-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ବିନିକା ବ୍ଲକ କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର : ୯୩ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ :

13-Feb-2024



ସୁବର୍ଣ୍ଣପୁର,( ମନୋରଞ୍ଜନ ତ୍ରିପାଠୀ )
ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ବିନିକା ବ୍ଲକ ସଭାଗୃହ ଠାରେ  ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲାପାଳ ଶ୍ରୀମତୀ ଅନ୍ୟା ଦାଶ ଓ ଆରକ୍ଷୀ ଅଧିକ୍ଷକ ୟଶ ପ୍ରତାପ ଶ୍ରୀମଲ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୯୩ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୭୫ ଗୋଟି,  ସାମୁହିକ ଦରଖାସ୍ତ ୧୮ ଗୋଟି ରହିଥିବା ସୂଚନା ପ୍ରଦାନ କରାଯାଇଛି l ତନ୍ମଧ୍ୟରୁ ୪୧ ଗୋଟି ଅଭିଯୋଗ ର ତୁରନ୍ତ ସମାଧାନ ହୋଇଥିବା ବେଳେ ୪ ଜଣଙ୍କୁ ସି ଏମ ଆର ଏଫ ରୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଛି l ଶିବିରରେ ଜଣେ ଦିବ୍ୟାଙ୍ଗ ନାବାଳକ ଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡ ରୁ ଆର୍ଥିକ ସହାୟତା ସହ ୩ ଚକିଆ ସାଇକେଲ  ଓ ଅନ୍ୟ ଜଣେ ଦିବ୍ୟାଙ୍ଗ ବ୍ୟକ୍ତିଙ୍କୁ ବସ ପାସ ପ୍ରଦାନ କରିଛନ୍ତି ଜିଲ୍ଲାପାଳ ଶ୍ରୀମତୀ ଦାଶ ଓ ଆରକ୍ଷୀ ଅଧିକ୍ଷକ ଶ୍ରୀମଲ l ଅନ୍ୟ ସମସ୍ତ ଅଭିଯୋଗ ଦରଖାସ୍ତ କୁ ସମ୍ପୃକ୍ତ ବିଭିନ୍ନ ବିଭାଗୀୟ ଅଧିକାରୀ ଙ୍କୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ନିମନ୍ତେ ପ୍ରେରଣ କରାଯାଇଛି l ଗୋଷ୍ଠୀ ଉନ୍ନୟନ ଅଧିକାରୀ ବିନିକା ଶ୍ରୀ ପ୍ରମୋଦ ଚନ୍ଦ୍ର ମେହେର ଙ୍କ ତତ୍ୱାବଧାନରେ  ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଶ୍ରୀ ଅଶ୍ୱିନୀ କୁମାର ମେହେର , ଉପଜିଲ୍ଲାପାଳ ସୋନପୁର ସୁରଜ କୁମାର ପଟ୍ଟନାୟକ, ବିନିକା ବ୍ଲକ ଅଧ୍ୟକ୍ଷା ଦିପ୍ତୀ ରେଖା ନନ୍ଦ, ଅତିରିକ୍ତ ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ଦୈତ୍ୟ ନାରାୟଣ ପାଢ଼ୀ , ଜିଲ୍ଲା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ୱିନୀ କୁମାର ଭୋଇ , ଜ଼ିଲ୍ଲା ପଞ୍ଚାୟତ ଅଧିକାରୀ ଅର୍ଜୁନ ଚରଣ ମାଝୀ, ଉପ ଶ୍ରମ ନିର୍ଦେଶକ ଡିଲେଶ୍ୱର ଖାକା , ନିର୍ବାହୀ ଯନ୍ତ୍ରୀ ଟି ପି ଡବ୍ଲୁ ଓ ଡି ଏଲ ଅଶୋକ କୁମାର ମିଶ୍ର ,  ନିର୍ବାହୀ ଅଧିକାରୀ ବିଜ୍ଞାପିତ ଅଞ୍ଚଳ ପରିଷଦ ବିନିକା ସତ୍ୟ ନାରାୟଣ ପ୍ରଧାନ, ତହସିଲଦାର ବିନିକା ସୀତାରାମ ଭୋଇ, ଏ ଏସ ଆଇ ଅନିଲ ବେହେରା ସମେତ ଅନ୍ୟାନ୍ୟ ଜିଲ୍ଳା ସ୍ତରୀୟ ଅଧିକାରୀ, ବ୍ଲକ ସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like