-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||     

HOME   ଜିଲ୍ଲା

ଦ୍ଵିତୀୟ ସେମିଫାଇନାଲରେ କଣ୍ଟାବାଞ୍ଜି କୋଷ୍ଟାଲ ୧୧କୁ ହରାଇ ଫାଇନାଳରେ ସମ୍ବଲପୁର ଭାରତ କ୍ଲବ

11-Feb-2024



ବଲାଙ୍ଗିର,- ସ୍ଥାନୀୟ ପୃଥ୍ୱୀରାଜ ହାଇସ୍କୁଲ ଖେଳ ପଡିଆ ରେ ବଲାଙ୍ଗିର ଫ୍ରେଣ୍ଡସ କ୍ଲବ ପକ୍ଷରୁ ରାଜ୍ୟ ସ୍ତରୀୟ ଫୁଟବଲ ପ୍ରତିଯୋଗୀତା ଅନୁଷ୍ଠିତ ହୋଇଯାଇଛି । ରବିବାର ୨ୟ ସେମିଫାଇନାଲରେ ପ୍ରତିଯୋଗିତା ର ଷଷ୍ଠ ଦିବସରେ କ୍ଲବର ସଭାପତି ଲୋଟସ ଷଡ଼ଙ୍ଗୀଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥି ଭାବରେ ପୂର୍ବତନ ସାଂସଦ ତଥା ହାଉସିଂ ବୋର୍ଡ ଅଧକ୍ଷ କଳିକେଶ ନାରାୟଣ ସିଂହଦେଓ, ଜିଲ୍ଲା କ୍ରୀଡାଧିକାରୀ

ପରାସର ବାଗ, ଜିଲ୍ଲା ସାମ୍ବାଦିକ ସଙ୍ଘ ସଭାପତି ଶିବ ପ୍ରସାଦ ପରିଡ଼ା, ବଲାଙ୍ଗିର ହୋଟେଲ ସଂଘ ସାଧାରଣ ସମ୍ପାଦକ ରବି ନାରାୟଣ ପୁଝାରି, ବଲାଙ୍ଗିର ରାଜ ମିସ୍ତ୍ରୀ ନିର୍ମାଣ ଶ୍ରମିକ ସଙ୍ଘ ସଭାପତି ଶମ୍ଭୁ ନାଗ, କ୍ଲବ ସମ୍ପାଦକ ଜଗନ୍ନାଥ ମିଶ୍ର  ଏବଂ କୋଷାଧକ୍ଷ ରଂଜିତ ବେହେରା ମଂଚାସିନ ଥିଲେ । ଶଶିକାନ୍ତ ଦାସୀଆ, ସୁଦର୍ଶନ ସେଠ, ଜିତୁ ଦଳେଇ, ବୈକୁଣ୍ଠ ଜେନା ଖେଳକୁ ପରିଚାଳନା କରିଥବା ବେଳେ ମ୍ୟାଚ କମିସନର ଭାବରେ ଶୁନିଲ ଚନ୍ଦ୍ର ବିଶ୍ୱାଲ ରହିଥିଲେ । ଆଜିର ଏହି ଷଷ୍ଠ ଦିନର ଖେଳରେ ଭାରତ କ୍ଲବ ସମ୍ବଲପୁର ଏବଂ କୋଷ୍ଟାଲ 11 କଣ୍ଟାବାଞ୍ଜି ମଧ୍ୟରେ ହୋଇଥିଲା ।  ସଂଘର୍ଷପୁଣ୍ଣ ଏହି ଖେଳରେ ମ୍ୟାଚଟି ଅମିମାଶିଂତ ରହିଥିଲା l ଟ୍ରାଇବ୍ରେକରରେ  ଭାରତ କ୍ଲବ ସମ୍ବଲପୁର ଦଳ ବିଜୟୀ ହୋଇଥିଲା । ଆଜିର ଷଷ୍ଠ ଦିନର ଦ୍ଵିତୀୟ ସେମିଫାଇନାଲରେ ବଲାଙ୍ଗିର ବିଶିଷ୍ଠ କ୍ରିଡାବିତ ଜ୍ୟୋତି ନାଗ, ଶାନ୍ତନୁ ମିଶ୍ର,ସୁନିଲ ବିଶ୍ୱାଳ ଓ ଶତ୍ରୁଘନ ସିଂହଙ୍କୁ ଅତିଥିମାନଙ୍କ ଦ୍ୱାରା ସମ୍ମର୍ଦ୍ଧନା କରାଯାଇଥିଲା l ବୁଦ୍ଧିରାଜ ବିଶ୍ୱାଳ, ଖୀତେସ୍ୱର ବିଶ୍ୱାଳ, ଯତୀନ୍ଦ୍ର ମିଶ୍ର, କୃଷ୍ଣ ଚନ୍ଦ୍ର ମିଶ୍ର, ରାଜକୁମାର ପାଣିଗ୍ରାହୀ,ଜୟ ନାରାୟଣ ବହିଦାର, ପବିତ୍ର ଖୁଣ୍ଟିଆ, ଲକ୍ଷ୍ମୀ ସ୍ୱାଇଁ,ପିଣ୍ଟୁ ପୁରୋହିତ,କିଶୋର ଦଣ୍ଡସେନା, ସୋମନାଥ ମିଶ୍ର, ଗୋବିନ୍ଦ ଶତପଥୀ, ସାଞ୍ଜୀବ ସାହୁ, ମନୋଜ କୁମାର ମିଶ୍ର, ଧର୍ମେନ୍ଦ୍ର କୁମ୍ଭାର,ପୃଥୀରାଜ ବରାଡ, ରାମ ନାଏକ, ସୋନୁ ପଟ୍ଟନାୟକ, ପୂର୍ଣ୍ଣ ତ୍ରୀପାଠୀ, ଦେବେନ ପାତ୍ର, ବିଭୁତି ସ୍ୱାଇଁ, ସନତ ତ୍ରିପାଠୀ, ଟିକୁ ପରିଚ୍ଛା , ନିତ୍ୟା ପଧାନ, ବିକାଶ ସା, ବିନୋଦ କାଲସାଏ,

ସରୋଜ ସାହୁ,ଇନ୍ଦ୍ରମଣି ନନ୍ଦ, ମଣ୍ଟୁ ମିଶ୍ର, ସୂର୍ଯ୍ୟ ମେହେର, ଅରୌ ରଞ୍ଜନ ମହାପାତ୍ର, ବିଜୟ ପଧାନ, ମନୋଜ ଦୀପ,ପ୍ରଶାନ୍ତ ସେଠ, କମ୍ବୁ ତ୍ରିପାଠୀ, ମୁନା ପାଳ, କାଳିଆ ଜେନା ପ୍ରମୁଖ ଉପସ୍ଥିତ ରହି ଖେଳାଳୀ ମାନଙ୍କୁ ଉତ୍ସାହିତ କରିଥିଲେ । ଆସନ୍ତା କାଲି ଫାଇନାଲରେ ଭାରତ କ୍ଲବ ସମ୍ବଲପୁର ଏବଂ କଦଳୀପାଲି ବରଗଡ଼ ମଧ୍ୟରେ ଦିବା 3.00ଟା ସମୟରେ ଖେଳ ଅନୁଷ୍ଠିତ ହେବ ବୋଲି କମିଟୀ ପକ୍ଷରୁ ସୁଚନା ଦେଇଛନ୍ତି । ମଧୁ ବଂଚୋର ପରିଚାଳନା କରିଥିବା ବେଳେ କ୍ଲବର ସଧାରଣ ସମ୍ପାଦକ ଶ୍ରୀ ମିଶ୍ର ଧନ୍ୟବାଦ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026

You Might Also Like