-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ଅଲ ଇଣ୍ଡିଆ ରାମଧୂନ୍ କପ୍ ଫୁଟବଲ ଟୁର୍ଣ୍ଣାମେଣ୍ଟ ଭୁବନେଶ୍ଵର ଜଗା ୟୁନାଇଟେଡ଼ ଦଳ ବିଜୟୀ ହୋଇ ପ୍ରଥମ ସେମି ଫାଇନାଲ କୁ ପ୍ରବେଶ

13-Feb-2024



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
 ୧୫ ତମ ଅଲ୍ ଇଣ୍ଡିଆ ରlମଧୁନ୍ କପ୍ ଫୁଟବଲ ଟୁର୍ଣl ମେଣ୍ଟ ରେ ଆଜି ଭୁବନେଶ୍ଵର ଜଗା ୟୁନାଇଟେଡ଼ ଏଵଂ କଲିକତା ବେଲଘରିଆ ଏଥେ ଲେଟିକ କ୍ଲବ୍ ମଧ୍ୟ ରେ ସଂଘର୍ଷ ପୁର୍ଣ୍ଣ ଖେଳ ଅନୁଷ୍ଟିତ ହୋଇଥିଲା l l ସୁବର୍ଣ୍ଣପୁର ଏ ଡି ଏମ ତଥା ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ଅଶ୍ୱିନୀ କୁମାର ମେହେର ମୁଖ୍ୟ ଅତିଥି ଭାବେ ଓ ସୋନପୁର ଏସ ଡି ପି ଓ ଶ୍ରୀ ପ୍ରତାପ ଚନ୍ଦ୍ର ତ୍ରିପାଠୀ , ଯୁବ ସଂଗଠକ ନିଶାନ୍ତ ମହାନ୍ତି, ସୁବ୍ରତ ସେଠୀ, ଟ୍ରାକ୍ଟର ସଂଘ ସଭlପତି ଶିବ ନାରାୟଣ ବହିଦାର, ସମ୍ପାଦକ କୋଶୋଲେଶ୍ୱର୍  ବହିଦାର,  ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଆଜି ର ଖେଳ କୁ ଉଦ୍ଘାଟନ କରିଥିଲେ l ଏବଂ   ଆୟୋଜକ ଓ ଖେଳାଳି, ଦର୍ଶକ ଙ୍କୁ ଉତ୍ସାହିତ କରି  ସୁନ୍ଦର ଆୟୋଜନ ଓ ଉଚ୍ଚ କୋଟୀର ଖେଳ ପ୍ରଦର୍ଶନ ପାଇଁ  ଆୟୋଜକ ଙ୍କୁ ପ୍ରଶଂସା କରି ପଡ଼ିଆ ର ଉନ୍ନତି ଲାଗି ପ୍ରଶାସନ ପକ୍ଷରୁ ସମସ୍ତ ସହାୟତା ଦେବାକୁ କହିଥିଲେ l ଓ ଖେଳ କୁ ଉପଭୋଗ କରି ଖେଳାଳି ଙ୍କୁ ପୁରସ୍କୃତ କରିଥିଲେ l   ନିମନ୍ତ୍ରିତ ଅତିଥି ଭାବେ ଭୁବନେଶ୍ଵର ଜଗା ୟୁନାଇଟେଡ଼ ଟିମ୍ ପ୍ରlୟୋଜକ ନାଇସେଟ୍ ସଂସ୍ଥା ପ୍ରୋପାଇଟର ରମଣ ପଧାନ, କଲିକତା ଟିମ ପ୍ରଯୋଜକ ବଗଳl ଜ୍ୱେଲର୍ସ ପ୍ରୋପାଇଟର  ରୁପେଷ ଅଗ୍ରୱାଲ, ମହାନଦୀ ଧାରା ନିର୍ଦେଶକ ପ୍ଲାବନ ମହାପାତ୍ର, ପ୍ରମୋଦ ମହାନ୍ତି ମ୍ୟାନେଜର ଜ୍ୟୋତି ମୋଟର୍ସ୍ ଭୁବନେଶ୍ବର, ପୁରୁଷୋତ୍ତମ୍ ପାଣିଗ୍ରାହୀ ଯୋଗ  ଦେଇଥିଲେ ଖେଳାଳୀ ଙ୍କୁ ଉତ୍ସାହିତ କରିଥିଲେ l

କଲିକତା ବେଲ ଘରିଆ  ଏଥ ଲେଟିକ  କ୍ଳବ୍ କୁ ୨-୦ ଗୋଲ ରେ ହରାଇ ଭୁବନେଶ୍ୱର ଜଗା ୟୁନାଇଟେଡ଼  କ୍ଲବ ବିଜୟୀ ହୋଇଛି l  ମ୍ୟାନ ଅଫ ଦି ମ୍ୟାଚ୍ ଭାବେ ଭୁବନେଶ୍ଵର ଦଳ ର ଅବିନାଶ ମୁଣ୍ଡା ଙ୍କୁ ଅତିଥି ଙ୍କ ଦ୍ଵାରା ପୁରସ୍କୃତ କରାଯାଇଥିଲl l ମୂଖ୍ୟ ରେଫରି ଭାବେ ଦିଲ୍ଲିପ ରାଉତ୍ ଖେଳ ପରିଚାଳନା ଓ ପି ଇ ଟି  ସଲିଳ ବେହେରା, ସୁଭାସିସ ବେହେରା, ଫୋର୍ଥ ଅଫିସିଆଲ୍ ସଞ୍ଜୀବ ସାହୁ ସହଯୋଗ କରିଥିଲେ l ପ୍ରଭୁ ଦାଶ ଖେଳ ର ଧାରା ବିବରଣୀ ପ୍ରଦାନ୍ କରିଥିବା ବେଳେ  ମିଡ଼ିଆ ସଂଯୋଜାକ ମନୋରଂଜନ ତ୍ରୀପାଠୀ ଅତିଥି ସ୍ଵାଗତ ଓ ସଭା ସଂଯୋଜନl  କରିଥିଲେ l  ବିକାଶ ପଣ୍ଡା, ସୋମନାଥ ମିଶ୍ର, ରଞ୍ଜୁ ସାହୁ, ରାଜୀବ ସାହୁ, ବୁବୁନ ନାଏକ, ପରେନ୍ଦ୍ର ନାଏକ, ପଦ୍ମନାଭ ପାଢ଼ୀ, ଚନ୍ଦନ ବେହେରା, ଜିଲୁ ସାହୁ, ଲିପୁନ ନାଏକ, ଚାହତ ମହମ୍ମଦ, ଶିବା ଶାଣ୍ଢ, ଗୁରୁ ଦଳେଇ, ରବି ଗୁରୁ, ପ୍ରମୁଖ ସମସ୍ତ ସଦସ୍ୟ ସହଯୋଗ କରିଥିଲେ l କ୍ଲବ୍ ସମ୍ପାଦକ ପୀୟୂଷ ପଣ୍ଡା ଙ୍କ ପ୍ରତ୍ୟକ୍ଷ ତତ୍ୱା ବଧlନ ରେ ସବୁ କାର୍ଯ୍ଯ ପରିଚଳନl କରାଯାଇଥିଲl


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like