-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||     

HOME   ଜିଲ୍ଲା

ବିନିକାରେ ସ୍ଵେଛାକୃତ ରକ୍ତଦାନ ଶିବିର, ୨୮ ୟୁନିଟ ରକ୍ତ ସଂଗ୍ରହ

11-Feb-2024



ବିନିକା(ହିମାଂଶୁ ଶେଖର ପୁଟେଲ)ବିନିକା ଏନଏସି ୧୦ନଂୱାର୍ଡ ଉର୍ଲେ ଗ୍ରାମର ବିଶିଷ୍ଟ ସମାଜସେବୀ ସ୍ବର୍ଗତ ରାଜେନ୍ଦ୍ର ପ୍ରସାଦ ପଣ୍ଡାଙ୍କ ତୃତୀୟ ଶ୍ରାଦ୍ଧ ବାର୍ଷିକୀ ଅବସରରେ ରାଜେନ୍ଦ୍ର ସ୍ମୃତି କମିଟି ପକ୍ଷରୁ ଦ୍ୱିତୀୟ ରକ୍ତଦାନ ଶିବିର ବିନିକା ସ୍ପୋର୍ଟ୍ସ କ୍ଲବ ଠାରେ ରବିବାର ଅନୁଷ୍ଟିତ ହୋଇଥିଲା ଏହାକୁ ବିନିକା ସହରର ସାମାଜିକ କର୍ମୀ ଶ୍ୟାମ ପ୍ରସାଦ ଅଗ୍ରୱାଲ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଶିବିରକୁ ଫିତା କାଟି ଉଦ୍ଘାଟନ କରିଥିଲେ ।ଅନ୍ୟ ମାନଙ୍କ ମଧ୍ୟରେ ଏଥିରେ  ସାମ୍ବାନୀତ ଅତିଥି ଯୁବ ଶିଳ୍ପ ଉଦ୍ୟୋଗୀ ମମତାଜ ପଣ୍ଡା, କାଉନସିଲର ବୈରାଗୀ ପଧାନ, ଉପସ୍ଥିତ ଥିଲେ lସ୍ବର୍ଗତ ରାଜେନ୍ଦ୍ର ପ୍ରସାଦ ପଣ୍ଡା ସୃତି କମିଟିର ପ୍ରତିଷ୍ଠାତା ରାମ ଗୋପାଳ ବାଘଙ୍କ ତତ୍ତ୍ୱାବଧାନରେ ପରିଚାଳିତ ଏହି ଶିବିରରେ ବୁର୍ଲା ରକ୍ତ ଭଣ୍ଡାର ଡାକ୍ତର ଅୟସ ଅଗ୍ରୱାଲଙ୍କ ନେତୃତ୍ୱରେ ପିଆରଓ ଦେବାଶିଷ ମିଶ୍ର,ପ୍ରହଲ୍ଲାଦ କୁମାର ଭୋଇ,ଗଣେଶ ପ୍ରଧାନ,ଅଗ୍ନି ମହାନନ୍ଦ ପ୍ରମୁଖ କର୍ମଚାରୀ ଆସି ସ୍ଵେଚ୍ଛାସେବୀଙ୍କ ଠାରୁ ରକ୍ତ ସଂଗ୍ରହ କରିଥିଲେ। ମୋଟ ୨୮ୟୁନିଟ ରକ୍ତ ସଂଗ୍ରହ ହୋଇଥିଲା ।ଶିବିର ପରିଦର୍ଶନରେ ସିଦ୍ଧାର୍ଥ ଜୁନିଅର କଲେଜ ଅଧ୍ୟକ୍ଷା ରେଖା ପ୍ରଧାନ,ବିନିକା ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ସତ୍ୟ ନାରାୟଣ ପ୍ରଧାନ,ସାମ୍ବାଦିକ ଦିଲ୍ଲୀପ କୁମାର ସାହୁ, ଲାଇବ୍ରେରୀଏନ ଗରିବ ସାଲାମା,ଏନଏସି  କର୍ମଚାରୀ ମୋହନ ମହାନନ୍ଦ ପ୍ରମୁଖ ଆସି ଅନ୍ୟ ମାନଙ୍କ ଜୀବନ ଦାନ ପାଇଁ ରକ୍ତ ଦାନ କରୁଥିବା ସ୍ଵେଚ୍ଛାସେବୀ ମାନଙ୍କୁ ପ୍ରଶଂସା କରିଥିଲେ ।ଶିବିର ପରିଚାଳନାରେ ଅର୍ଜୁନ ପଣ୍ଡା, ପ୍ରତାପ କୁମାର ସାହୁ,ଜୟରାମ ସେଠ୍,ବିଜେ ସାମଲ,ଓମ ପ୍ରଭାସ ପୁଟେଲ ପ୍ରମୁଖ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026

You Might Also Like