-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||     

HOME   ଜିଲ୍ଲା

କାଶିନିପଦର ଠାରେ ଗ୍ରାମାଞ୍ଚଳ ଭଲିବଲ ଟୁର୍ଣ୍ଣାମେଣ୍ଟ  ଉଦଯାପିତ

12-Feb-2024



କନ୍ଧମାଳ:କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ କାଶିନିପଦର ଠାରେ  ଜୀବନ ଜ୍ୟୋତି  କଳା ପରିଷଦ ଆନୁକୂଲ୍ୟରେ ଦ୍ଵିତୀୟ ବାର୍ଷିକ ଭଲିବଲ୍ ଟୁର୍ଣ୍ଣାମେଣ୍ଟ ଉଦଯାପିତ ହୋଇଯାଇଛି। ଏହ ଉଦଯାପିତ ଉତ୍ସବରେ ମୁଖ୍ୟଅତିଥି ଭାବେ ଜିଲ୍ଲା ପରିଷଦ ନିଳଗିରି ଦିଗାଲ, ଯୋଗଦେଇଥିବା ବେଳେ  ସମ୍ମାନିତ ଅତିଥି  ସୁଶିଲ କହଁର , ଚନ୍ଦ୍ରମୋହନ ନାୟକ ଯୋଗଦେଇ ଦେଇଥିଲେ। ଏବଂ  ଉକ୍ତ ଅଞ୍ଚଳର ଯୁବ ସାମ୍ବାଦିକ ସୁନାଶିର ଦିଗାଲ ଉପସ୍ଥିତ ରହିଥିଲେ। ଏହି ଟୁର୍ଣ୍ଣାମେଣ୍ଟ  ତିନିଦିନ ଧରି ଚାଲି ଥିବା ବେଳେ ଭଲିବଲ ଟୁର୍ଣ୍ଣାମେଣ୍ଟରେ ୮ ଟି ଟିମ୍ ଭାଗନେଇଥିବା ବେଳେ ଫାଇନାଲ

ଖେଳରେ କଟ୍ରିଙ୍ଗିଆ ଟିମ୍ ଏବଂ ରିଏଲମି  ଟିମ୍  ମଧ୍ୟରେ ସଂଘର୍ଷ ପୂର୍ଣ୍ଣ ଖେଳ ଦେଖିବାକୁ ମିଳିଥିଲା। ଶେଷରେ ଏହି ଦୁଇଟି  ଟିମ ଭଲ ଖେଳ ପ୍ରଦର୍ଶିତ କରିଥିବା ବେଳେ  ରିଏଲମି ଟିମ୍ କୁ ପରାସ୍ତ କରି କଟ୍ରିଙ୍ଗିଆ ଟିମ୍ ଚାମ୍ପିଅନ ଲାଭ କରିଥିଲା । ଉକ୍ତ ଟୁର୍ଣ୍ଣାମେଣ୍ଟରେ ମୁଖ୍ୟ ଖେଳ ପରିଚାଳନା ବା ରେଫରି  ଦାୟିତ୍ୱ ମଣ୍ଟୁ ଦିଗାଲ , ତୁଲେଇ ଥିଲେ ।  ଖେଳ ଶେଷରେ ଉଭୟ ବିଜେତା ଓ ଉପବିଜେତା ଦଳ ମାନଙ୍କୁ ଉପସ୍ଥିତ ଥିବା ଅତିଥି ମାନଙ୍କ ଦ୍ୱାରା ପୁରସ୍କୃତ ସହ ଟ୍ରଫି ପ୍ରଦାନ କରାଯାଇଥିଲା।ଜୀବନ ଜ୍ୟୋତି କଳା ପରିଷଦ ର ସଭାପତି ଧୀରେନ୍ ଦିଗାଲ, ଟୁର୍ଣ୍ଣାମେଣ୍ଟ ମୂଖ୍ୟ ପରିଚାଳକ ମଣ୍ଟୁ ଦିଗାଲ ଙ୍କୁ ଉକ୍ତ କଳା ପରିଷଦ ର ସଦସ୍ୟ ବୁଲୁ ଦିଗାଲ, ଲୁଲୁ ଦିଗାଲ, ନଟବର ଦିଗାଲ , ଗୁମା କହଁର , ଶ୍ରବଣ ମୁଖି , ପଣ୍ଡୁରାଜ ଦିଗାଲ, କାଶୀନାଥ ଦିଗାଲ , ଏଷବ ପ୍ରଧାନ, ଓ ଅନ୍ୟ ସଦସ୍ୟ ମାନେ ସହଯୋଗ କରିଥିଲେ।

(କନ୍ଧମାଳ ଜିଲ୍ଲାରୁ ସୁଲୋଚନା ଦିଗାଲ ଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026

You Might Also Like