-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||     

HOME   ଜିଲ୍ଲା

ନୂତନ ଭାବରେ ଗୁରୁ ଦାୟିତ୍ବ ନେଇଥିବା ଜିଲ୍ଲା କଂଗ୍ରେସର ସଭାପତି ଙ୍କୁ ସ୍ବାଗତ ସମ୍ବର୍ଦ୍ଧନା

12-Feb-2024




କନ୍ଧମାଳ(କନ୍ଧମାଳ ଜିଲ୍ଲାରୁ ସୁଲୋଚନା ଦିଗାଲଙ୍କ ରିପୋର୍ଟ): ଟିକାବାଲି ବ୍ଲକ କଂଗ୍ରେସ କମିଟି ତରଫରୁ ନୂତନ ଭାବରେ ଗୁରୁ ଦାୟିତ୍ୱ ନେଇ ଥିବା ଜିଲ୍ଲା କଂଗ୍ରେସ କମିଟି କନ୍ଧମାଳର ସଭାପତି ଚନ୍ଦ୍ର ଶେଖର ପରିଡ଼ାଙ୍କୁ ଟିକାବାଲି ମେଡିକାଲ ଛକ ଠାରେ ସ୍ୱାଗତ ସମ୍ବର୍ଦ୍ଧନା କରାଯାଇଥିଲା  l ଶ୍ରୀ ପରିଡ଼ା ପୂର୍ବରୁ  ଜିଲ୍ଲା ଛାତ୍ର କଂଗ୍ରେସ ଓ ଯୁବ ଛାତ୍ର କଂଗ୍ରେସ ସଭାପତି,ଦୁଇ ଥର ପି ସି ସି ସମ୍ପାଦକ,ନିର୍ବାଚନ ମଣ୍ଡଳୀ ପ୍ରଭାରୀ,ଲୋକସଭା ଇସ୍ତାହାର ସଦସ୍ୟ ବହୁ ଗୁରୁତ୍ୱ ପୂର୍ଣ୍ଣ  ପଦବୀ ରେ କଂଗ୍ରେସ ପାଇଁ କାର୍ଯ୍ୟ କରିଛନ୍ତି l କନ୍ଧମାଳ ଜିଲ୍ଲା ର ଜିଲ୍ଲା କଂଗ୍ରେସ କମିଟି ସଭାପତି ଭାବରେ ପିସିସି ତରଫରୁ ଘୋଷଣା କରିବା ପରେ ଜିଲାରେ ଖୁସିର ଲହରୀ ଖେଳିଯାଇଛି l ଶ୍ରୀ ପଡ଼ିଡା କନ୍ଧମାଳ ଜିଲ୍ଲା ର କଂଗ୍ରେସ ଦଳ ର ପୂର୍ବ ସ୍ଥିତି କୁ ଫେରେଇ ଆଣାଯିବ ବୋଲି ଦୃଢ଼କ୍ତି ପ୍ରକାଶ କରିଛନ୍ତି l ଏହି ଅବସରରେ ଟିକାବାଲି ବ୍ଲକ କଂଗ୍ରେସ କମିଟି ସଭାପତି ଶ୍ରୀ ଗୋକୁଳ ପ୍ରଧାନ, ଜିଲ୍ଲା କଂଗ୍ରେସ କମିଟି ଉପସଭାପତି ସୁନୀଲ କୁମାର ଭୋଇ, ପୂର୍ବତନ ଏକ୍ସ ବିଧାୟିକା ଶ୍ରୀମତୀ ଅଜୟନ୍ତି ପ୍ରଧାନ, ଅନୁସୂଚିତ ଜାତିବିଭାଗ କଂଗ୍ରେସ କମିଟି କନ୍ଧମାଳ ଅଧ୍ୟକ୍ଷ ଶ୍ରୀ ପ୍ରଫୁଲ୍ଲ ଦିଗାଲ,ପୂର୍ବତନ ସରପଞ୍ଚ ଶ୍ରୀ ପ୍ରକାଶ କହଁର, କଇଁଝର ଗ୍ରାମପଞ୍ଚାୟତ ସରପଞ୍ଚ ଶ୍ରୀମତୀ ରୁନିତା କହଁର, କଟିମାହା ପଞ୍ଚାୟତ ସଭାପତି ଶ୍ରୀ ରାଜକୁମାର କହଁର, ବ୍ଲକ ଉପ ସଭାପତି ରାଜକିଶୋର ନାୟକ, ଅନନ୍ତ ସାହୁ,ମୁକ୍ତେଶ୍ଵର ଭୋଇ, ବାମଦେବ ଦିଗାଲ,ସାରଙ୍ଗଧର କହଁର, ମହାଦେବ ଦିଗାଲ, ବାବୁଜ କହଁର, ରମେଶ ପଣ୍ଡା, ଖ୍ରୀଷ୍ଟ ଦିଗାଲ, ଧର୍ମେନ୍ଦ୍ର ପ୍ରଧାନ, ଉସତ ପ୍ରଧାନ, ଗିତୁ ବେହେରା,ସୂର୍ଯ୍ୟକାନ୍ତ ଦିଗାଲ, ରମିୟା, ୱଇଲମ ନାୟକ, ଦିଲ୍ଲୀପ ପ୍ରଧାନ, ପ୍ରଶ୍ନ ପ୍ରଧାନ, ପ୍ରମୁଖ କଂଗ୍ରେସ କର୍ମୀ ଯୋଗଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026

You Might Also Like