-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ଆଟଗାଁ ଉଚ୍ଚ ବିଦ୍ୟାଳୟରେ ବିଦାୟକାଳୀନ ସମ୍ବର୍ଦ୍ଧନା

13-Feb-2024



ବଲାଙ୍ଗିର (ଚିତ୍ରସେନ ବେହେରା ): ପୁଇଁତଳା ବ୍ଲକ ଅନ୍ତର୍ଗତ ଆଟଗାଁ ସରକାରୀ ଉଚ୍ଚ ବିଦ୍ୟାଳୟରେ ଆସନ୍ତା ଦଶମ ବୋର୍ଡ଼ ପରୀକ୍ଷା ଦେ ବାକୁଥିବା ଛାତଛାତ୍ରୀମାନଙ୍କ ପାଇଁ ଏକ ବିଦାୟକାଳୀନ ପର୍ବ ପ୍ରଧାନ ଶିକ୍ଷକ ଦିଲୀପ କୁମାର ଯୋଶୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି l   ଶିକ୍ଷକ ରୋହିତାଶ୍ୱ ଯୋଶୀ,  ଶିକ୍ଷୟତ୍ରୀ ସନ୍ତୋଷିନୀ ସାହୁ, ପଦ୍ମିନୀ ସାହୁ, ନିତାଇ ନାଏକ, ଜ୍ୟୋତ୍ସ୍ନା ଭୋଇ ଛାତ୍ରଛାତ୍ରୀଙ୍କ ଉଦ୍ଦେଶ୍ୟରେ  ସ୍ମୃତିଚରଣ କରିଥିଲେ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ବିଗତ ଦିନର ବିଦ୍ୟାଳୟର ଅନୁଭୂତି ବର୍ଣନା କରିଥିଲେ l ବିଦ୍ୟାଳୟର ପୂର୍ବତନ ଶାରୀରିକ ଶିକ୍ଷକ ଅନ୍ତର୍ଯ୍ୟାମୀ ବିଶ୍ଵାଲ ମଞ୍ଚ ପରିଚାଳନା କରିଥିବାବେଳେ  ଶିକ୍ଷକ ସନାତନ ବାଗ ଧନ୍ୟବାଦ ଅର୍ପଣ କରିଥିଲେ l କିଛି ସମୟ ପାଇଁ ବିଦ୍ୟାଳୟରେ ଏକ  ଭାବ ବିହ୍ଵଳ ପରିବେଶ ସୃଷ୍ଟି ହୋଇଥିଲା lଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ସମସ୍ତ କର୍ମଚାରୀ ସହଯୋଗ ଜରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like