-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||     

HOME   ଜିଲ୍ଲା

ସୋନପୁର ଠାରେ ବିଶାଳ ଚାଷୀ ସମାବେଶ

12-Feb-2024



(ମନୋରଞ୍ଜନ ତ୍ରିପାଠୀ )
  ଜିଲ୍ଲା କୃଷକ ସଂଗଠନ ସୁବର୍ଣ୍ଣପୁର ଜିଲ୍ଲା ତରଫରୁ ର  ଆଜି ୧୨ ତାରିଖ ରେ ସୋନପୁର ରୟାଲ ପଡ଼ିଆ ଠାରେ ୨୦୦୦ ରୁ ଉର୍ଦ୍ଧ୍ବ ଚାଷୀ ଏକତ୍ରିତ ହୋଇ ଏକ  ବିଶାଳ ଚାଷୀ ସମାବେଶ କରିଛନ୍ତି l ଏହି ସଭାରେ ପଶ୍ଚିମ ଓଡ଼ିଶା କୃଶକ ସମନ୍ଵୟ ସମିତି ର ଆବାହକ ଲିଙ୍ଗରାଜ ପଧାନ, ଝlର ସୁଗୁଡା, ସମ୍ବଲପୁର, ବରଗଡ, କଳାହାଣ୍ଡି, ସୋନପୁର ଆଦି ପଶ୍ଚିମ ଓଡ଼ିଶା ର ନେତ୍ରୁ ମଣ୍ଡଳୀ ଉପସ୍ଥିତ ରହି  ସରକାର ଙ୍କ ଚାଷୀ ମାରଣ ନୀତି ର ଭର୍ସନl କରିଥିଲେ l ଏବଂ ଚାଷୀ ଙ୍କ ନ୍ୟାର୍ୟ ଦାବୀ ପୂରଣ ନ କଲେ ଆଗମୀ ସଧାରଣ ନିର୍ବାଚନ ରେ ତାର ଉଚିତ ଜବାବ ଦିଆଯିବ ବୋଲି ବକ୍ତବ୍ୟ ରଖିଥିଲେ l  ସମସ୍ତ ଚାଷୀ ରୟାଲ ପଡିଆ ଠୁ ସହର ପରିକ୍ରମା କରି ଏକ ଶୋଭାଯାତ୍ରାରେ ଜିଲ୍ଲାପାଳ ଙ୍କ କାର୍ଯ୍ୟଳୟ ରେ ପହଂଚି ଜିଲ୍ଲାପାଳ ଙ୍କ ଜରିଆରେ ମହା ମହିମ ରାଜ୍ୟପାଳ ଙ୍କୁ ୧୧ ଦଫା ଦାବୀ ନେଇ ଏକ ସ୍ମାରକ ପତ୍ର ପ୍ରଦାନ କରିଛନ୍ତି । ଚାଷୀ ନେତା ପଦ୍ମ ଲୋଚନ ମିଶ୍ର, ପ୍ରଦୀପ ପୁରୋହିତ ଓ ମିତ୍ରବ୍ରତ ମିଶ୍ର, ନରେନ୍ଦ୍ର ଆଚାର୍ଯ୍ୟ, ଜିଲ୍ଲା ସଭାପତି ବୈକୁଣ୍ଠ ଶତପଥି, ପ୍ରଦ୍ୟୁମ୍ନ ପାଢ଼ୀ, ଚାଷୀ ନେତ୍ରୀ ସୋନାଲି ବିଶି, ଗୋବର୍ଦ୍ଧନ ମିଶ୍ର, ଚିତ୍ତ ରଂଜନ ଗର୍ତିଆ , ଭୋଳl ବର୍ମା, ମାଗୁଣି ସାହୁ, , ଟ୍ରିପୁରlରି ପଣ୍ଡା, ପ୍ରମୁଖନେତା ଆନ୍ଦୋଳନ ରେ ସାମିଲ ଥିଲେ। ଅନ୍ୟ ରାଜ୍ୟ ପରି ଚାଷୀ ଙ୍କୁ ୯୧୭ ଟଙ୍କା ବୋନସ, ଧାନ ର ସର୍ବ ନିମ୍ନ ସହାୟକ ମୂଲ୍ୟ ୩୫୦୦ ଟଙ୍କା କୁ ବୃଦ୍ଧି, ଚାଷୀ ଙ୍କ ଋଣ ଓ ବିଦ୍ୟୁତ୍ ଶୁଳ୍କ ଛାଡ଼ ସହିତ ଧାନ ର ଟୋକନ ବ୍ୟବସ୍ଥା ଉଚ୍ଛେଦ, ସବୁଠି ଚାଷୀ ଙ୍କୁ ଉଚିତ୍ ସମ୍ମାନ ପ୍ରଦାନ  ପ୍ରମୁଖ ୧୧ ଗୋଟି ଦାବୀ ଥିଲା l l  ଦିନ ୨ ଟା ରେ ଜିଲ୍ଲାପାଳ ଦାବି ଗ୍ରହଣ କରିବାକୁ ପ୍ରତିଶ୍ରୁତି ଦେଇ ବିଳମ୍ବ ହେବାରୁ ଜିଲ୍ଲା କାର୍ଯ୍ୟଳୟ ଫାଟକ ଆଗରେ ଚାଷୀ ଅସନ୍ତୋଷ ହୋଇ ନାରାବାଜି ଦେବା ସହ ମୁଖ୍ୟ ରାସ୍ତା କିଛି ସମୟ ପାଇଁ ଅବରୋଧ କରିବା ପରେ ସାମାନ୍ୟ ଉତ୍ତେଜନା ସୃଷ୍ଟି ହୋଇ ଥିଲl l


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026

You Might Also Like