-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||     

HOME   ଜିଲ୍ଲା

ରାଜ୍ୟର ଅଗ୍ରଣୀ ସାମ୍ବାଦିକ ସଂଘ ଏସ୍ ୟୁ ଜେ ଓଡ଼ିଶାର ପ୍ରଥମ ବାର୍ଷିକ ଉତ୍ସବ ଅନୁଷ୍ଠିତ

12-Feb-2024



ଭୁବନେଶ୍ବର: ରାଜ୍ୟସ୍ତରୀୟ ଅଗ୍ରଣୀ ସାମ୍ୱାଦିକ ସଂଗଠନ ଏସ୍ ୟୁ ଜେ ଓଡ଼ିଶାର ରାଜ୍ୟସ୍ତରୀୟ ବାର୍ଷିକ ଉତ୍ସବ ଭୁନେଶ୍ବରସ୍ଥିତ ଜୟଦେବ ଭବନରେ ଅନୁଷ୍ଠିତ ହୋଇ ଯାଇଛି। ରାଜ୍ୟ ସଭାପତି କୈଳାସ ଚନ୍ଦ୍ର ନାୟକଙ୍କ ସଭାପତିତ୍ବରେ ଓଡ଼ିଶାର ଆଇନ ଓ ଆଦିବାସୀ କଲ୍ୟାଣ ମନ୍ତ୍ରୀ  ଜଗନ୍ନାଥ ସାରକାଙ୍କ କରକମଳରେ କାର୍ଯ୍ୟକ୍ରମ ଉଦ୍ଘାଟିତ ହୋଇ ଥିଲା। ସମ୍ମାନୀତ ଅତିଥି ଭାବେ ପ୍ରୀତିରଞ୍ଜନ ଘଡାଇ, ଜୟପୁର ବିଧାୟକ ତାରା ପ୍ରସାଦ ବାହିନୀପତି, ଭୁନେଶ୍ବର ବିଧାୟକ ଅନନ୍ତ ନାରାୟଣ ଜେନା,  ମୋ ସ୍କୁଲ ଅଧ୍ୟକ୍ଷ ଆକାଶ ଦାସ ନାୟକଙ୍କ ସମେତ ଏନ୍ ୟୁ ଜେ  ଆଇ ର

ଜାତୀୟ ସଭାପତି  ଅଶୋକ ମଲ୍ଲିକ, ମହାସଚିବ ସୁରେଶ ଶର୍ମା, ସଚିବ ବବୁଲ ସିଂହ ସମ୍ମାନୀତ ଅତିଥି ଭାବେ ଯୋଗ ଦେଇଥିଲେ।  ଓଡ଼ିଶା ରାଜ୍ୟର ଗ୍ରାମ ଉନ୍ନୟନ ମନ୍ତ୍ରୀ ପ୍ରୀତି ରଞନ ଘଡାଇ ଗଣତନ୍ତ୍ର ଶାସନରେ ଗଣମାଧ୍ୟମର ଗୁରୁତ୍ୱପୂର୍ଣ୍ଣ ଭୂମିକା ଉପରେ ଆଲୋକପାତ କରିଥିଲେ ।  ମୂଖ୍ୟବକ୍ତା   ଭାବେ ଯୋଗ ଦେଇ ଭୁନେଶ୍ବର ମେୟର ଶ୍ରୀମତୀ ସୁଲୋଚନା ଦାସ  ଗଣମାଧ୍ୟମ ବିନା ଗଣତନ୍ତ୍ର କେବେହେଲେ ମଜଭୁତ ହୋଇ ପାରିବ ନାହିଁ ବୋଲି ମତ ପ୍ରକାଶ କରିଥଲେ। 
ରାଜ୍ୟ ବରିଷ୍ଠ ଉପ ସଭାପତି କିର୍ତିଚନ୍ଦ୍ର ସାହୁ ମଞ୍ଚ ପରିଚାଳନା ଏବଂ ରାଜ୍ୟ ସାଧାରଣ ସମ୍ପାଦକ ପ୍ରଶାନ୍ତ ପାଢ଼ୀ ବିବରଣୀ ପାଠ କରିଥିଲେ । ମଞ୍ଚ ପରିଚାଳନା ରେ ରାଜ୍ୟ ଉପସଭାପତି ଦୁଷ୍ମନ୍ତ କୁମାର ପଣ୍ଡା, କାର୍ଯ୍ୟକାରିଣୀ ସଭ୍ୟ ଜଗ ମୋହନ ପଟ୍ଟନାୟକ, ବରିଷ୍ଠ ସଭ୍ୟ ନଚିକେତା ସାହୁ, ନିବେଦିତା ସିଂହ,

ଜ୍ୟୋତ୍ସ୍ନା ସାମଲ, ପ୍ରୟାଗ ରାଜ୍ୟ କର ପ୍ରମୁଖ ସହଯୋଗ କରିଥଲେ। ଏହି ଅବସରରେ ସଂଗଠନର ମୁଖପତ୍ର 'ସଂକଳ୍ପ' ଉନ୍ମୋଚିତ ହେବା ସହିତ ସମାଜର ବିଭିନ୍ନବର୍ଗର ପ୍ରତିଭା ମାନଙ୍କୁ ସମ୍ମାନୀତ କାରା ଯାଇଥିଲା। ରାଜ୍ୟର ସମସ୍ତ ୩୧ ଟି ସାଂଗଠନିକ ଜିଲ୍ଲାରୁ ଏସ୍ ୟୁ ଜେ ସଦସ୍ୟ ବୃନ୍ଦ ଯୋଗ ଦେଇଥିବା ବେଳେ କଳାହାଣ୍ଡି ଜିଲ୍ଲାରୁ ରାଜ୍ୟ ଉପସଭାପତି ଦୁଷ୍ମନ୍ତ କୁମାର ପଣ୍ଡା ଏବଂ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ତଥା ଜିଲ୍ଲା ସାଧାରଣ ସମ୍ପାଦକ ଜଗମୋହନ ପଟ୍ଟନାୟକଙ୍କ ନେତୃତ୍ବରେ ଜିଲ୍ଲାର ସାମ୍ବାଦିକଗଣ ଏହି ରାଜ୍ୟ ଉତ୍ସବରେ ଯୋଗ ଦେଇଥିଲେ ।

ଏହି ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ବଲାଙ୍ଗିରରୁ ଏସ୍ ୟୁ ଜେ ର ବଲାଙ୍ଗୀର ଜିଲ୍ଳା ସଭାପତି ଗୋପବନ୍ଧୁ ସତପଥୀ, ରାଜ୍ଯ ସମ୍ପାଦକ ମହେନ୍ଦ୍ର ଦର୍ଜି ,ସମ୍ପାଦକ ଶରତ ମହାକୁଡ , ସାଧାରଣ ସମ୍ପାଦକ ରଘୁ ନନ୍ଦନ ସିଂହ ଙ୍କ ସମେତ ସଭ୍ଯ ବିମଳ ହୋତା , ଦିଲିପ ସାହୁ , ନିରୋଜ ମିଶ୍ର, ପାବନ ବଂଶଲ ,ଜୟପ୍ରକାଶ ମଟlରୀ, ମହେନ୍ଦ୍ର ପ୍ରଧାନ, ପ୍ରହଲ୍ଲାଦ କୁମ୍ଭlର ପ୍ରମୂଖ ଯୋଗ ଦେଇଥିଲେ l 


News Comment




Photo in News

Advertisment
Lastest News
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026

You Might Also Like