-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||     

HOME   ଜିଲ୍ଲା

ସିର୍ଜାପାଲି ଗ୍ରାମ ଠାରେ ଆମ ଓଡ଼ିଶା, ନବୀନ ଓଡିଶା, ଗ୍ରାମାଞ୍ଚଳ ଭିତ୍ତିଭୂମି ବିକାଶ ଓ ପଞ୍ଚାୟତ ସ୍ତରୀୟ ସଚେତନା ଶିବିର

12-Feb-2024



କେସିଙ୍ଗା (କେଶବ ମେହେର)
କଳାହାଣ୍ଡି ଜିଲ୍ଲାର କେସିଙ୍ଗା ବ୍ଲକ ଅନ୍ତର୍ଗତ ସିର୍ଜାପାଲି ଗ୍ରାମ ପଞ୍ଚାୟତ ଠାରେ   ତା ୧୧ /୦୨/୨୦୨୪ ରିଖ ରବିବାର ବାର ଦିନ ଆମ ଓଡ଼ିଶା ନବୀନ ଓଡିଶା,,ଗ୍ରାମାଞ୍ଚଳ ଭିତ୍ତିଭୂମି ବିକାଶ ଓ ପଞ୍ଚାୟତ ସ୍ତରୀୟ ସଚେତନା ଶିବିର ଅନୁଷ୍ଠିତ ହୋଇଛି।ଉକ୍ତ କାର୍ଯ୍ୟ କ୍ରମ ସ୍ଥାନୀୟ ସରପଞ୍ଚ ଶ୍ରୀଯୁକ୍ତ ପ୍ରମୋଦ କୁମାର ଦାସ ଓ ସ୍ଥାନୀୟ ଗ୍ରାମପଞ୍ଚାୟତ ନିର୍ବାହୀ ଅଧିକାରୀ ଶ୍ରୀ ପ୍ରହଲ୍ଲାଦ ସୁନା ଙ୍କ ନେତୃତ୍ୱରେ ସଭା କାର୍ଯ୍ୟ ଆରମ୍ଭ ହୋଇଥିଲା, ମୁଖ୍ୟ ଅତିଥି ଭାବେ କେସିଙ୍ଗା ବ୍ଲକ ଅଧ୍ୟକ୍ଷ ଶ୍ରୀଯୁକ୍ତ ଚନ୍ଦନ କୁମାର ସେନାପତି ଓ ସମ୍ମାନିତ ଅତିଥି ଭାବେ କେସିଙ୍ଗା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ପଦ୍ମନାଭ ପୁରୋହିତ ଯୋଗଦେଇଥିଲେ।ସେହିପରି ଭାବେ ନିମନ୍ତ୍ରିତ ଅତିଥି ଭାବେ କେସିଙ୍ଗା ୧ ନମ୍ୱର୍ ଜୋନ ଜିଲ୍ଲା ପରିଷଦ ଶ୍ରୀମତୀ ଦିପାଞ୍ଜଳି  ସାହୁ , ସ୍ଥାନୀୟ ସମିତି ସଭ୍ୟା ଶ୍ରୀମତୀ ସିତୟା ସାହୁ , ନାଏକ ସରପଞ୍ଚ ଶ୍ରୀମତୀ ଜୋଷ୍ଣା ଭୋଇ,ଉକ୍ତ ଗ୍ରାମ ପଞ୍ଚାୟତ ର ୱାର୍ଡ ସଭ୍ୟ ,ସଭ୍ୟା, ଓ , ଆଶା , ଅଙ୍ଗନୱାଡ଼ି, MBK,CRP, ମିଶନ ଶକ୍ତି SHG, ମା ମାନେ ଓ ଉକ୍ତ ଅଞ୍ଚଳ ର ଅନେକ ବୁଦ୍ଧଜୀବୀ ବା ଅନେକ ବ୍ୟକ୍ତିମାନେ ଯୋଗଦେଇଥିଲେ ।ଓ ରାଜ୍ୟ ସରକାରଙ୍କ ବା ଆମ ଓଡ଼ିଶା ନବୀନ ଓଡିଶା ପକ୍ଷରୁ  ଗ୍ରାମାଞ୍ଚଳ ମାନଙ୍କରେ  ଜଗନ୍ନାଥ ସସ୍କୃତି ର ସଂରକ୍ଷଣ ଓ ଅନେକ ଧାର୍ମିକ ସ୍ଥଳୀ ବା ମହିଳା ସଶକ୍ତି କରଣ,ବ୍ୟକିଙ୍ଗି,ଶିକ୍ଷା,କ୍ରୀଡା,ଓ  ଉନ୍ନତି ମୂଳକ କାର୍ଯ୍ୟ କ୍ରମ କୁ ପୁଙ୍ଖା ନୁ ପୁଙ୍ଖା ଭାବରେ ଆଲୋଚନା କରିଥିଲେ।ଓ ଅନେକ  ସଂସ୍କୃତିକ କାର୍ଯ୍ୟ କ୍ରମ ମଧ୍ୟ ଅନୁଷ୍ଠିତ ହୋଇଥିଲା। ବହୁତ୍ ସୁନ୍ଦର୍ ଭାବେ ସଭା ପରିଚାଳନା କରିଥିଲେ ଶ୍ରୀ ପ୍ରହ୍ଲାଦ ସୁନା  lସର୍ବ ଶେଷରେ ସମସ୍ତ ଙ୍କୁ ଧନ୍ୟବାଦ୍ ଦେଇ ସଭା ସାଙ୍ଗ କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026

You Might Also Like