-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||     

HOME   ଜିଲ୍ଲା

ସମ୍ବଲପୁରୀ ଖାଦ୍ୟ ସର୍ସତିଆ ତିଆରି କଲେ କେନ୍ଦ୍ରମନ୍ତ୍ରୀ ଙ୍କ ପତ୍ନୀ*

11-Feb-2024




     ସମ୍ବଲପୁର -(ସଂଜୀବପାଣିଗ୍ରାହୀ)   - ସମ୍ବଲପୁରୀ ଭାଷା, ସାହିତ୍ୟ, ସଂସ୍କୃତି, ପରମ୍ପରା ର ଖ୍ୟାତି ଓ ଚର୍ଚ୍ଚା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ସମ୍ବଲପୁରୀ ଗୀତ, ସଙ୍ଗୀତ, ନୃତ୍ୟ, ବନ୍ଧକଳା, ବସ୍ତ୍ର ଆଜି ସମଗ୍ର ବିଶ୍ବ ଦରବାର ରେ ନିଜର ସ୍ଵତନ୍ତ୍ର ସ୍ଥାନ ନେଇ ସାରିଛି । ଏଥିରୁ ବାଦ ପଡିନି ସମ୍ବଲପୁରୀ ଖାଦ୍ୟ ପେୟ । ସମ୍ବଲପୁରୀ ଖାଦ୍ୟ ପେୟ ରେ ବିଭିନ୍ନ ଓ ବିବିଧ ପ୍ରକାର ର ସ୍ଵାଦିଷ୍ଟ ବ୍ୟଞ୍ଜନ ପ୍ରସ୍ତୁତ ହୋଇଥାଏ । ସେଥି ମଧ୍ୟରୁ ସର୍ସତିଆ ର ପ୍ରସ୍ତୁତି ପ୍ରଣାଳୀ ଓ ସ୍ବାଦ ଭିନ୍ନ ଓ ସ୍ଵତନ୍ତ୍ର ଧରଣ ର  ହୋଇଥାଏ ।
     ସମ୍ବଲପୁର ସହର କୁଞ୍ଜେଲପଡ଼ା ଛକ ଠାରେ  କେବଳ ଏକ ମାତ୍ର ଦୋକାନ ରହିଛି ଯେଉଁଠି ଆଜି ବି ସର୍ସତିଆ ତିଆରି ଓ ବିକ୍ରି ହୁଏ । ପ୍ରଭୁଲାଲ ଗୁପ୍ତା ଓ ରେଖା ଗୁପ୍ତା ନାମକ ଏହି ଦମ୍ପତ୍ତି ଆଜି ଯାଏଁ ତାଙ୍କର ପୁର୍ବ ପୁରୁଷ ଙ୍କ ର ଦ୍ବାରା ସ୍ଵୀକୃତ ଏହି ପାରମ୍ପରିକ ବ୍ୟଞ୍ଜନ କୁ ତିଆରି କରିବାର ପରମ୍ପରା ବଜାୟ ରଖିଛନ୍ତି । ବିଭିନ୍ନ ପ୍ରକାର ପ୍ରସଙ୍ଗ ରେ ଏହି ଦୋକାନ ଓ ମାଲିକ ଦମ୍ପତ୍ତି ଙ୍କ ନାମ ଚର୍ଚ୍ଚା କୁ ଆସିଥାଏ ।
    ଆଜି ସକାଳେ ତାଙ୍କ ଦୋକାନ କୁ ପହଞ୍ଚି ଥିଲେ କେନ୍ଦ୍ରମନ୍ତ୍ରୀ ଶ୍ରୀଯୁକ୍ତ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଧର୍ମପତ୍ନୀ ତଥା ବିକାଶ ଫାଉଣ୍ଡେସନ ର ଅଧ୍ୟକ୍ଷା ଶ୍ରୀମତୀ ମୃଦୁଲା ଠାକୁର । ଦୋକାନ ରେ ଉପସ୍ଥିତ ଥିବା ଗୁପ୍ତା ସମ୍ପତ୍ତି ଙ୍କୁ ତାଙ୍କର ପାରିବାରିକ ଓ ବ୍ୟବସାୟୀକ ସ୍ଥିତି ଅବସ୍ଥିତି ସମ୍ପର୍କରେ ପଚାରି ବୁଝିଥିଲେ । ପୁଣି ସର୍ସତିଆ ତିଆରି କରିବାର ଶୈଳୀ ଓ ପ୍ରସ୍ତୁତି ବିଷୟ ରେ ବୁଝିଥିଲେ ଓ ନିଜେ କିଛି ସର୍ସତିଆ ତିଆରି କରିଥିଲେ । ଏଭଳି ଏକ ନିଆରା ଓ ଐତିହ୍ୟ ପୂର୍ଣ୍ଣ ପରମ୍ପରାକୁ ବଜାୟ ରଖିଥିବାରୁ ଅତି ଆତ୍ମୀୟତା ଓ ସରଳତା ର ସହିତ ଗୁପ୍ତା ପରିବାର କୁ ଧନ୍ୟବାଦ, ସାଧୁବାଦ ଓ କୃତଜ୍ଞତା ଜ୍ଞାପନ କରିଥିଲେ । ଗୁପ୍ତା ଦମ୍ପତ୍ତି ଙ୍କ ଏକ ମାତ୍ର ପୁତ୍ର ରାହୁଲ୍ ଗୁପ୍ତା ଙ୍କୁ ଏହି ପାରମ୍ପାରିକ ବ୍ୟବସାୟ କୁ ଆହୁରି ଶାଣିତ ଓ ବ୍ୟାପକ କରିବା ପାଇଁ ଶ୍ରୀମତୀ ଠାକୁର୍ ପରାମର୍ଶ ଓ ଅନୁରୋଧ କରିଥିଲେ ।
     ଶ୍ରୀମତୀ ମୃଦୂଲା ଠାକୁର୍ ଙ୍କ ସହିତ ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘର ର ପୁର୍ବତନ ପ୍ରାନ୍ତ ସରସଂଘ ଚାଳକ ଶ୍ରୀଯୁକ୍ତ ବିପିନ ବିହାରୀ ନନ୍ଦ ଓ ବିଜେପି ର ଅନିଲ କୁମାର ବେହେରା, ସମିର ରଞ୍ଜନ ବାବୁ, ସୁଶାନ୍ତ କୁମାର ପୁରୋହିତ, ସରୋଜ ଦଲପତ୍, ସୁଧୀର ରଞ୍ଜନ ବୋହିଦାର, ଅଜିତ କୁମାର ବେହେରା ଙ୍କ ସମେତ ବିଜେପି କ୍ଷେତ୍ରୀୟ ଗଣମାଧ୍ୟମ ସଂଯୋଜକ ମାନସ ରଞ୍ଜନ ବକ୍ସି ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026

You Might Also Like