-+91-9937148622 |

prerana_bgr@rediffmail.com |

  Friday 7th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବର୍ଷାରେ ଭାଙ୍ଗିଲା ଘର ଅଳ୍ପେକ ବର୍ତିଲେ ବୃଦ୍ଧ ଦମ୍ପତି   (07-Aug-2026)       ||      ବନ୍ୟାକ୍ଷୟକ୍ଷତିର ଆକଳନ,ଚାଷୀଙ୍କୁ ସଠିକ ଦରରେ ସାରଯୋଗାଣ ନେଇ ପ୍ରଶାସନକୁ କାଳିକେଶଙ୍କ ନିର୍ଦ୍ଦେଶ   (07-Aug-2026)       ||      ବଜରଙ୍ଗୀ ସଂଘ ପକ୍ଷରୁ ଗୋଖାଦ୍ୟ ବଣ୍ଟନ   (07-Aug-2026)       ||      ବରପାଲି ପ୍ରଶାସନ ପକ୍ଷରୁ ସ୍ୱାଧୀନତା ଦିବସ ଅବସର ରେ ଚିତ୍ରାଙ୍କନ ଓ ବକ୍ତୃତା ପ୍ରତିଯୋଗିତା   (07-Aug-2026)       ||      *ସୁବର୍ଣ୍ଣପୁର ଗସ୍ତରେ ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକ ଶ୍ରୀ ବି. ପରମେଶ୍ୱରନ୍*- *ଏସ ଆଇ ଆର୍ ଉପରେ କଲେ ସମୀକ୍ଷା*-   (07-Aug-2026)       ||      ଛତାମଖନା ବନ୍ଧର କ୍ଷୟକ୍ଷତି ଘଟଣାର ନିରପେକ୍ଷ ତଦନ୍ତ ଦାବି କଲେ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ   (07-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ କ୍ୟାନ୍ସର ସଚେତନତା କାର୍ଯ୍ୟକ୍ରମ   (07-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଛାତ୍ରୀ ମାନେ ରାଜ୍ୟ ସ୍ତରରେ ସମ୍ବର୍ଦ୍ଧିତ   (07-Aug-2026)       ||      ଅତିରିକ୍ତ ତହସିଲ ଖୋଲିବାକୁ ନେଇ ଜିଲ୍ଲାପାଳଙ୍କ ସ୍ଥାନ ପରିଦର୍ଶନ   (07-Aug-2026)       ||      ଜିଲ୍ଲାପାଳଙ୍କ ଡାକ୍ତରଖାନା ପରିଦର୍ଶନ, ସ୍ବଚ୍ଛତାକୁ ନେଇ ଅସନ୍ତୋଷ ପ୍ରକାଶ କଲେ   (07-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ପ୍ରେରଣା ପକ୍ଷରୁ ଜିଲ୍ଲାସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   (06-Aug-2026)       ||      ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   (06-Aug-2026)       ||      ଆଦର୍ଶ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ    (06-Aug-2026)       ||      ବିଜେପି ର ମଣ୍ଡଳ ସ୍ତରୀୟ ମାସିକ ବୈଠକ   (06-Aug-2026)       ||      ପୁରାତନ ଶୈବ ପୀଠ ବାବା ଅଷ୍ଟଶମ୍ଭୁ ମହାଦେବ ମନ୍ଦିରରେ କାଉଁରିଆ ମାନଙ୍କର ପ୍ରବଳ ଭିଡ଼ |   (06-Aug-2026)       ||      ସହରବାସୀଙ୍କୁ ପୁଣି ଜଣ୍ଡିସ୍ ଭୟ ସହରବାସୀଙ୍କୁ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ଯୋଗାଇବାରେ ଫେଲ|   (06-Aug-2026)       ||      ନୂଆପଡ଼ାରେ ଅବକାରୀ ବିଭାଗ ଚଢ଼ାଉ: ବିପୁଳ ପରିମାଣର ମଦ ଓ ଖଜୁରୀ ତାଡ଼ି ଜବତ, ୫ ଗିରଫ   (06-Aug-2026)       ||      କେନ୍ଦୁପତ୍ର ଶ୍ରମିକ ମାନଙ୍କୁ ବୋନସ ପ୍ରଦାନ ନିଷ୍ପତ୍ତି ଦେଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା କଲେ ବରଗଡ ସାଂସଦ:୩ଟି ପ୍ରମୁଖ ଦାବୀ ଉପରେ ଆଲୋଚନା   (06-Aug-2026)       ||      ଲାୟନ୍ସ କ୍ଳବ୍ ପକ୍ଷରୁ ଅସହାୟ ଲୋକଙ୍କୁ ବନ୍ୟା ସହାୟତା    (06-Aug-2026)       ||      ସମ୍ବଲପୁର ବିଜେପି କୃଷକ ମୋର୍ଚ୍ଚା ର ଜିଲ୍ଲା ଟିମ ର ନାମ ଘୋଷଣା*   (06-Aug-2026)       ||     

HOME   ଜିଲ୍ଲା

ତୁଷୁରାରେ ବହୁଭାଷୀ କବିତା ଆସର

11-Feb-2024



ତୁଷୁରା (ପଞ୍ଚାନନ ନାଏକ) ତୋଷାଳୀ ମହୋତ୍ସବ ଉପଲକ୍ଷେ  ତୁଷୁରା ସହର ସ୍ଥିତ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ବୌଦ୍ଧିକ ମଣ୍ଡପ ଠାରେ ନିଷାନ୍ କୁଟୁମ୍ ଆନୁକୂଲ୍ୟରେ ବହୁଭାଷୀ କବିତା ଆସର ଅନୁଷ୍ଠିତ ହୋଇଥିଲା। ପ୍ରଥମ ଅଧିବେଶନରେ ନିଷାନ୍ର ସଭାପତି ଶ୍ଯାମ ସୁନ୍ଦର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ନିଷାନ୍ ର ସଂପାଦକ ଆଶୁକବି ହେମନ୍ତ ଦାଶ ସଭା ସଞ୍ଚାଳନ କରିଥିଲେ। ମୁଖ୍ୟ ଅତିଥି ଭାବେ ବିଶିଷ୍ଟ ସାହିତ୍ୟିକ ତଥା ସ୍ତମ୍ଭକାର ତୁଳସୀ ଜୈନ ଯୋଗ ଦେଇ କୋସଲି ଭାସାର୍ ବୃଦ୍ଧି ସକାଶେ ନିଷାନ୍ ସାହିତ୍ୟ ସଂସଦର ଭୂମିକାକୁ ଭୂୟସୀ ପ୍ରଶଂସା କରିଥିଲେ। ସମ୍ମାନିତ ଅତିଥି ଭାବେ କୋସଲ ସାହିତ୍ୟ ଏକାଡେ଼ମୀ ର ସଭାପତି ଦେବେନ୍ଦ୍ର ନାଏକ, ତୋଷାଳୀ ମହୋତ୍ସବ କମିଟୀର ସଭାପତି ବ୍ରହ୍ମାନନ୍ଦ ପାଣ୍ଡିଆ,ଉପ ସଭାପତି ଦେବବ୍ରତ ପାଣିଗ୍ରାହୀ, ସଂପାଦକ ଜିତେନ୍ଦ୍ର ମହାପାତ୍ର, ୟୁଥ୍ ଏକସନ୍ କମିଟିର ସଭାପତି ଲିସନ୍ କୁମାର୍ ପ୍ରଧାନ
ଯୋଗ ଦେଇଥିଲେ। ମୁଖ୍ୟବକ୍ତା ଭାବେ   ବିଶିଷ୍ଟ ବାଗ୍ମୀ ରାଜମଣି ସାହୁ ଯୋଗ ଦେଇ କୋସଲି ଭାଷାର ଐତିହାସିକ ପୃଷ୍ଠଭୂମି ଉପରେ ଆଲୋକପାତ କରିଥିଲେ।  ବିଭିନ୍ନ କ୍ଷେତ୍ରରେ ଉତ୍କର୍ଷତା ହାସଲ କରିଥିବା ପ୍ରତିଭାଙ୍କୁ ଉପଢୌକନ ଓ ମାନପତ୍ର ପ୍ରଦାନ କରି ସମ୍ବର୍ଦ୍ଧିତ କରାଯାଇଥିଲା।  ଦ୍ବିତୀୟ ଅଧିବେଶନରେ   କବୟିତ୍ରୀ ସବିତା ମହରା ଓ ଚନ୍ଦ୍ରାବତୀ ପାଣ୍ଡେଙ୍କ ସଂଯୋଜନା ରେ ବହୁଭାଷୀ କବିତା ଆସର ଅନୁଷ୍ଠିତ ହୋଇଥିଲା। ବଲାଙ୍ଗିର, କଳାହାଣ୍ଡି, ସୁବର୍ଣ୍ଣପୁର, ବରଗଡ, ସମ୍ବଲପୁର ଓ ବୌଦ୍ଧ ଆଦି ଜିଲ୍ଲାରୁ ଆସିଥିବା କବି ଓ କବୟିତ୍ରୀମାନେ ସ୍ବରଚିତ କବିତା ପାଠ କରି ଉପସ୍ଥିତ ଶ୍ରୋତାଙ୍କୁ ମନମୁଗ୍ଧ କରି ଦେଇଥିଲେ। ସଭା ପ୍ରାରମ୍ଭରେ  କବୟିତ୍ରୀ ତୃପ୍ତିମୟୀ ତ୍ରିପାଠୀ ସ୍ବାଗତ ସଂଗୀତ ପରିବେଷଣ କରିଥିବା ବେଳେ ଶେଷରେ କବୟିତ୍ରୀ ବବିତା ନାୟକ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବର୍ଷାରେ ଭାଙ୍ଗିଲା ଘର ଅଳ୍ପେକ ବର୍ତିଲେ ବୃଦ୍ଧ ଦମ୍ପତି   07-Aug-2026
  ଜିଲ୍ଲା  
ବନ୍ୟାକ୍ଷୟକ୍ଷତିର ଆକଳନ,ଚାଷୀଙ୍କୁ ସଠିକ ଦରରେ ସାରଯୋଗାଣ ନେଇ ପ୍ରଶାସନକୁ କାଳିକେଶଙ୍କ ନିର୍ଦ୍ଦେଶ   07-Aug-2026
  ଜିଲ୍ଲା  
ବଜରଙ୍ଗୀ ସଂଘ ପକ୍ଷରୁ ଗୋଖାଦ୍ୟ ବଣ୍ଟନ   07-Aug-2026
  ଜିଲ୍ଲା  
ବରପାଲି ପ୍ରଶାସନ ପକ୍ଷରୁ ସ୍ୱାଧୀନତା ଦିବସ ଅବସର ରେ ଚିତ୍ରାଙ୍କନ ଓ ବକ୍ତୃତା ପ୍ରତିଯୋଗିତା   07-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଗସ୍ତରେ ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକ ଶ୍ରୀ ବି. ପରମେଶ୍ୱରନ୍*- *ଏସ ଆଇ ଆର୍ ଉପରେ କଲେ ସମୀକ୍ଷା*-   07-Aug-2026
  ରାଜ୍ୟ  
ଛତାମଖନା ବନ୍ଧର କ୍ଷୟକ୍ଷତି ଘଟଣାର ନିରପେକ୍ଷ ତଦନ୍ତ ଦାବି କଲେ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ   07-Aug-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ କ୍ୟାନ୍ସର ସଚେତନତା କାର୍ଯ୍ୟକ୍ରମ   07-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଛାତ୍ରୀ ମାନେ ରାଜ୍ୟ ସ୍ତରରେ ସମ୍ବର୍ଦ୍ଧିତ   07-Aug-2026
  ରାଜ୍ୟ  
ଅତିରିକ୍ତ ତହସିଲ ଖୋଲିବାକୁ ନେଇ ଜିଲ୍ଲାପାଳଙ୍କ ସ୍ଥାନ ପରିଦର୍ଶନ   07-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଡାକ୍ତରଖାନା ପରିଦର୍ଶନ, ସ୍ବଚ୍ଛତାକୁ ନେଇ ଅସନ୍ତୋଷ ପ୍ରକାଶ କଲେ   07-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ପ୍ରେରଣା ପକ୍ଷରୁ ଜିଲ୍ଲାସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   06-Aug-2026
  ଜିଲ୍ଲା  
ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   06-Aug-2026

You Might Also Like