-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||     

HOME   ଖେଳ

ଫ୍ରେଣ୍ଡସ୍ କ୍ଲବ ପକ୍ଷରୁ ଆୟୋଜିତ ରାଜ୍ୟସ୍ତରୀୟ ଫୁଟବଲ ପ୍ରତିଯୋଗିତା ଉଦଯାପିତ, ସମ୍ବଲପୁରକୁ ହରାଇ କଦଲିପାଲି ବରଗଡ଼ ଚମ୍ପିୟାନ

12-Feb-2024



ବଲାଙ୍ଗିର(ପ୍ରେରଣା ଖବର ):ବଲାଙ୍ଗିର ସହର ସ୍ଥିତ ପି.ଆର. ହାଇସ୍କୁଲ ଖେଲ ପଡିଆ ଠାରେ ବଲାଙ୍ଗିର ଫ୍ରେଣ୍ଡସ କ୍ଲବ ପକ୍ଷରୁ ଆୟୋଜିତ ରାଜ୍ୟସ୍ତରୀୟ ଫୁଟବଲ ପ୍ରତିଯୋଗିତାର ଉଦଯାପିତ ହୋଇଯାଇଛି । ଫାଇନାଲ ଖେଳରେ କ୍ଲବର ସଭାପତି ଲୋଟସ ସଢଙ୍ଗୀଙ୍କ ସଭାପତିତ୍ୱରେ ମୂଖ୍ୟ ଅତିଥି ଭାବରେ ରାଜ୍ୟ ଜଳ ସମ୍ପଦ, ପରିବହନ ବାଣିଜ୍ୟ ମନ୍ତ୍ରୀ ଟୁକୁନୀ ସାହୁ, ସମ୍ମାନୀତ ଅତିଥି ଭାବରେ ବଲାଙ୍ଗିର ଆରକ୍ଷୀ ଅଧିକ୍ଷକ ରିଷିକେଶ ଖୀଲାରୀ, ପଶ୍ଚିମ ଓଡିଶା ସଂସ୍କରଣ ମୂଖ୍ୟ ଅଖିଳ ଚନ୍ଦ୍ର ହୋତା, ଜିଲ୍ଲା ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡଆ ମୂଖ୍ୟ

ପରିଚାଳକ ସତ୍ୟ ନାରାୟଣ ମାଝି, ପି.ଆର ହାଇସ୍କୁଲର ପ୍ରଧାନ ଶିକ୍ଷୟତ୍ରୀ ସନ୍ତୋଷିନୀ ସେଠୀ, କ୍ଲବର ସଧାରଣ ସମ୍ପାଦକ ଜଗନ୍ନାଥ ମିଶ୍ର ଓ କୋଷାଧ୍ୟକ୍ଷ ରଞ୍ଜିତ ବେହେର ମଂଚାସିନ ଥିଲେ । ନୀଳ ନାଏକ, ଶଶିକାନ୍ତ ଦାସିଆ, ନରସିଂ ସ୍ୱାମୀ ନାଇଡୁ, ରାଜେନ୍ଦ୍ର ଧରୁଆ ଖେଳକୁ ପରିଚାଳନା କରିଥିବା ବେଳେ ସୁନିଲ ବିଶ୍ୱାଲ ମ୍ୟାଚ କମିସନର ଥିଲେ । ସଂର୍ଘଶ ପୂର୍ଣ୍ଣ ଖେଳରେ କଦଲିପାଲି ଏଥେଲେଟିକ ଦଳ ୧-୦ ଗୋଲରେ ଭାରତ କ୍ଲବ ସମ୍ବଲପୁରକୁ ହରାଇ ଚମ୍ପିୟାନ ହୋଇଥିଲା । ମେଚର ଶ୍ରେଷ୍ଠ ଖେଳାଳି ଭାବରେ କଦଲିପାଲି ଦଳର ଜିତୁ ମିର୍ଦ୍ଧା ଓ ଟୁର୍ଣ୍ଣାମେଂଟର ଶ୍ରଷ୍ଠ ଗୋଲ କିପର ଭାବରେ ସିଦ୍ଧାନ୍ତ ପଧାନ ତଥା ଟୁର୍ଣ୍ଣାମେଂଟର ଶ୍ରେଷ୍ଠ ଖେଳାଲି ଭାବରେ ସମ୍ବଲପୁର ଦଳର ଅମର ଖାଡିଆଙ୍କୁ ଅତିଥିମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା । ଚମ୍ପିୟାନ ଦଳକୁ ଟ୍ରଫି ସହ ୨୦ ହଜାର ଟଙ୍କା ଓ ରନରସ ଅପ ଦଳକୁ ଟ୍ରଫି ସହ ୧୫ ହଜାର ଟଙ୍କା ପୁରସ୍କୃତ କରାଯାଇଥିଲା । ଏହି ଅବସରରେ ବିଶିଷ୍ଠ କ୍ରଡାବିତ ଭାବଗ୍ରାହୀ ରଥ, ଆର୍ନ୍ତଜାତୀୟ ମହିଳା କ୍ରିକେଟ ଖେଳାଳି ରୋସନାରା ପରବିନ ଓ କ୍ରିଡା ସଂଗଠକ ସ୍ୱର୍ଗତ ଅମନ ନାଗଙ୍କ ଧର୍ମପତ୍ନୀ ସବିତା ନାଗଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ପବିତ୍ର ଖୁଂଟିଆ, ଜୟ ନାରାୟଣ ବହିଦାର, ଲକ୍ଷ୍ମୀ ସ୍ୱାଇଁ, କିଶୋର ଦଣ୍ଡସେନା, ସୋମନାଥ ମିଶ୍ର, ଗୋବିନ୍ଦ ସତପଥୀ, ସଞ୍ଜିବ ସାହୁ, ମନୋଜ କୁମାର ମିଶ୍ର, ର୍ଧମେନ୍ଦ୍ର କୁମ୍ଭାର, ପୃଥୀରାଜ ବରାଡ, ରାମ ନାଏକ, ସୋନୁ ପଟ୍ଟନାୟକ, ମଧୁ ବନଛୋର, ପୂର୍ଣ୍ଣ ତ୍ରୀପାଠୀ, ଦେବେନ ପାତ୍ର, ବିଭୁତି ସ୍ୱାଇଁ, ଶନତ ତ୍ରୀପାଠୀ, ଟିକୁ ପରିଚ୍ଛା, ନିତ୍ୟା ପଧାନ, ସରୋଜ ସାହୁ, ଇନ୍ଦ୍ରମଣି ନନ୍ଦ, ସନ୍ତୋଷ ପାଢୀ, ମଂଟୁ ମିଶ୍ର, ସୂର୍ଯ୍ୟ ମେହେର,

ବିଜୟ ପଧାନ, ପ୍ରଶାନ୍ତ ସେଠ, କମ୍ବୁ ତ୍ରୀପାଠୀ, ମୁନା  ପାଲ, ୱାର୍ଡ ନଂ-୮ର କାଉନସିଲର ନନ୍ଦିନୀ ପୋଢ, ନୂତନ ଦାଶ, ପୂର୍ବତନ କାଉନସିଲର ମମତା ଜେନା, ଶିବ ବେହେରା, ମନୋଜ ତ୍ରୀପାଠୀ ବରିଷ୍ଠ ସଦସ୍ୟ ବିକ୍ରମ ବହିଦାର, ପ୍ରଭାକର ମିଶ୍ର, ନାରାୟଣ ପାଢୀ, ସାନ୍ତନୁ ମିଶ୍ର, ହରିବଂଶ ମିଶ୍ର, ଅଶୋକ ମିଶ୍ର, ପ୍ରଦୀପ ଷଢଙ୍ଗୀ, ରାମଚନ୍ଦ୍ର ପୁରୋହୀତ, ସଚିତାନନ୍ଦ ମିଶ୍ର, ବେକୁଣ୍ଠ ଖୁଂଟିଆ,ବିଶିଷ୍ଠ କ୍ରିଡାବିତ ଚଗଲା ପରିଚ୍ଛା ପ୍ରମୁଖ ଉପସ୍ଥିତ ରହି ଖେଳାଳିମାନଙ୍କୁ ଉତ୍ସାହିତ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026

You Might Also Like