-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ସିନ୍ଧେକେଲା- ଜୟ ମାଁ ଦ୍ୱାରସେହ୍ନି ଇଂଲିଶ ମିଡିୟମ ସ୍କୁଲର ପ୍ରଥମ ବାର୍ଷିକ ଉତ୍ସବ

13-Feb-2024



ସିନ୍ଧେକେଲ- ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ ସିନ୍ଧେକେଲା ସ୍ଥିତ ପୁଟୁପଡା ରାସ୍ତାରେ ଥିବା ଜୟ ମାଁ ଦ୍ୱାରସେହ୍ନି ଇଂଲିଶ ମିଡିୟମ ସ୍କୁଲର ପ୍ରଥମ ବର୍ଷ ବାର୍ଷିକ ଉତ୍ସବ ମହା ଆଡମ୍ବରରେ ଅନୁଷ୍ଠିତ ହୋଇଯାଇଛି । ସ୍କୁଲ ଅଧ୍ୟକ୍ଷ ନିତେଶ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ବଙ୍ଗୋମୁଣ୍ଡା ବ୍ଲକ ଅଧ୍ୟକ୍ଷା ରଂଜୁବାଲା ବେହେରା , ମୁଖ୍ୟ ବକ୍ତା ଭାବରେ ବିଜେପୁର ହାଇସ୍କୁଲର ପ୍ରଧାନ ଶିକ୍ଷକ ଉମେଶ ଚନ୍ଦ୍ର ଦାସ , ବିଶେଷ ଅତିଥି ଭାବରେ ବାଳ ସାହିତ୍ୟିକ ଯୁଗଳ କିଶୋର ଷଡଙ୍ଗୀ , ସମ୍ମାନିତ ଅତିଥି ଭାବରେ ବିଧାୟକ ପ୍ରତିନିଧି ତଥା ସିନ୍ଧେକେଲା ସମିତି ସଭ୍ୟ ଭୋଳାନାଥ ବେହେରା , ସ୍କୁଲ ପ୍ରତିଷ୍ଠାତା ଅନିଲ ଜୈନ , ସ୍କୁଲ ପରିଚାଳନା କମିଟି ସଭାପତି ସୁରିୟା ସାହୁ , ଉପଦେଷ୍ଟା ଗଣପତି , ସାହୁ , ବିଦ୍ୟାଭୂଷଣ ନାଏକ ପ୍ରମୁଖ ଯୋଗଦେଇ ମାଁ ଦ୍ୱାରସେହ୍ନି ଙ୍କ ଠାରେ ଦୀପ ପ୍ରଜ୍ଜ୍ୱଳନ କରି କାର୍ଯ୍ୟକ୍ରମର ଶୁଭ ଉଦଘାଟନ କରିବା ସହ ଉକ୍ତ ସ୍କୁଲର ଉତ୍ତୋର୍ତ୍ତର ବିକାଶ ପାଇଁ ମଙ୍ଗଳକାମନା କରିଥିଲେ । ଛାତ୍ରୀ ସୁହାନା ଷଡଙ୍ଗୀ , ଝଲକ ପୁଟେଲ , ପରି ଗୁପ୍ତା , ମଧୁସ୍ମିତା ସାହୁ , ଅସ୍ଳେସା ସାହୁ , ସମୃଦ୍ଧି ସଂପୂର୍ଣ୍ଣ ସାହୁ ଓ ଛାତ୍ର ପ୍ରତୀକ ବେହେରା ପ୍ରମୁଖ ସ୍ୱାଗତ ସଙ୍ଗୀତ ପରିବେଷଣ କରିଥିଲେ । ସ୍କୁଲ ରକ୍ଷକ ଓ ନିର୍ଦେଶକ ଗଣପତି ସାହୁ ଅତିଥି ପରିଚୟ ପ୍ରଦାନ କରିଥିବାବେଳେ ଅଧ୍ୟକ୍ଷ ନିତେଶ ସାହୁ ବିଦ୍ୟାଳୟର ବାର୍ଷିକ ବିବରଣୀ ପଠନ କରିଥିଲେ । ବିଶେଷ ଅତିଥି କେନ୍ଦ୍ର ସାହିତ୍ୟ ଏକାଡେମୀ ବାଳ ସାହିତ୍ୟ ପୁରସ୍କାର ପ୍ରାପ୍ତ ସାହିତ୍ୟିକ ଓ ଗବେଷକ ଯୁଗଳ କିଶୋର ଷଡଙ୍ଗୀ , ଅଞ୍ଚଳର ବରିଷ୍ଠ ନାଗରିକ ତଥା ପୂର୍ବତନ ଝଲପ ସରପଞ୍ଚ ରାଜାରାମ ବେହେରା , ବରିଷ୍ଠ ସାମ୍ବାଦିକ ଦିନେଶ ଜୈନ , ବିଶିଷ୍ଟ ସମାଜସେବୀ ଅନିଲ ତ୍ରିପାଠୀ ପ୍ରମୂଖଙ୍କ ସହ ମଞ୍ଚାସିନ ସମସ୍ତ ଅତିଥି ଙ୍କୁ ଉପଢ଼ଡକନ , ମାନପତ୍ର ପ୍ରଦାନ ସହ ଗାମୁଛା ଓଢାଇ ସମ୍ମାନିତ କରାଯାଇଥିଲା । ଶିକ୍ଷକ ମାନସ ରଞ୍ଜନ ସାହୁ , ଟିକେରାଜ ସାହୁ , ଶିକ୍ଷୟିତ୍ରୀ ସୁଜାତା ସିହ୍ନା , ମଧୁ ସୋନା , ପ୍ରତିମା ଷଡଙ୍ଗୀ , ସୌଭାଗ୍ୟ ସାହୁ , ସସ୍ମିତା ନାଗ , ପୂଜାରାଣୀ ଦାସ , ବର୍ଷାରାଣୀ ବେହେରା , ସେଫାଳି ସିଂଦେଓ ପ୍ରମୁଖଙ୍କୁ ବିଦ୍ୟାଳୟ ତରଫରୁ ଆଦର୍ଶ ଶିକ୍ଷକ ପୁରସ୍କାର ରେ ସମ୍ମାନିତ କରାଯାଇଥିଲା । କୃତି ଛାତ୍ରଛାତ୍ରୀ ମାନଙ୍କୁ ଅତିଥି ଦ୍ୱାରା ପୁରସ୍କୃତ କରାଯାଇଥିଲା । ପରେ ବିଦ୍ୟାଳୟର ଛାତ୍ରଛାତ୍ରୀ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ନୃତ୍ୟ ପରିବେଷଣ ଶହଶହ ଦର୍ଶକଙ୍କ ମନଛୁଆଁ ହୋଇଥିଲା

       ଶିକ୍ଷୟିତ୍ରୀ ବର୍ଷାରାଣୀ ବେହେରା , ପୂଜାରାଣୀ ଦାସ , ସୁଜାତା ସିହ୍ନା ପ୍ରମୁଖ ମଞ୍ଚ ପରିଚାଳନା କରିଥିବାବେଳେ ମଧୁ ସୋନା ଧନ୍ୟବାଦ ଜ୍ଞାପନ କରିଥିଲେ । କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ସ୍କୁଲ କମିଟି ଉପ ସଭାପତି ଜଗଦୀଶ ପଣ୍ଡା , ଅଲୋକ ସାହୁ , ରାମ ଷଡଙ୍ଗୀ , ପ୍ରଫୁଲ୍ଲ ସାହୁ , ଗୋପୀ ସାହୁ ବିଦ୍ୟାଳୟ କର୍ମଚାରୀ କିଶୋର ସାହୁ , ସୁଧାଂଶୁ , ପଞ୍ଚାନନ ମହାନନ୍ଦ ପ୍ରମୁଖଙ୍କ ସମେତ ସମସ୍ତ ଅଭିଭାବକ , ଅଭିଭାବିକା ସହଯୋଗ କରିଥିଲେ । ଏହି ଅବସରରେ ସ୍କୁଲ କମିଟି ସଦସ୍ୟ ଅଲୋକ ସାହୁଙ୍କ ଝିଅ ଏହି ସ୍କୁଲର ଛାତ୍ରୀ ଅସ୍ଲେସା ସାହୁଙ୍କ ଜନ୍ମଦିନ ସଭା ମଧ୍ୟରେ କେକ କାଟି ପାଳିତ ହୋଇଥିଲା । 

Quick reply to dinesh jain <dineshpress845@gmail.com>


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like