-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||     

HOME   ଜିଲ୍ଲା

ଋଣ୍ଡିମହୁଲ ପଞ୍ଚାୟତ କାର୍ଯ୍ୟାଳୟରେ ଆମ ଓଡିଶା ନବୀନ ଓଡିଶା ଲୋଗୋ ଥିବା ବ୍ୟାଗ ପୋଡିଲେ ବିଜେପି କର୍ମୀ

11-Feb-2024



କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ ): କଣ୍ଟାମାଳ ବ୍ଲକ୍ ଅନ୍ତର୍ଗତ ରୁଣ୍ଡିମହୁଲ ପଞ୍ଚାୟତର କାର୍ଯ୍ୟଳୟ ପରିସରରେ ରବିବାର ଚାଉଳ ବଣ୍ଟନ କରାଯାଇଛି  l  ଚାଉଳ ବଣ୍ଟନ ସମୟରେ ହିତାଧିକାରୀଙ୍କୁ ଚାଉଳ ସହିତ ଗୋଟିଏ ଲେଖାଏଁ ବ୍ୟାଗ ଦିଆଯାଇଥିଲା  l  ଏହି ବ୍ୟାଗରେ ଆମ ଓଡ଼ିଶା ନବୀନ ଓଡିଶା ଶଂଖ ଚିହ୍ନ ଥିବା ଲୋଗୋ ଦେଖି ସେଠାରେ ଉତ୍ତେଜନା ଦେଖା ଦେଇଥିଲା ।

 କେନ୍ଦ୍ର ସରକାର ଜଣ ପ୍ରତି ୫ କେଜି ଚାଉଳ ଦେଉଥିବା ବେଳେ କେଉଁ ଉଦ୍ଦେଶ୍ୟରେ ଚାଉଳ ସହ ବିଜେଡି ବ୍ୟାଗ୍ ବଣ୍ଟନ କରାଯାଉଛି କହି ବିଜେପିର କାର୍ଯ୍ୟକର୍ତ୍ତା ମାନେ ପ୍ରତିବାଦ କରିଥିଲେ ।କେନ୍ଦ୍ର ସରକାର ଚାଉଳ ଦେଉଥିବାବେଳେ ରାଜ୍ୟ ସରକାର ଲୋଗୋଥିବା ବ୍ୟାଗ ବାଣ୍ଟି ବାହା ବାହା ନେଉଥିବା ନେଇ ବିଜେପି କର୍ମକର୍ତ୍ତା ମାନେ ଦୃଢ଼ ନିନ୍ଦା କରିଥିଲେ ।  ଏ ସମ୍ପର୍କରେ କଣ୍ଟାମାଳ ବିଡ଼ିଓ

ସାମି ଜୟଶ୍ରୀ ରେଡ୍ଡୀ ଓ ଜିଲ୍ଲା ଯୋଗାଣ ଅଧିକାରୀ ଶ୍ରୀନାଥ ହାଁସଦା କୁ ଫୋନ୍ କରି ବ୍ୟାଗ୍ ବଣ୍ଟନ ବନ୍ଦ କରିବାକୁ ଚେତାବନୀ ଦେଇଥିଲେ ।  ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ବିଜେପି କର୍ମକର୍ତ୍ତା କିଛି ବ୍ୟାଗ୍ କୁ ପେଟ୍ରୋଲ୍ ଢାଳି ନିଆଁ ଲଗାଇ ପୋଡିଦେଇ ପ୍ରତିବାଦ କରିଥିବା ଦୃଶ୍ୟ ଦେଖିବାକୁ ମିଳିଛି । ଏହି ପ୍ରତିବାଦ ରେ ରାଜ୍ୟ ବିଜେପି କାର୍ଯ୍ୟକାରୀଣୀ ସଦସ୍ୟ କହ୍ନେଇ  ଚରଣ ଡାଙ୍ଗ, ମଣ୍ଡଳ ସଭାପତି ଅନୀଲ୍ ପ୍ରଧାନ, ନିରଂଜନ କର୍ଣ୍ଣ ଓ ବିଜେପି କର୍ମକର୍ତ୍ତା ମାନେ ସାମିଲଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026

You Might Also Like