-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||     

HOME   ଜିଲ୍ଲା

ରାମଧୂନ୍ କ୍ଲବ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଘlଟିତ- *ବରଗଡ ଦଳ ୩-୨ ଗୋଲ ରେ ବିଜୟୀ ହୋଇ ସେମି ଫାଇନାଲ କୁ ପ୍ରବେଶ*

12-Feb-2024



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
 ୧୫ ତମ ରlମଧୁନ୍ କପ୍ ଫୁଟବଲ ଟୁର୍ଣl ମେଣ୍ଟ  ମହା ସମାରୋହ ରେ ଉଦ୍ଘାଟିତ ହୋଇ ଯାଇଛି l ସୁବର୍ଣ୍ଣପୁର ଜିଲ୍ଲାପାଳ ଅନ୍ୟl ଦାସ ଆଇ ଏ ଏସ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ  ଟୁର୍ଣାମେଣ୍ଟ କୁ ଉଦ୍ଘାଟନ କରିଥିବା ବେଳେ ସୁବର୍ଣ୍ଣପୁର ର ଏସପି ୟସ୍ ପ୍ରତାପ ଶ୍ରୀମଲ ସମ୍ମାନିତ ଅତିଥି  ଭାବେ ଯୋଗ ଦେଇ  ଆୟୋଜକ ଓ ଖେଳାଳି ଙ୍କୁ ଉତ୍ସାହିତ କରି ଏଭଳି ସୁନ୍ଦର ଖେଳ ପଡ଼ିଆ ଓଡ଼ିଶା ରେ କ୍ଵଚିତ ବୋଲି ଆୟୋଜକ ଙ୍କୁ ପ୍ରଶଂସା କରିଥିଲେ l ଏବଂ ଖେଳ କୁ ଉପଭୋଗ କରିଥିଲେ l  ଅନ୍ୟତମ୍ ଅତିଥି ଭାବେ ପୌର ଅଧ୍ୟକ୍ଷା ତାମସି ତlମସ୍ମିତl ନାଏକ , ସୋନପୁର ସେଲ୍ ଟେକ୍ସ ଅଫିସର୍ ବିକାଶ ମହାନ୍ତି ଓ ସମସ୍ତ ଟିମ୍ ପ୍ରlଯୋଜକ ଯୋଗ ଦେଇଥିଲେ l ଭୁବନେଶ୍ୱର କିଶୋର କ୍ଲବ କୁ ୩-୨  ରେ ପରାସ୍ତ କରି ବରଗଡ ୟୁନାଇଟେଡ଼ ଦଳ  ଉଦ୍ଘlଟନି ମ୍ୟାଚ୍  ବିଜୟୀ ହୋଇ ଥିବା ବେଳେ  ମ୍ୟାନ ଅଫ ଦି ମ୍ୟାଚ୍ ଭାବେ ବରଗଡ ଦଳ ର ଅଙ୍କିତ ବେହେରା ଙ୍କୁ ଅତିଥି ଙ୍କ ଦ୍ଵାରା ପୁରସ୍କୃତ କରାଯାଇଥିଲl l ମୂଖ୍ୟ ରେଫରି ଭାବେ ସଞ୍ଜୀବ ସାହୁ ଖେଳ ପରିଚାଳନା ଓ ପି ଇ ଟି ସଲିଳ ବେହେରା, ସୁଭାସିସ ବେହେରା, ଦିଲ୍ଲିପ ରାଉତ ସହଯୋଗ କରିଥିଲେ l ପ୍ରଭୁ ଦାଶ ଖେଳ ର ଧାରା ବିବରଣୀ ପ୍ରଦାନ୍ କରିଥିବା ବେଳେ କ୍ଲବ୍ ର ଉପଦେଷ୍ଟl ଚିତ୍ତ ରଂଜନ ତରlସିଆ ସଭା ସଂଯୋଜନl କରିଥିଲେ l ମିଡ଼ିଆ ସଂଯୋଜାକ ମନୋରଂଜନ ତ୍ରୀପାଠୀ ଅତିଥି ସ୍ଵାଗତ କରିଥିବା ବେଳେ ବିକାଶ ପଣ୍ଡା, ସୋମନାଥ ମିଶ୍ର, ରଞ୍ଜୁ ସାହୁ, ରାଜୀବ ସାହୁ, ବୁବୁନ ନାଏକ, ପରେନ୍ଦ୍ର ନାଏକ, ପଦ୍ମନାଭ ପାଢ଼ୀ, ଚନ୍ଦନ ବେହେରା, ଜିଲୁ ସାହୁ, ଲିପୁନ ନାଏକ, ଚାହତ ମହମ୍ମଦ, ଶିବା ଶାଣ୍ଢ, ଗୁରୁ ଦଳେଇ, ରବି ଗୁରୁ, ପ୍ରମୁଖ ସମସ୍ତ ସଦସ୍ୟ ସହଯୋଗ କରିଥିଲେ l କ୍ଲବ୍ ସମ୍ପାଦକ ପୀୟୂଷ ପଣ୍ଡା ଙ୍କ ପ୍ରତ୍ୟକ୍ଷ ତତ୍ୱା ବଧlନ ରେ ସବୁ କାର୍ଯ୍ଯ ପରିଚଳନl କରାଯାଇଥିଲl l


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026

You Might Also Like