-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||     

HOME   ଜିଲ୍ଲା

ବାଇକ ଚୋରୀ ଘଟଣା ରେ ସଂପୃକ୍ତ ଯୁବକ ଙ୍କୁ ଗିରଫ ପରେ ଆଜି କୋର୍ଟ ଚାଲାଣ କରିଛି ସୋନପୁର ପୋଲିସ*-- *ବାଇକ୍ ଉଦ୍ଧାର

11-Feb-2024



ସୋନପୁର (ମନୋରଞ୍ଜନ ତ୍ରିପାଠୀ ) ସୋନପୁର ଜିଲ୍ଲାପାଳ ଅଫିସ୍ ପାର୍ଶ୍ଵ ରେ ଥିବା ଆଶା ନର୍ସିଂ ହୋମ ସମ୍ବୁଖ ରୁ ଭୋର୍ ୪ ଟା ବେଳେ ଜଣେ ରୋଗୀ  ସହାୟକ ଙ୍କ ବାଇକ୍ ଚୋରୀ ହୋଇଥିଲା l ଥାନl ରେ ରିପୋର୍ଟ୍ ପରେ ଏଭଳି ସମ୍ବେଦନଶୀଳ ଘଟଣା ରେ ଗତ କାଲି  ସକାଳ ୧୦ ଟା ରେ ସୋନପୁର ପୋଲିସ ମାଣିକେଶ୍ଵରୀ ପ୍ଲଟ ନିକଟ ବସ୍ଥି ର କମଲ ଲୋଚନ୍ ବେହେରା (ଜୀତୁ) ନାମକ ୨୭ ବର୍ଷୀୟ ଯୁବକ ଙ୍କୁ ଗିରଫ କରି ଆଜି କୋର୍ଟ ଚାଲାଣ କରିଛି l ଏ ଯୁବକ ସହ ଆଉ କେଉଁ ବାଇକ୍ ଚୋରୀ ରାକେଟ ର ସଂପର୍କ ରହିଛି ସେ ନେଇ ଗତ କାଲି ଠାରୁ ଏ ଯୁବକ୍ କୁ ଥାନା ରେ ଅଟକ ରଖି ପୋଲିସ୍ ଅଧିକ ଅନୁସନ୍ଧାନ ଜାରି ରଖିଥିଲା l ସୋନପୁର ପୋଲିସ କେଶ ନମ୍ବର ୫୫ ତାରିଖ ୧୦-୦୨-୨୪ us ୩୭୯ ଆଇ ପି ସି ଧାରା ରେ ଆଜି ୧୧ ତାରିଖ ଅପରାହ୍ନ ରେ ବାଇକ୍ ଚୋରୀ କରିଥିବା ଅଭିଯୁକ୍ତ ଜିତୁ କୁ ସୋନପୁର କୋର୍ଟ ଚାଲାଣ କରାଯାଇଛି l  ନର୍ସିଂ ହୋମ ର ସି ସି ଟି ଭି ଫୁଟେଜ ଆଧାର ରେ ନର୍ସିଂ ହୋମ ମ୍ୟାନେଜର ଙ୍କ ସହାୟତା ରେ ଉକ୍ତ ଅଭିଯୁକ୍ତ ଜିତୁ କୁ ଥାନା ଅଧିକାରୀ ପଦ୍ମlସିନି ମେହେର ଚିହ୍ନଟ କରି ଗିରଫ କରିଥିବା ଜଣାଯାଇଛି l ଡଗ୍ ସ୍କ୍ୱାର୍ଡ ମlଧ୍ୟମ ରେ ଚୋର୍ ଧରିବା ଲୋକେ ଦେଖିଥିବେ l କିନ୍ତୁ ଏଠି ଏ ଉକ୍ତ ଯୁବକ ଏକ ପୋଷା କୁକୁର କୁ ସାଙ୍ଗରେ ଧରି ବାଇକ୍ ଚାରି ପାଖେ ଘୁରୁଥିବା ଓ ଉକ୍ତ କୁକୁର ତାକୁ ସୁରକ୍ଷା ଦେବା ଭଳି ଚୋର ର  ନୂଆଁ କୌଶଳ ର ଦୃଶ୍ୟ ସମସ୍ତ ଙ୍କୁ ଆଶ୍ଚର୍ଯ୍ୟ କରିଛି l ବର୍ତ୍ତମାନ ନୂଆଁ  ଆଇ ପି ଏସ ଏସପି ୟସ୍ ପ୍ରତାପ ଶ୍ରୀମଲ ଙ୍କ ନେତୃତ୍ଵ ରେ ସୋନପୁର ଥାନା ସମେତ ସାରl  ଜିଲ୍ଲା ପୋଲିସ୍  ତପ୍ତର ଥିବାବେଳେ ଅସାମାଜିକ କାର୍ଯ୍ଯ କଳlପ କୁ ରୋକିବା ପାଇଁ ପ୍ରତ୍ୟେକ ଜାଗାରେ ପୋଲିସ ର ଅଚାନକ ଚଢ଼ାଉ ଚାଲିଥିବା ଜଣା ପଡ଼ିଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026

You Might Also Like