-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||     

HOME   ଜିଲ୍ଲା

ପଦ୍ମଶ୍ରୀ ସାଧୁ ମେହେରଙ୍କ ଦଶାହ ଉପଲକ୍ଷେ ସ୍ବେଛାକୃତ ରକ୍ତଦାନ ଶିବିର

11-Feb-2024



କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ ): : ସ୍ବର୍ଗତ ପଦ୍ମଶ୍ରୀ ସାଧୁ ମେହେରଙ୍କ ଦଶାହ ଉପଲକ୍ଷେ ଏକ ସ୍ବେଛାକୃତ ରକ୍ତଦାନ ଶିବିର କଣ୍ଟାମାଳ ବ୍ଲକର ଗୁଡଭେଲିପଦର ଗ୍ରାମରେ ଅନୁଷ୍ଠିତ ହୋଇଯାଇଛି  l   ଗ୍ରାମବାସୀଙ୍କ ମିଳିତ ସହଯୋଗରେ  ଆୟୋଜିତ ଏହି ଶିବିରରେ ମୋଟ ୨୩ ୟୁନିଟ ରକ୍ତ ସଂଗୃହୀତ ହୋଇଥିଲା | ବଲାଙ୍ଗୀର ଭୀମ ଭୋଇ ମେଡ଼ିକାଲ କଲେଜ ରକ୍ତ ଭଣ୍ଡାରର ଡଃ ସୁମିତ ମୁଣ୍ତ, ଲ୍ୟାବ ଟେକନିଶିଏନ୍ ରଞ୍ଜନ ବରାଳ, ପରମାନନ୍ଦ କୁଂହର, ନର୍ସ ଜ୍ୟୋର୍ତିମୟୀ ନାଏକଙ୍କ ସହ ଅନ୍ୟାନ୍ୟ କର୍ମଚାରୀ ଏଥିରେ ସହଯୋଗ କରିଥିଲେ | ଶିବିରକୁ

ଭାଗିରଥି କର୍ମୀ, ଆଦିତ୍ୟ ମହାକୁଡ, ସତ୍ୟନାରାୟଣ ମହାଲିକ୍, ଦିନେଶ ବିଶି, ଅଖିଳ ଡ଼ାଙ୍ଗ , ମହେଶ୍ୱର ମହାଲିକ ଆଦି ପରିଚାଳନା କରିଥିବା ବେଳେ ଗ୍ରାମବାସୀ ସହଯୋଗ କରିଥିଲେ | ପରେ ଗ୍ରାମରେ ଏକ କ୍ୟାଣ୍ଡେଲ ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା |  ସ୍ବର୍ଗତ ପଦ୍ମଶ୍ରୀ ଡ଼ଃ ସାଧୁ ମେହେରଙ୍କ ଦଶାହ ଉପଲକ୍ଷେ ପୈତୃକ ଗ୍ରାମ  କଣ୍ଟାମାଳ ବ୍ଲକ ଗୁଡଭେଲିପଦର ଗ୍ରାମର ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ସନ୍ଧ୍ୟାରେ ଏକ ସ୍ମୁତି ଚାରଣ ସଭା ଅନୁଷ୍ଠିତ ହୋଇଥିଲା | ଏହି ସଭାରେ ମୁଖ୍ୟ ଅତିଥି ଭାବରେ ବରିଷ୍ଠ ନାଟ୍ୟକାର ହରିହର ପ୍ରଧାନ ଯୋଗଦାନ କରିଥିବା ବେଳେ ସମ୍ମାନିତ ଅତିଥି ଭାବରେ ଚଳଚ୍ଚିତ୍ର ଅଭିନେତା ପ୍ରଦ୍ୟୁମ୍ନ ସାହୁ, ନାଟ୍ୟକାର

ଗଦାଧର ବାରିକ, ବରିଷ୍ଠ ସାମ୍ବାଦିକ ଦିବ୍ୟ ଶଙ୍କର ରାଉତ, ଶିକ୍ଷାବିତ  ରଞ୍ଜୁ ଅମାତ ପ୍ରମୁଖ ମଞ୍ଚାସୀନ ଥିଲେ | ପ୍ରଥମେ ସ୍ବର୍ଗତ ସାଧୁ ମେହେରଙ୍କ ଫଟୋ ଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ ସହ ପ୍ରଦୀପ ପ୍ରଜ୍ବଳନ କରାଯାଇଥିଲା | ସାଧୁ ମେହେରଙ୍କ ଜୀବନୀ ଉପରେ ଅତିଥି ମାନେ ନିଜ ନିଜର ବକ୍ତବ୍ୟ ରଖିବା ସହ ସ୍ମୁତି ଚାରଣ କରିଥିଲେ | ଭାଗିରଥି କର୍ମୀ ମଞ୍ଚ ପରିଚାଳନା କରିଥିବା ବେଳେ ଆଦିତ୍ୟ ମହାକୁଡ ଧନ୍ୟବାଦ୍ ଅର୍ପଣ କରିଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026

You Might Also Like