-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||     

HOME   ଜିଲ୍ଲା

ଅଲ ଇଣ୍ଡିଆ ଫୂଟବଲ ଟୁର୍ନାମେଣ୍ଟ ଚତୁର୍ଥ ଦିବସ, ଫୁଲବାଣୀକୁ ହରାଇ ସେମିଫାଇନାଲରେ ସୋନପୁର

12-Feb-2024



କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ ): କଣ୍ଟାମାଳ ଅlଥଲେଟିକ ଆସୋସିଏସନ ଦ୍ୱାରା ସ୍ଥାନୀୟ କଲେଜ ଖେଳ ପଡିଆରେ ଆୟୋଜିତ ପ୍ରଥମ ଅଲ ଇଣ୍ଡିଆ ଫୂଟବଲ ଟୁର୍ନାମେଣ୍ଟ ର ସୋମବାର ଚତୁର୍ଥ ଦିବସରେ ସୋନପୁର ର ଶ୍ରେୟାଂଶ ସ୍ପୋର୍ଟିଂ ଓ ଫୁଲବାଣୀ ଦଳ ମଧ୍ୟରେ ଏକ ସଂଘର୍ଷ ପୂର୍ଣ୍ଣ ଖେଳ ଅନୁଷ୍ଠିତ ହୋଇଛି  l  ଆଜି ଅପରାହ୍ନରେ ଅନୁଷ୍ଠିତ  ଖେଳରେ  ସୋନପୁର ଦଳର ଆକ୍ରମଣାତ୍ମକ ଖେଳ କୁ ସମ୍ମୁଖୀନ କରି ନ ପାରି ଫୁଲବାଣୀ ଦଳ 5-0ଗୋଲରେ ପରାଜିତ ହୋଇଛି l ଫୁଲବାଣୀ କୁ ହରାଇ ଶ୍ରେୟାଂଶ ସ୍ପୋର୍ଟିଂ ଦଳ ସେମିଫାଇନାଲକୁ ପ୍ରବେଶ କରିଥିଲା  l  ଖେଳରେ ମୁଖ୍ୟଅତିଥି ଭାବେ ବୌଦ୍ଧ ଜିଲ୍ଲାପରିଷଦ ଉପାଧ୍ୟକ୍ଷ ଶଙ୍କର୍ଷଣ ପ୍ରଧାନ ଓ ସମ୍ମାନିତ ଅତିଥି ଭାବେ ଓକିଲ ସଂଘ ସଭାପତି ଦୂତିଆ ଚରଣ ସାହୁ , ସାହୁ ଫିରିଙ୍ଗିଆ ବ୍ଲକ୍ ଉପାଧ୍ୟକ୍ଷ ଅଜିତ ସାହୁ , ସରକାରୀ ଓକିଲ ସୁରେଶ ଚନ୍ଦ୍ର ରଣା ପ୍ରମୁଖ ଯୋଗଦେଇ  ଖେଳାଳି ମାନଙ୍କୁ ଉତ୍ସାହିତ କରିଥିଲେ l  ମନୋଜ ଶର୍ମା ଖେଳର ଧାରା ବିବରଣୀ ପ୍ରଦାନ କରିଥିଲେ  l  ଅଭିଳାଷ ପ୍ରସାଦ ସାହୁ, ପ୍ରକାଶ ପ୍ରଧାନ, ବିକାଶ ସେଠି ପ୍ରମୁଖ ମ୍ୟାଚ ରେଫରୀ ଭାବେ ସହଯୋଗ କରିଥିଲେ l  ସେହିପରି ଅବସରପ୍ରାପ୍ତ କ୍ରୀଡା ଶିକ୍ଷକ ବୀରେନ୍ଦ୍ର କୁମାର ସାହୁ ମ୍ୟାଚ କମିଶନର ଭାବେ ଖେଳ ନିରୀକ୍ଷଣ କରିଥିଲେ   l  କଣ୍ଟାମାଳ ଅଂଚଳର  ବହୁ ସଂଖ୍ୟାରେ ଖେଳ ପ୍ରେମୀ ଖେଳ ପଡିଆ ଚାରିପଟେ ରୁଣ୍ଡହୋଇ ଖେଳାଳିମାନଙ୍କୁ ଉତ୍ସାହିତ କରିଥିଲେ  l


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026

You Might Also Like