-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||     

HOME   ଜିଲ୍ଲା

ରୋଷେୟା ସଂଘର ସାଧାରଣ ବୈଠକ-  ରୋଷେୟା ସୁରକ୍ଷା ପାଣ୍ଠି ପୁରଣ ଦିଗରେ ସଂଘ କାର୍ଯ୍ୟ କରିବକୁ ନିଷ୍ପତ୍ତି

20-Dec-2020



ବଲାଙ୍ଗିର,(ପ୍ରେରଣା ଖବର)- ଆଜି ସ୍ଥାନୀୟ ନର୍ସରୀ ଠାରେ ଅଭିବକ୍ତ ବଲାଙ୍ଗିର ଓ ସୋନପୁର ଜିଲ୍ଲାର ରୋଷେୟା ସଂଘର ସାଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ବସନ୍ତ ମିଶ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ବୈଠକରେ ମହାମାରୀ  ସମୟରେ ରୋଷେୟାମାନଙ୍କ ପ୍ରତି ସରକାର ତଥା ଜିଲ୍ଲା ପ୍ରଶାସନର ଅଣଦେଖା ଉପରେ ସଂଘ କ୍ଷୋଭ ପ୍ରକାଶ କରିଛି । କୋଭିଡ ଯୋଗୁଁ ବିଭିନ୍ନ ସାମାଜିକ ଅନୁଷ୍ଠାନ ଉପରେ ସରକାର ରୋକ ଲଗାଇଥିବା ବେଳେ ଅନେକ ରୋଷେୟା ନିଜର  ରୋଜଗାର ହରାଇ ବସିଛନ୍ତି । କିନ୍ତୁ ରୋଷେୟାମାନଙ୍କ ବାରମ୍ବାର ଗୁହାରୀ ପରେ ମଧ୍ୟ ସରକାର କିମ୍ବା ଜିଲ୍ଲା ପ୍ରଶାସନ ରୋଷେୟାମାନଙ୍କୁ କୌଣସି ସହୟାତା ପ୍ରଦାନ ନ କରିବା ଅତ୍ୟନ୍ତ ଦୁଃଖର ବିଷୟ ।  ଆଗାମୀ ଦିନରେ ସଂଘ ଏ ଦିଗରେ ପୁଣିଥରେ ଜିଲ୍ଲ୍‌ା ପ୍ରଶାସନ ଓ ସରକାରଙ୍କ ଦୃଷ୍ଟି ଆକର୍ଷଣ କରିବ । ଏହା ସତ୍ୱେ ଦାବୀ ପୁରଣ ନହେଲେ ସଂଘ ଆନ୍ଦୋଳନାତ୍ମକ ପଥ ଗ୍ରହଣ କରିବ । ସେହିପରି ଆଜିର ସଭାରେ ସର୍ବସମ୍ମତି କ୍ରମେ ପାରିତ ହୋଇଥିବା ପ୍ରସ୍ତାବ ଯଥା ସଂଘର ସରକାରୀ ପଞ୍ଜିକରଣ, ନୂତନ ସଭ୍ୟ ଗ୍ରହଣ, ଅଫିସ ଗୃହ ଓ ରୋଷେୟା ସୁରକ୍ଷା ପାଣ୍ଠି ପୁରଣ ଦିଗରେ ସଂଘ  ବିଶେଷ ପ୍ରୟାସ କରିବ ବୋଲି ସଂଘର ସଂପାଦକ ଗୋକୁଳାନନ୍ଦ ମିଶ୍ର କହିଛନ୍ତି । ଆଜିର ଏହି ସଭାରେ ଅନ୍ୟମାନଙ୍କ ମଧ୍ୟରେ ସଂଘର ଉପଦେଷ୍ଟା ସାଂବାଦିକ ବାବୁ ପୁଜାରୀ, ଉପ ସଭାପତି ଆକୁଳି ରଥ , କୋଷାଧକ୍ଷ୍ୟ ଗଦାଧର ପଣ୍ଡା, ରମେଶ ମିଶ୍ର, ରମାକାନ୍ତ ମିଶ୍ର,ଦିବାକର ମିଶ୍ର, ଗିରିଶ ମିଶ୍ର, ସୁମନ୍ତ ମିଶ୍ର, ସୁରଥ ମିଶ୍ର, ବାବୁଲି ମିଶ୍ର, ନବୀନ ମିଶ୍ର, କପିଲେଶ୍ୱର ମିଶ୍ର ଓ ସତ୍ୟ ନାରାୟଣ ସାବତ ପ୍ରମୁଖ ଉପସ୍ଥିତ ଥିଲେ । ଶେଷରେ ବିଜୟ ତ୍ରିପାଠୀ ସମସ୍ତଙ୍କୁ ଧନ୍ୟବାଦ ଦେଇ ସଭା ସାଙ୍ଗ କରିଥିଲେ ।   


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026

You Might Also Like