହାସଲ କରିବା ତଥା ମା ମାଟିର ସମ୍ମାନ ରକ୍ଷାକରି ବିଦ୍ୟାଳୟର ଗୌରବ ଆଣିବା ପାଇଁ ଅତିଥି ଗଣ ମତବ୍ୟକ୍ତ କରିଥିଲେ । 

ଶିକ୍ଷକ ଚିତରଂଜନ ବଣକୀ ଅତଥି ପରିଚୟ ପ୍ରଦାନ କରିଥିବା ବେଳେ ଶିକ୍ଷକ ଭୋଜରାଜ ପ୍ରଧାନ ବାର୍ଷିକ ବିବରଣୀ  ପାଠ କରିଥିଲେ । ବିଗତ ମ୍ୟାଟ୍ରୀକ ପରୀକ୍ଷାରେ ଏ ୧ ଗ୍ରେଡ ପାଇଥିବା ଛାତ୍ର୍ ଅନୁରାଗ ପାଣିଗ୍ରାହୀ , ସୁମନ୍ତ କର୍ମି ଓ ଛାତ୍ରୀ ରୋଜୀ ମେହେର ଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । 

ଏହି ଅବସରରେ ବିଦ୍ୟାଳୟରେ ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । କାର୍ଯ୍ୟକ୍ରମରେ ଶିକ୍ଷକ ମଧୁସୁଦନ ନାଏକ, ନରସିଂହ ପଟେଲ, ଧ୍ରୁବାନନ୍ଦ ସେଠି , ଭାଗ୍ୟବାନ ଝାଙ୍କର, ବଭୀଷଣ  ରଣା, ଶିକ୍ଷୟିତ୍ରି ି ସୁପ୍ରିୟା ନାୟକ, ବୀଣାପାଣି ପାଣିଗ୍ରାହୀ, ମିନତୀ ି ନାୟକ, ଶବ୍ୟା ସେଠ, କର୍ମଚାରୀ ଗୋବିନ୍ଦ ଦଣ୍ଡସେନା, ଚମ୍ପେଶ୍ୱର ଭୋଇ, ସମାଜସେବୀ ବିଶ୍ୱରଂଜନ ଦଳବେହେରା, ପଦ୍ମନାଭ ମଲ୍ଲୀକ ତଥା ଗ୍ରାମବାସୀ ଉପସ୍ଥିତ ରହି       ସହଯୋଗ କରିଥିଲେ । କାର୍ଯ୍ୟକ୍ରମ ଶେଷରେ ଶିକ୍ଷକ ସନ୍ତୋଷ କୁମାର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026

You Might Also Like