-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||     

HOME   ରାଜ୍ୟ

ମହାନଦୀ ବନ୍ଦର ପ୍ରକଳ୍ପରେ ହେବ ୪ ହଜାର କୋଟିର ନିବେଶ ଛଅ ହଜାରରୁ ଅଧିକ ନୂତନ ନିଯୁକ୍ତି

20-Dec-2020



ଭୁବନେଶ୍ୱର,(ଶୁଭାଶିଶଷ ନାୟକ) - ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମହାନଦୀ ବନ୍ଦର ପ୍ରକଳ୍ପର ସମୀକ୍ଷା ସମାପନ ହୋଇଛି । ଆଜି ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ ନେତୃତ୍ୱରେ ୫ଟି ସଚିବ ଭି.କେ. ପାଣ୍ଡିଆନ ଏବଂ ବାଣିଜ୍ୟ ଓ ପରିବହନ ସ୍ୱତନ୍ତ୍ର ସଚିବ ମନୋଜ ମିଶ୍ରଙ୍କ ଏକ ଉଚ୍ଚସ୍ତରୀୟ ଟିମ ପ୍ରସ୍ତାବିତ ମହାନଦୀ ବନ୍ଦର ଅଞ୍ଚଳ ପରିଦର୍ଶନ କରିଛନ୍ତି। ଏହି ବରିଷ୍ଠ ଅଧିକାରୀଙ୍କ ସମେତ ପାରାଦୀପ ପୋର୍ଟ ଟ୍ରଷ୍ଟର ଅଧ୍ୟକ୍ଷ ରିଙ୍କେଶ ରାୟ ଏବଂ ଅନ୍ୟ ଅଧିକାରୀମାନେ ପ୍ରସ୍ତାବିତ ଅଞ୍ଚଳ ବୁଲି ଦେଖିଛନ୍ତି ।

ମହାକାଳପଡ଼ା ବିଧାୟକ ଶ୍ରୀ ଅତନୁ ସବ୍ୟସାଚୀ ନାୟକ  ପ୍ରସ୍ତାବିତ ସାଇଟ ରେ ଉପସ୍ଥିତ ରହି ପ୍ରକଳ୍ପ ସମ୍ପର୍କରେ ବରିଷ୍ଠ ଅଧିକାରୀଙ୍କ ସହିତ ଆଲୋଚନା  କରିଥିଲେ । କେନ୍ଦ୍ରାପଡା ଜିଲ୍ଲାପାଳ ସମର୍ଥ ବର୍ମା ମଧ୍ୟ ଆଲୋଚନାରେ ଭାଗ ନେଇଥିଲେ। ପାରାଦୀପ ବନ୍ଦର ଟ୍ରଷ୍ଟ ଦ୍ୱାରା ମହାନଦୀ ବନ୍ଦରର ନିର୍ମାଣ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଦିଆଯାଇଥିବା ପ୍ରସ୍ତାପରେ କେନ୍ଦ୍ର ବନ୍ଦର, ଜାହାଜ ଚଳାଚଳ ଓ ଜଳମାର୍ଗ ମନ୍ତ୍ରାଳୟ ସହମତି ପ୍ରକାଶ କରିଛି।  ଏ ସମ୍ପର୍କିତ ଏମଓୟୁ ସ୍ଵାକ୍ଷର ଚୂଡାନ୍ତ ପର୍ୟ୍ୟାୟରେ ପହଞ୍ଚିଛି । 

କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡ଼ା ବ୍ଲକ୍ ଆଖଡାଶାଳି ଗ୍ରାମ ଅଞ୍ଚଳରେ ହେବାକୁ ଯାଉଥିବା ଏହି ବନ୍ଦର ସବୁଦିନିଆ ବହୁମୁଖୀ ସେବା ଯୋଗାଇବ। ୪,୦୬୨ କୋଟି ଟଙ୍କା ବ୍ୟୟରେ ପିପିପି ମୋଡରେ ନିର୍ମାଣ ହେବାକୁ ଥିବା ଏହି ବନ୍ଦରରେ କ୍ଷମତା ବାର୍ଷିକ ୫୪ ମେଟ୍ରିକ୍ ଟନ୍ ରହିଛି । ୨୨ ମେଟ୍ରିକ୍ ଟନ୍ କ୍ଷମତା ପ୍ରଥମ ପର୍ୟ୍ୟାୟରେ କାର୍ୟ୍ୟକାରୀ ହେବ। ଏନେଇ ସହାୟକ ଭିତ୍ତିଭୂମି ଯେପରି ରାସ୍ତାଘାଟ, ରେଳ ଯୋଗାଯୋଗ ଆଦି ବିକାଶ ଦାୟିତ୍ୱ ପାରାଦୀପ ପୋର୍ଟ ଟ୍ରଷ୍ଟକୁ ପ୍ରଦାନ କରାଯାଇଛି। ରାଜ୍ୟ ସରକାର ଏହି ପ୍ରକଳ୍ପ ପାଇଁ ୩୦୦ ହେକ୍ଟର ଜମି ଚିହ୍ନଟ କରିଛନ୍ତି।  ଏଥିସହ ପ୍ରକଳ୍ପ ପାଇଁ ଆବଶ୍ୟକ ସ୍ଥଳେ ଅତିରିକ୍ତ ଜମି ଯୋଗାଇ ଦେବେ ବୋଲି ରାଜ୍ୟ ସରକାର କହିଛନ୍ତି ।
ସୂଚନାଯୋଗ୍ୟ ଯେ, ୨୦୧୮ ମସିହାରେ ରାଜ୍ୟ ସରକାର ମହାନଦୀ ବନ୍ଦର ସ୍ଥାପନ ନେଇ ନିଷ୍ପତ୍ତି ନେବା ସହ ଆରଏଫକ୍ୟୁ ପ୍ରକାଶ କରିଥିଲେ। କିନ୍ତୁ ନିଲାମଧାରୀଙ୍କ ଆଗ୍ରହ ଅଭାବରୁ ଏହି ପ୍ରକଳ୍ପ କାର୍ୟ୍ୟ ଆଗେଇ ପାରିନଥିଲା। ପରେ ପାରାଦୀପ ପୋର୍ଟ ଟ୍ରଷ୍ଟ ଏହି ପ୍ରକଳ୍ପରେ ଆଗ୍ରହ ପ୍ରକାଶ କରି ରାଜ୍ୟ ସରକାରଙ୍କ ସହ ଚୁକ୍ତିନାମା ସ୍ଵାକ୍ଷର ପାଇଁ ପ୍ରସ୍ତାବ ଦେଇଥିଲା। ଏହି ବନ୍ଦର କାର୍ୟ୍ୟକ୍ଷମ ହେଲେ ପ୍ରତ୍ୟକ୍ଷ ଓ ପରୋକ୍ଷ ଭାବେ ପ୍ରଥମ ପର୍ୟ୍ୟାୟରେ ୪୦୦୦ ଓ ଦ୍ଵିତୀୟ ପର୍ୟ୍ୟାୟରେ ୧୭୦୦ ନିଯୁକ୍ତି ସୃଷ୍ଟି କରିବ। ଏହି ନଦୀ ବନ୍ଦର ସହ ରାଜ୍ୟ ସରକାରଙ୍କ ସହଯୋଗରେ ନିର୍ମିତ ହରିଦାସପୁର-ପାରାଦୀପ ରେଳ ଲାଇନ କେନ୍ଦ୍ରାପଡ଼ା ଜିଲ୍ଲାର ଅର୍ଥନୈତିକ ଅଭିବୃଦ୍ଧି ଓ ପ୍ରଗତିରେ ମାଇଲଖୁଣ୍ଟ ସାବ୍ୟସ୍ତ ହେବ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026

You Might Also Like